Home Left

କରୋନା କବଳରେ ଅଷ୍ଟ୍ରେଲିଆ ଗୃହମନ୍ତ୍ରୀ

କାନବେରା,୧୩।୩: ସାରା ବିଶ୍ୱରେ ମାଡି ଚାଲିଛି କରୋନା ଭାଇରସର ଭୟାବହତା। କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ କରୋନା ଭାଇରସରେ ପୀଡ଼ିତ ଥିବା ଖବର ଆସିବା ପରେ ଏବେ ଅଷ୍ଟ୍ରେଲିଆର ଗୃହମନ୍ତ୍ରୀ ମଧ୍ୟ କରୋନା ଭାଇରସରେ ପୀଡ଼ିତ ଥିବା ସୂଚନା ମିଳିଛି। ଯଦିଓ ବିଧିବଦ୍ଧ…

୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ

ରାଜନଗର,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି ରାଜନଗର…

କବିତା ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଲେ ଅମିତାଭ

ମୁମ୍ବାଇ: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ କାୟା ବିସ୍ତାର କରିଚାଲିଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଭାରତ। ଏଠାରେ ୭୮ ଜଣ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ବେଳେ କର୍ନାଟକର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ଏନେଇ ବିଗ୍‌ ବି…

ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲେ କରେ ଜ୍ୟୋତିରାଦିତ୍ୟ

ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ନିକଟରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ…

୬ମାସ ପରେ ନଜରବନ୍ଦୀରୁ ମୁକୁଳିଲେ ଫାରୁକ

ଶ୍ରୀନଗର,୧୩।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସ ନେତା ଫାରୁକ ଅବଦ୍ଦୁଲାଙ୍କ ନଜରବନ୍ଦୀ ଶେଷ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ତାଙ୍କର ନଜରବନ୍ଦୀ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଫାରୁକଙ୍କୁ…

ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ

ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର କରିଛି।…

ବିକଳ୍ପ ଭେନ୍ୟୁ ଖୋଜୁଛି ବିସିସିଆଇ

ନୂଆଦିଲ୍ଲୀ,୧୩।୩- ଦିଲ୍ଲୀ ସରକାର କରୋନା ଭାଇରସ ପ୍ରକୋପରୁ ରକ୍ଷା ପାଇବା ଲାଗି ରାଜଧାନୀରେ ଆଇପିଏଲ ମ୍ୟାଚ୍‌ ଆୟୋଜନ କରିବାକୁ ଅନୁମତି ଦେବ ନାହିଁ ବୋଲି ମନା କରି ଦେଇଛନ୍ତି। ଏଣୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ…

ଉତ୍ତରପ୍ରଦେଶରେ ମାର୍ଚ୍ଚ ୨୨ଯାଏଁ ସମସ୍ତ ସ୍କୁଲ, କଲେଜ ବନ୍ଦ

ଲକ୍ଷ୍ନୌ,୧୩।୩: କରୋନା ଭାଇରସ ସାରା ଦେଶରେ ଆତଙ୍କ ଖେଳାଇଛି। ଦେଶର ବିଭିନ୍ନ ସ୍ଥାନରେ କରୋନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗରେ ସଂକ୍ରମିତ ହୋଇ କର୍ନାଟକରେ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପେନ୍‌ସନ୍‌ଭୋଗୀଙ୍କ ବିକ୍ଷୋଭ

କେନ୍ଦୁଝର,୧୩।୩(ସ୍ବ.ପ୍ର.): ଇପିଏଫ୍‌ ପେନ୍‌ସନ୍‌ ଆସୋସିଏଶନ କେନ୍ଦୁଝର ଶାଖା ପକ୍ଷରୁ ୩ ଦଫା ଦାବିରେ ଶୁକ୍ରବାର ବିକ୍ଷୋଭ କରାଯାଇଛି। ଟେଲିଫୋନ୍‌ ଭବନ ଛକରୁ ପେନସନ୍‌ଧାରୀମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସର୍ବନିମ୍ନ ୯ ହଜାର…

ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ

ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବ୍ଲକର ହଜାର ହଜାର ସଂଖ୍ୟକ ଲୋକ…

ଦିଲ୍ଲୀରେ ଖେଳାଯାଇପାରିବ ନାହିଁ ଆଇପିଏଲ

ନୂଆଦିଲ୍ଲୀ,୧୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ଉପରେ କଳା ବାଦଲ ଛାଇ ହୋଇଯାଇଛି। କରୋନା ଭାଇରସ ଯୋଗୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲ ଆୟୋଜନ ନ କରିବାକୁ ପରାମର୍ଶ ଦିଆଯାଇଥିବାବେଳେ ବର୍ତ୍ତମାନ ପରିସ୍ଥିତିକୁ ନଜରରେ ରଖି ଆଇପିଏଲ ୧୩କୁ…

ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୩।୩: ଦେଶରେ କରୋନା ଭାଇରସର ଆତଙ୍କ ଚାଲିଥିବା ବେଳେ ମୋଦିଙ୍କ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶୁକ୍ରବାର ହୋଇଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଥିବା ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri