Home Left

ବେଆଇନ ମଦ ଦୋକାନ ଭାଙ୍ଗିଲେ ଅସନ୍ତୁଷ୍ଟ ମହିଳା

ଖଇରା, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରାଇଗଢିଆ ଗ୍ରାମରେ ଗତ ୫ବର୍ଷରୁ ଊର୍ଦ୍ଧ୍ୱ ହେଲା ବେଆଇନ ମଦ ବିକ୍ରୟ କେନ୍ଦ୍ର ଚାଲିଥିବା ଅଭିଯୋଗ ହୋଇଥିଲା। ଧୀରେ ଧୀରେ ଗ୍ରାମ ପରିବେଶ ଅଶାନ୍ତ ହୋଇ ପଡିଥିଲା। ପ୍ରତ୍ୟେକ ସନ୍ଧ୍ୟାରେ…

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…

ଉତ୍ତର ବଦଳରେ ପ୍ରଶଂସକଙ୍କୁ ୧ ଲକ୍ଷ ମାଗିଲେ କାର୍ତ୍ତିକ: ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ର଼୍ୟାନ୍‌ ଫିଲ୍ମ ସମେତ ଫ୍ୟାଶନ ଏବଂ ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କର ଅନେକ ଫ୍ୟାନ୍‌ ଫଲୋୟିଂ ଅଛନ୍ତି। ନିକଟରେ କାର୍ତ୍ତିକ ତାଙ୍କର ଜଣେ ପ୍ରଶଂସକଙ୍କୁ ୧ ଲକ୍ଷ ଟଙ୍କା ମାଗିଛନ୍ତି।…

ଭାରତ-ଦକ୍ଷିଣ ଆଫ୍ରିକାର ପ୍ରଥମ ମ୍ୟାଚ୍ ବାତିଲ

ଧର୍ମଶାଳା,୧୨୩- ସ୍ଥାନୀୟ ହିମାଚଳ ପ୍ରଦେଶ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ବାତିଲ ହୋଇଯାଇଛି। ଲଗାଣ ବର୍ଷା ଓ ଓଦା ଗ୍ରାଉଣ୍ଡ ଯୋଗୁ ଟସ୍ ସମ୍ଭବ ହୋଇପାରି ନ  ଥିଲା। ସିରିଜର…

ବିଲ୍‌ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର ବିଲ୍‌ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ଠିକାଦାର ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ…

ବାଟ ଭୁଲି ୩୦ କିଲୋମିଟର ଚାଲିଆସିଥିଲେ ଦୁଇ ଶିଶୁପୁତ୍ର: ଉଦ୍ଧାର କଲା ଚାଇଲ୍ଡଲାଇନ୍‌, ପରିବାରବର୍ଗଙ୍କୁ ହସ୍ତାନ୍ତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବେଲବାହାଳି ଗ୍ରାମରୁ ଦୁଇ ଶିଶୁଙ୍କୁ ଆନନ୍ଦପୁର ଚାଇଲ୍ଡଲାଇନ୍‌ ସଦସ୍ୟମାନେ ଉଦ୍ଧାର କରି ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଦୁଇ ଶିଶୁପୁତ୍ର ଆନନ୍ଦପୁର ଥାନା ଗୟଳମୁଣ୍ଡା ପଞ୍ଚାୟତ ପୁତୁଝରୀ ଗ୍ରାମର ବୋଲି ଜଣାପଡ଼ିଛି। ଦୁଇ…

ଅଲଗା ହେବେ ସିଦ୍ଧାନ୍ତ-ମେଘା

ବମ୍ବେ: ଅଭିନେତା ସିଦ୍ଧାନ୍ତ କର୍ନିକ ସ୍ତ୍ରୀ ମେଘା ଗୁପ୍ତାଙ୍କଠାରୁ ଅଲଗା ହେବେ। ଗତବର୍ଷ ଏପ୍ରିଲରୁ ଉଭୟ ଅଲଗା ରହିଆସୁଥିଲେ। ଏବେ ସେମାନେ ଛାଡ଼ପତ୍ର ପାଇଁ ଅପିଲ କରିଥିବା ଜଣାପଡ଼ିଛି। ନିକଟରେ ଏକ ସାକ୍ଷାତକାରରେ ମେଘାଙ୍କଠାରୁ ଅଲଗା ହେବା ସ୍ପଷ୍ଟ କରିଛନ୍ତି ସିଦ୍ଧାନ୍ତ।…

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ ବ୍ୟବସାୟୀ, ଥଇଥାନ କରା ନ ଗଲେ ଆନ୍ଦୋଳନ ଚେତାବନୀ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ନେଇ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃୟାରୀ ୧୦ତାରିଖ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀମାନଙ୍କୁ ନୋଟିସ…

ବିରୋଧୀ ଦଳ ନେତାଙ୍କ ଅଭିଯୋଗ: କେନ୍ଦୁପତ୍ର ତୋଳାଳି ପଇସା ପାଉ ନାହାନ୍ତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କୁ ସେମାନଙ୍କ ନ୍ୟାଯ୍ୟ ପତ୍ର ମିଳୁନାହିଁ। ସେମାନେ ଯେତିକି ପାଉଣା ପାଇବା କଥା ତାହା ପାଉ ନାହାନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଅଛନ୍ତି। ସେହି ଗରିବ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କ କଲ୍ୟାଣ ପାଇଁ…

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦିଆଯାଇ ନ ଥିବାରୁ…

ଧାନକିଣାକୁ ନେଇ ବିଧାନସଭାରେ ଉଦ୍‌ବେଗ: ସବୁ ଚାଷୀଙ୍କ ଧାନ କିଣିବାକୁ ଦାବି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଏବେ ବି ଚାଷୀଙ୍କ ଧାନ ବିକ୍ରି ହୋଇନାହିଁ। ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ସମ୍ବଲପୁର, ବରଗଡ଼ ଆଦି ଜିଲାରେ ଚାଷୀଙ୍କୁ ଟୋକନ ମିଳି ନ ଥିବାରୁ ସେମାନେ ଧାନ ବିକ୍ରି କରିପାରୁ ନାହାନ୍ତି। ଚଳିତ ମାର୍ଚ୍ଚ…

ୟୁରୋପ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଓ୍ବାଶିଂଟନ୍‌ରେ ଜରୁରୀକାଳିନ ଘୋଷଣା

ଓ୍ବାଶିଂଟନ୍‌,୧୨।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଧିରେ ଧିରେ ନିଜର କାୟା ବିସ୍ତାର କରଚାଲିଛି। ଏଥିଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କରୋନାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ଅପରପକ୍ଷେ କରୋନା ଯୋଗୁ ଆମେରିକା ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri