Home Left

ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲାପାଳ: ସାଇକେଲରେ ବୁଲି ତଦାରଖ କରୁଛନ୍ତି ସଫେଇ କାର୍ଯ୍ୟ, ବାହାରେ ପ୍ଲାଷ୍ଟିକ୍‌ ପକାଇଥିବାରୁ ମଦଦୋକାନକୁ ୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୧୨ା୩-ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଜିରୋ ସ୍ବିପିଂ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ମାର୍ଚ୍ଚ ୧ରୁ ସହରରେ ରାତ୍ରିକାଳୀନ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି । ଗୁରୁବାର ଜିଲାପାଳ ବିଜୟ ଅମୃତା…

କିଡ୍‌ନୀ ରୋଗ ବିଶ୍ୱ ପାଇଁ ଚିନ୍ତାର ବିଷୟ

ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ମାର୍ଚ୍ଚ ମାସ ଦ୍ୱିତୀୟ ଗୁରୁବାର ଅର୍ଥାତ ୧୨ତାରିଖରେ ବିଶ୍ୱ କିଡ୍‌ନୀ ଦିବସ ପାଳନ କରାଯାଉଛି। ୨୦୨୦ର ମନ୍ତ୍ର ହେଉଛି,‘କିଡ୍‌ନୀର ସ୍ବାସ୍ଥ୍ୟ ସମସ୍ତଙ୍କ ପାଇଁ ଓ ସବୁ ସ୍ଥାନରେ’। କିଡ୍‌ନୀର ଯନତ୍ କେମତି ନିଆଯାଏ ଏବଂ…

୪ ଟଙ୍କା ପାଇଁ ୮ମାସର ଲଢ଼େଇ

ଗ୍ବାଲିୟର: ମାତ୍ର ୪ ଟଙ୍କା ୧୦ ପଇସା ପାଇଁ ଆଠ ମାସର ଆଇନଗତ ଲଢେଇ । କଥାଟା ଶୁଣିବାକୁ ଅଜବ ଲାଗୁଥିଲେ ବି ବାସ୍ତବରେ ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଗ୍ବାଲିୱରରେ । ଏଇ ଅଞ୍ଚଳର ଆନନ୍ଦ ପ୍ରତାପ ସିଂହ…

ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ବି ରୋମାଞ୍ଚକର

ନୂଆଦିଲ୍ଲୀ,୧୨।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେବାପରେ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଜାରି ରହିଛି। ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ବେଶ୍‌ ରୋମାଞ୍ଚକର। ତାଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ ସିନ୍ଧିଆ ହେଉଛନ୍ତି ଗୁଜରାଟ ବଡ଼ୌଦାର ଗାଏକ୍ୱାଡ୍‌ ମରାଠା ରାଜବଂଶର ଝିଅ।…

ଘରେ ରହି କାମ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲା ଟୁଇଟର

ଓ୍ବାଶିଂଟନ,୧୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇଟର ଏହାର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ପୃଥିବୀ ସାରା କାମ କରୁଥିବା କର୍ମଚାରୀଙ୍କୁ ଏନେଇ ଟୁଇଟର ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ସମ୍ପ୍ରତି ଟୁଇଟରରେ ପ୍ରାୟ ୫,୦୦୦ କର୍ମଚାରୀ…

ହସ୍ତଶିଳ୍ପ ବିକାଶ ପାଇଁ ହେବ ୧୦ ବର୍ଷିଆ ଯୋଜନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟର ହସ୍ତଶିଳ୍ପ ଓ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ପଦକ୍ଷେପ ନେବେ ରାଜ୍ୟ ସରକାର। ଏଥିପାଇଁ ପ୍ରସ୍ତୁତ ହେବ ୧୦ ବର୍ଷିଆ ପ୍ଲାନ୍‌ ଡକ୍ୟୁମେଣ୍ଟ। ହସ୍ତଶିଳ୍ପୀଙ୍କୁ ଚିହ୍ନଟ ସହିତ ସେମାନଙ୍କ ଶିଳ୍ପର ବ୍ରାଣ୍ଡିଂ ଓ ମାର୍କେଟିଂ କରାଯିବ। ଅତ୍ୟାଧୁନିକ ଡିଜାଇନ୍‌ ଓ…

ଆଦିବାସୀଙ୍କ ଭାଗ୍ୟ ବଦଳାଉଛି ଜୈବିକ ପଦ୍ଧତି ପରିବା ଚାଷ

ମୁନିଗୁଡ଼ା,୧୨।୩(ଡି.ଏନ୍‌.ଏ.): ଜଙ୍ଗଲ ଉପରେ ନିର୍ଭର କରୁଥିବା ଆଦିବାସୀଙ୍କ ରୋଜଗାରର ପନ୍ଥା ପାଲଟିଛି ପରିବା ଚାଷ। ତା’ପୁଣି ଜୈବିକ ପଦ୍ଧତିରେ। ଏପରି ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ମୁନିଗୁଡା ବ୍ଲକର ଧୋବାଗୁଡ଼ି ଗ୍ରାମରେ। ଏହି ଗାଁର ଲୋକେ ଆଗରୁ ନିଜ ନିଜ ଜମିରେ…

ମହାପ୍ରଭୁଙ୍କୁ ୧ କୋଟି ଦାନ

ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ ଓ ପ୍ରତିବାଦ ଧାରା ଜାରି ରହିଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ଥାନା ଓ…

ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ

କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ତରଫରୁ ମିଳିଥିବା ସୂଚନା…

୪୬ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ତିଆରି ହେଲା ଶିବାଜୀଙ୍କ ପେଣ୍ଟିଂ

ମୁମ୍ବାଇ, ୧୨।୩: ମହାରାଷ୍ଟ୍ରର ଜଣେ ଆନିମେଶନ ଆର୍ଟିଷ୍ଟ ୪୬,୦୮୦ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ଛତ୍ରପତି ଶିବାଜୀ ମହାରାଜଙ୍କ ପେଣ୍ଟିଂ ତିଆରି କରିଛନ୍ତି। ଏଥିରେ ୬ ପ୍ରକାର ରଙ୍ଗ ଦିଆଯାଇଛି। ୧୦ ଦିନରେ ଆର୍ଟିଷ୍ଟ ନୀତୀନ ଦିନେଶ କାମ୍ବଲେ ୧୦ ଫୁଟ ଲମ୍ବ…

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍‌ ନିରାଶ

ବର୍ମିଂହାମ୍‌, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍‌ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍‌ ଦମ୍‌ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସିରିଜ-୧୦୦୦ ଟୁର୍ନାମେଣ୍ଟ ଖେଳୁଥିବା ଲକ୍ଷ୍ୟ ୧୭-୨୧, ୨୧-୮, ୨୧-୧୭ ଗେମ୍‌ରେ ବିଶ୍ୱ ମାନ୍ୟତାର…

କରୋନା ସମ୍ପର୍କରେ ବାହାରେ ପ୍ରକାଶ କଲେ ଜୀବନରୁ ମାରି ଦିଆଯିବ: ଡାକ୍ତରଙ୍କୁ ଧମକାଇଥିଲେ ଚାଇନା ଅଧିକାରୀ

ବେଜିଂ,୧୨।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ପୃଥିବୀର ୧୨୧ଟି ଦେଶରେ ପହଞ୍ଚିଛି। ଯଦି ଚାଇନା ସରକାର ଡାକ୍ତରଙ୍କ କଥା ଶୁଣିଥାନ୍ତେ ତେବେ ହୁଏତ ଆଜି କରୋନା ପୃଥିବୀରେ ମହାମାରୀ ଭାବେ ଉଭା ହୋଇ ନ ଥାନ୍ତା। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri