Home Left

ଇସ୍ରୋ ଯିବେ ନବୋଦୟ ଛାତ୍ରୀ

ବନ୍ତଳା, ୧୩।୩(ଡି.ଏନ୍‌.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ ସ୍ତରରେ…

ଅର୍ଥ ଫେରସ୍ତ ଲାଗି ନିର୍ମଳାଙ୍କୁ ପ୍ରତାପଙ୍କ ଅନୁରୋଧ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିର ପ୍ରଶାସନ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବା ଯୋଗୁ ରାଜ୍ୟବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସ୍ଥିତିରେ କିପରି ଜଗନ୍ନାଥଙ୍କ ଅର୍ଥ ଫେରସ୍ତ ଆସିବ ସେନେଇ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟି କେନ୍ଦ୍ରମନ୍ତ୍ରୀ…

ଜୁନ୍‌ରୁ ଜିଲାରେ ଇ-କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ ଏ ବିଭାଗରୁ ସେ ବିଭାଗ ବୁଲିବାକୁ ପଡ଼ିବ ନାହିଁ। ଫାଇଲ ବି ନାଲି ଫିତା…

ଲାଗିଲାଣି ୧.୧୨ ଲକ୍ଷ ଗଛ

ଢେଙ୍କାନାଳ ଅଫିସ, ୧୩।୩ – ସବୁଜ ମହାନଦୀ ମିଶନକୁ ସଫଳ କରିବାକୁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରୟାସ। ଶିଳ୍ପସମୃଦ୍ଧ ଜିଲାରେ ଜଙ୍ଗଲ ସମ୍ପଦ ବୃଦ୍ଧି କରିବା, ଜଙ୍ଗଲ ଅବକ୍ଷୟ ରୋକିବା ଏବଂ ବନୀକରଣ ମାଧ୍ୟମରେ ନୂତନ…

ୟୁରୋପ ଯାଇ ନ ଥିବା କହିଲେ ପ୍ରଦୀପ୍ତ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିରର ୫୪୫ କୋଟି ଟଙ୍କା ଘରୋଇ ୟେସ୍‌ ବ୍ୟାଙ୍କ୍‌ରେ ଜମା ରଖାଯାଇଛି। ୟେସ୍‌ ବ୍ୟାଙ୍କ୍‌ର ଆର୍ଥିକ ପରିସ୍ଥିତି ଦୁର୍ବଳ ହୋଇସାରିଛି। ଏଥିରେ ଥିବା ଜମାରାଶି ସୁରକ୍ଷା ନେଇ ପ୍ରଶ୍ନବାଚୀ ଉଠିଛି। ଏହି ସ୍ପର୍ଶକାତର ପ୍ରସଙ୍ଗ ରାଜ୍ୟ ବିଧାନସଭାରେ ବିତର୍କର ବିଷୟ…

ରାଜଧାନୀରେ ବଡ଼ ର଼୍ୟାକେଟ: ୨୯୪ କୋଟି ଟଙ୍କାର ଜିଏସ୍‌ଟି ଠକେଇ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜଧାନୀରେ ବଡ଼ଧରଣର ଜିଏସ୍‌ଟି ଠକେଇ। ଜାଲ୍‌ କମ୍ପାନୀ ମାଧ୍ୟମରେ ଚାଲିଥିବା ଏଭଳି ର଼୍ୟାକେଟକୁ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଧରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଦୁଇ ବ୍ୟବସାୟୀଙ୍କୁ ଗିରଫ କରାଯିବା ସହ ୨୯୪ କୋଟି ଟଙ୍କାର…

ଆପାର୍ଟମେଣ୍ଟରେ ନିଆଁ: ୨୫ରୁ ଊର୍ଦ୍ଧ୍ୱ ଫ୍ଲାଟ୍‌ର ଲୋକେ ଅଣନିଃଶ୍ୱାସୀ, ୨ ଅସୁସ୍ଥ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଭୁବନେଶ୍ୱର ଫରେଷ୍ଟ ପାର୍କ ପଛପାଖ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟରେ ଗୁରୁବାର ରାତି ପ୍ରାୟ ଗୋଟେ ୧୫ ମିନିଟ୍‌ରେ ଘଟିଛି ଅଗ୍ନିକାଣ୍ଡ। ୭ ମହଲା ବିଶିଷ୍ଟ ଏହି ଆପାର୍ଟମେଣ୍ଟରେ ୪୪ଟି ଫ୍ଲାଟ୍‌ ରହିଛି। ସେଥିମଧ୍ୟରୁ ‘ସି’ ବ୍ଲକ୍‌ର ୫ମ, ୬ଷ୍ଠ ମହଲା…

ଶ୍ମଶାନ ସ୍ଥାନ, ନାଳରେ ଆବର୍ଜନାକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୩ା୩-ଫୁଲବାଣୀ ପୌର ପରିଷଦ ଅଧୀନ ପେଞ୍ଜିସାହିର ଶ୍ମଶାନ ସ୍ଥାନକୁ ଏବେ ପୌର ପରିଷଦ ନିଜ ଦଖଲକୁ ନେଇଛି। ଶ୍ମଶାନ ପାଇଁ ପୌର ପରିଷଦ ଅନ୍ୟତ୍ର ସ୍ଥାନ ଯୋଗାଇ ଦେବ ବୋଲି ପୂର୍ବରୁ କହି ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ ଘଟଣା: ‘ଚିଟ୍‌ଫଣ୍ଡ ଭଳି ମହାପ୍ରଭୁଙ୍କ ଟଙ୍କା ବୁଡ଼ିବ’

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆର୍ଥିକ ସ୍ଥିତି ବିପିଏଲ ତଳକୁ ଖସାଇ ଦେଲେଣି। ଠାକୁର ଖାଇ ଖଟୁଲି ଖାଇବାକୁ ବସିଛନ୍ତି। କାଳିଆ ନଁାରେ ବହୁ କେଳେଙ୍କାରୀ ଚାଲିଛି। ଯିଏ ଜଗନ୍ନାଥଙ୍କ ଟଙ୍କା ଲୁଟ କରୁଛି ତାକୁ କରୋନା ହୋଇଯାଉ। ମହାପ୍ରଭୁଙ୍କ…

ଏମ୍‌କେସିଜିରେ ନାହାନ୍ତି ନ୍ୟୁରୋଲୋଜି ବିଶେଷଜ୍ଞ

ବ୍ରହ୍ମପୁର ଅଫିସ,୧୩ା୩-ଦକ୍ଷିଣ ଓଡ଼ିଶାର ବୃହତ୍ତମ ଚିକିତ୍ସାଳୟ ବ୍ରହ୍ମପୁରସ୍ଥ ଏମ୍‌କେସିଜି ମେଡିକାଲ କଲେଜ ହସ୍‌ପିଟାଲ। ଏଠାରେ ଗୁରୁତ୍ୱପୂର୍ଣ୍ଣ ନ୍ୟୁରୋଲୋଜି ବିଭାଗରେ ଦୀର୍ଘଦିନରୁ ବିଶେଷଜ୍ଞ ନାହାନ୍ତି । ଅପରପକ୍ଷରେ ୫୮ ବର୍ଷର ଏହି ମେଡିକାଲରେ ବର୍ନିଂ ୱାର୍ଡ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି।…

ଆୟୁଷ ଡାକ୍ତରଙ୍କ ହାତରେ ସ୍ବାସ୍ଥ୍ୟସେବା

ଭଦ୍ରକ ଅଫିସ, ୧୩।୩- ଭଦ୍ରକ ଜିଲାର ବିଭିନ୍ନ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ଚିକିତ୍ସାଳୟକୁ ମିଶାଇ ଜିଲାରେ ପ୍ରାୟ ୬୩ଟି ଡାକ୍ତରଖାନା ରହିଛି। ଯାହା ଉପରେ ଲକ୍ଷାଧିକ ଲୋକ ସ୍ବାସ୍ଥ୍ୟସେବା ଲାଗି ନିର୍ଭରଶୀଳ। ହେଲେ ସବୁଠି ଡାକ୍ତର ଅଭାବ କାରଣରୁ…

ଯଶିପୁରରେ ସିଏଏ,ଏନ୍‌ଆର୍‌ସିକୁ ବିରୋଧ

ଯଶିପୁର,୧୩ା୩(ଡି.ଏନ୍‌.ଏ.)- ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ କରି ଯଶିୁପରଠାରେ ଏକ ଗଣ କନଭେନଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତା କ୍ଷୀରୋଦ କୁମାର କର ମୁଖ୍ୟବକ୍ତା ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri