କରୋନାରେ ଆକ୍ରାନ୍ତ ଚେଲସି ଖେଳାଳି
ଲଣ୍ଡନ,୧୩।୩- ପ୍ରିମିୟର ଲିଗ୍ କ୍ଲବ ଚେଲସି ଦଳର ଖେଳାଳି ହଡସନ ଓଡୋଇ କରୋନା ଭାଇରସରେ ଆକ୍ରାନ୍ତ ଥିବା ରିପୋର୍ଟରୁ ଜଣାପଡ଼ିଛି। ଭାଇରସର ସଂସ୍ପର୍ଷରେ ଆସିବାରେ ଓଡୋଇ ପ୍ରିମିୟର ଲିଗ୍ର ପ୍ରଥମ ଖେଳାଳି। ତାଙ୍କ ସ୍ବାବ ରିପୋର୍ଟ ଆସିବା ପରେ ଦଳୀୟ ସଦସ୍ୟ…
ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର
ଭୁବନେଶ୍ୱର,୧୩।୩(ବ୍ୟୁରୋ): ନୟାଗଡ଼ର କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଗତ ୪ ଦିନ ହେବ ଥଣ୍ଡା ଏବଂ ଜ୍ୱର ହୋଇଛି। ଶୁକ୍ରବାର ସ୍ବାବ୍ ନମୁନା ପରୀକ୍ଷା ଲାଗି ଆର୍ଏମ୍ସିକୁ ପଠାଯାଇଛି।…
ଫିଲ୍ମରେ ଖଳନାୟକ ସାଜି ଦର୍ଶକଙ୍କୁ ଡରାଉଥିବା ପ୍ରେମ୍ ନିଜେ ଡରନ୍ତି ଭୂତକୁ
ବଲିଉଡ୍ ଇଣ୍ଡଷ୍ଟ୍ରିରେ ଖଳନାୟକ ଚରିତ୍ରରେ ଅଭିନୟକରି ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା କଳାକାର ହେଉଛନ୍ତି ପ୍ରେମ୍ ଚୋପ୍ରା। ୧୯୬୦ ମସିହାରେ ପଞ୍ଜାବୀ ଫିଲ୍ମରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିବା ପ୍ରେମ୍ କିନ୍ତୁ ୧୯୬୪ରେ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ପଦ…
ହଲିଉଡ୍ ଫିଲ୍ମରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ ଜିନତ୍
ବଲିଉଡ୍ କଳାକାର ଇରଫାନ୍ ଖାନ୍, ପ୍ରିୟଙ୍କା ଚୋପ୍ରା ଏବଂ ଦୀପିକା ପାଦୁକୋନ ହଲିଉଡ୍ ଫିଲ୍ମରେ କାମ କରିସାରିଛନ୍ତି। ପୂର୍ବରୁ ମଧ୍ୟ ବଲିଉଡ୍ର ହିଟ୍ ଯୋଡି ଜିନତ୍ ଅମାନ ଏବଂ ଦିବଙ୍ଗତ ଅଭିନେତା ଦେବ୍ ଆନନ୍ଦ ହଲିଉଡ୍ ଫିଲ୍ମରେ କାମ କରିିଛନ୍ତି। ଅର୍ଥାତ୍…
ରାଜ୍ୟପାଳଙ୍କୁ ଭେଟି ଫ୍ଲୋର ଟେଷ୍ଟ ପାଇଁ ପ୍ରସ୍ତୁତ ଥିବା କହିଲେ କମଲନାଥ
ଭୋପାଳ,୧୩।୩: ମଧ୍ୟପ୍ରଦେଶ ରାଜନୀତି ସରଗରମ ଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ କମଲନାଥ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କୁ ସାକ୍ଷାତ୍ କରିଛନ୍ତି। ଏହି ସମୟରେ ସେ ରାଜ୍ୟପାଳଙ୍କୁ ଏକ ପତ୍ର ଦେବା ସହ ଭାରତୀୟ ଜନତା ପାର୍ଟି(ଭାଜପା) ଦ୍ୱାରା ବିଧାୟକମାନଙ୍କୁ କ୍ରୟ କରାଯାଉଛି ବୋଲି…
କରୋନା ଭୟ: ସ୍ବତନ୍ତ୍ର ଜେଟ୍, ବଙ୍କର ବୁକ୍ କରୁଛନ୍ତି ଧନୀ ଶ୍ରେଣୀର ଲୋକେ
ନ୍ୟୁୟର୍କ,୧୩ା୩: କରୋନା ଭାଇରସ୍ ମହାମାରୀ ୧୨୦ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଏହାର ପ୍ରଭାବ ସମଗ୍ର ବିଶ୍ୱବାସୀଙ୍କ ଉପରେ ପଡ଼ିଛି। ଏହି ସଂକଟଜନକ ସ୍ଥିତିରେ ଆମେରିକା, ଯୁକ୍ତରାଷ୍ଟ୍ର ଆମେରିକା, ୟୁରୋପ ପରି ଦେଶର ଧନୀ ଶ୍ରେଣୀର ଲୋକେ ନିଜକୁ କରୋନା ଭାଇରସ୍ରୁ…
କରୋନା ଭାଇରସ ସଂକ୍ରମଣରେ ପ୍ରଥମ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୩।୩: ଡରାଇଲାଣି କରୋନା ଭାଇରସ। ବେଳକୁ ବେଳ ଏହା ଭାରତରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। କର୍ନାଟକର ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଏହା ଭାରତର କରୋନା ସଂକ୍ରମିତ ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି। ଫେବୃୟାରୀ ୨୯ରେ…
ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କାକୁ ନେଇ ବିଧାନସଭାରେ ହଟ୍ଟଗୋଳ: ୧୧ଟା ୩୦ ଯାଏ ଗୃହ ମୁଲତବୀ
ଭୁବନେଶ୍ୱର, ୧୩।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ରଖିବାକୁ ନେଇ ଶୁକ୍ରବାର ବିଧାନସଭାରେ ପୁଣି ହଟ୍ଟଗୋଳ ହୋଇଛି। ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍ଦାର ଆକ୍ରମଣ କରିଛନ୍ତି। ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତଭାବେ ନ ଫେରିଲେ ଆମେ ଗୃହ…
ସ୍ବାବ ପରୀକ୍ଷା କରାଇଲେ ଅଷ୍ଟ୍ରେଲିଆ ପେସର
ସିଡ୍ନୀ,୧୩।୩- ଅଷ୍ଟ୍ରେଲିଆନ ଦ୍ରୁତ ବୋଲର କେନ ରିଚାର୍ଡସନଙ୍କଠାରେ କରୋନା ଭାଇରସର ଲକ୍ଷଣ ଦେଖାଦେଇଛି। ତାଙ୍କର ସ୍ବାବ ପରୀକ୍ଷା ମଧ୍ୟ କରାଯାଇଛି। ଏବେ ରିପୋର୍ଟକୁ ଅପେକ୍ଷା। ଏହି କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ତାଙ୍କୁ ବିଶ୍ରାମ ଦିଆଯାଇଛି। ଚଳିତ ସପ୍ତାହରେ ଅଷ୍ଟ୍ରେଲିଆ…
ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର
ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସୁର କହିଛନ୍ତି, ଗୃହ କମିଟି ଗଠନ ହେଉ, ମାସେ…
୯୯୦ ଲକ୍ଷ ବର୍ଷ ତଳ ଡାଇନୋସର ପକ୍ଷୀର ଅବଶେଷାଂଶ ମିଳିଲା: ଓଜନ ୨ ଗ୍ରାମରୁ କମ୍
ବେଜିଂ,୧୩ା୩: ମିଆଁମାରରେ ବିଶ୍ୱର ସବୁଠୁ ଛୋଟ ଡାଇନୋସରର ଅବଶେଷାଂଶ ମିଳିଛି। ଏହା ଏକ ଆମ୍ବର(ପାରଦର୍ଶୀ ପଥର)ରେ ସୁରକ୍ଷିତ ଭାବେ ମିଳିଛି। ଗଛ କୋରଡ଼ରେ ମୁଣ୍ଡ କଟି ଏହାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହାର ମୁଣ୍ଡର କିଛି ଅଂଶ ବର୍ତ୍ତମାନ ସୁରକ୍ଷିତ ରହିଛି।…
ଉହାନ ହସ୍ପିଟାଲରୁ ଡିସଚାର୍ଜ ହେଲେ ଶେଷ କରୋନା ସଂକ୍ରମିତ: ଫଟୋ ଭାଇରାଲ
ବେଜିଂ,୧୩।୩: ଗତବର୍ଷ ଶେଷ ବେଳକୁ ଚାଇନାରେ ଦେଖାଦେଇଥିବା କରୋନା ଭାଇରସ ଧୀରେ ଧୀରେ ତା’ର କାୟା ବିସ୍ତାର କରିଥିଲା। ବିଶେଷ କରି ଉହାନ ସହରରେ ଏହା ଅଧିକ ପରିମାଣରେ ଦେଖାଦେଇଥିଲା। ଏହାପରେ ଅଧିକାଂଶ ହସ୍ପିଟାଲରେ ରୋଗୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିଲା।…
Archives


