Home Left

କରୋନା ମୁକାବିଲା ଲାଗି ଚାଇନାକୁ ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭାଇରସ ଭାରତରେ ଆରମ୍ଭ ହୋଇ ନ ଥିବାରୁ ବ୍ରିଟିଶ ଅର୍ଥନୀତିଜ୍ଞ ଜିମ୍‌ ଓ ନିଲ୍‌ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଭାରତର ବ୍ୟବସ୍ଥାକୁ ସମାଲୋଚନା କରି କହିଛନ୍ତି, ଭଗବାନଙ୍କୁ ଧନ୍ୟବାଦ ଦେବା କଥା, କାରଣ ଚାଇନା ଭଳି ଦେଶରେ…

୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି

ଗୋପ,୧୩।୩(ଡି.ଏନ୍‌.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ ପଢ଼ିବାକୁ ଯିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବ ବୋଲି ଜଣାପଡ଼ିଛି। ତେବେ…

ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ ରଖିଥିବାରୁ ଦେଶ ୮୫୦୦ କୋଟି ଟଙ୍କା କ୍ଷତି ସହିବ ବୋଲି ବିଭିନ୍ନ ଶିଳ୍ପ ସଂଗଠନ…

୩୧ ଯାଏ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ନୂଆଦିଲ୍ଲୀ, ୧୩।୩: କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ସରକାରଙ୍କ ବିଭିନ୍ନ ପ୍ରୟାସ ଓ ସଚେତନତା ସତ୍ତ୍ୱେ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୩୧…

ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ ନାହିଁ ବୋଲି ଏକ ବିବୃତିରେ କୁହାଯାଇଛି। ରାଷ୍ଟ୍ରପତି ଭବନ ମ୍ୟୁଜିୟମ କମ୍ପ୍ଲେକ୍ସ ଓ…

ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି

ବାରଙ୍ଗ,୧୩।୩(ଡି.ଏନ୍‌.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ ଅତିଥିଙ୍କୁ ଆଣିବାକୁ ଛତିଶଗଡ଼ର କାନନପେଣ୍ଡାରୀ ଜୁଲୋଜିକାଲ ଗାର୍ଡେନ ବିଳାସପୁର ଚିଡିଆଖାନାକୁ ଯିବେ। ସିଂହ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ସେମାନଙ୍କଠାରୁ ୧କିଲୋ ୭୪୯ ଗ୍ରାମ…

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ ସମାବେଶରେ ସାମିଲ ନ ହେବାକୁ ମୋଦି ଆହ୍ବାନ ଦେଇଛନ୍ତି। କରୋନାକୁ ନେଇ ତାଙ୍କ ସରକାର…

କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪: ପର୍ଯ୍ୟବେକ୍ଷଣରେ ୩୫ ହଜାର ସନ୍ଦିଗ୍ଧ

ନୂଆଦିଲ୍ଲୀ,୧୩।୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କରୋନା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି…

ମୋତେ ଫାଶୀ ଦିଅ, ଆଖିରେ ଏସିଡ୍‌ ଢାଳ

ନୂଆଦିଲ୍ଲୀ,୧୩।୩(ପି.ଟି.): ମୁଁ ଯଦି ଭୁଲ କରିଥାଏ ତେବେ ମୋତେ ଫାଶୀ ଦେଇଦିଅ ଓ ମୋ ଆଖିରେ ଏସିଡ୍‌ ଢାଳ। ଦିଲ୍ଲୀର ଏକ କୋର୍ଟରେ ଏପରି କହିଛନ୍ତି ଉନ୍ନାଓ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଭାଜପାରୁ ବହିଷ୍କୃତ ପୂର୍ବତନ…

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ ବିଦ୍ୟାଳୟ…

ପ୍ରିୟଙ୍କା ଚତୁର୍ବେଦୀଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କଲା ଶିବସେନା

ମୁମ୍ବାଇ,୧୩।୩(ପି.ଟି.): ଶିବସେନା ଉପନେତା ପ୍ରିୟଙ୍କା ଚତୁର୍ବେଦୀଙ୍କୁ ଗୁରୁବାର ମହାରାଷ୍ଟ୍ରରୁ ରାଜ୍ୟ ସଭା ପ୍ରାର୍ଥ କରାଯାଇଛି। ୨୦୧୯ ଏପ୍ରିଲରେ କଂଗ୍ରେସ ସହ ମତଭେଦକୁ ନେଇ ଦଳ ଛାଡ଼ି ଶିବସେନାରେ ସାମିଲ ହୋଇଥିଲେ ପ୍ରିୟଙ୍କା। ତାଙ୍କୁ ଶିବସେନାର ଉପନେତା ଦାୟିତ୍ୱ ଦିଆଯାଇଥିଲା। ଏବେ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri