Home Left

୧୧୦୦ ଫୁଟ ଉଚ୍ଚରୁ ସହରର ସମ୍ପୂର୍ଣ୍ଣ ଦୃଶ୍ୟ ଦେଖିପାରିବେ ପର୍ଯ୍ୟଟକ

ଓ୍ବାଶିଂଟନ୍‌: ଆମେରିକାର ନ୍ୟୁୟର୍କ ସହରସ୍ଥିତ ହଡ୍‌ସନ ୟାର୍ଡସ ବିଲ୍ଡିଂରେ ୧୧୦୦ ଫୁଟ ଉଚ୍ଚରେ ଏକ ପ୍ଲାଟ୍‌ଫର୍ମ ନିର୍ମିତ ହୋଇଛି। ଏହି ପ୍ଲାଟଫର୍ମରୁ ପର୍ଯ୍ୟଟକମାନେ ୩୬ଡଲାର (ପ୍ରାୟ ୨୬୬୦ଟଙ୍କା)ର ଟିକେଟ୍‌ ନେଇ ସମ୍ପୂର୍ଣ୍ଣ ସହରର ଦୃଶ୍ୟ ଦେଖିପାରିବେ। ଏହି ପ୍ଲାଟଫର୍ମ ସାଧାରଣ ଲୋକଙ୍କ…

ଚାଷୀଙ୍କ ଦୁଃଖ

ଅଧିକ ଧାନ ଉତ୍ପାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏହି ଜିଲାର ଚାଷୀଙ୍କ ଦୁଃଖ, ଦୁର୍ଦ୍ଦଶା ମଧ୍ୟ କମ୍‌ ନୁହେଁ। ଅନାବୃଷ୍ଟି, ସ୍ବଳ୍ପ ବୃଷ୍ଟିପାତ ଯୋଗୁ କେତେବେଳେ ମରୁଡ଼ି ତ ଆଉକେବେ ମାଟିଆ ଗୁଣ୍ଡି(ଚକଡ଼ା) ଭଳି ରୋଗପୋକ…

ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିଲା। ବଲାଙ୍ଗୀର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ…

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବନି ଭାଜପା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ବିଜେଡିର ସମସ୍ତ ପ୍ରାର୍ଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଲାଗି ରହିଥିଲା ସେଥିରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ରାଜ୍ୟ ସଭା ନିର୍ବାଚନ…

ବିମାନରୁ ଡେଇଁ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ୍‌ କଲେ ସ୍କାଏ ଡାଇଭର

ମିଆମି, ୧୨।୩: ପ୍ରେମ ପାଇଁ ପ୍ରେମିକା ପ୍ରେମିକ ନାନା ପ୍ରକାର କାମ କରିବାକୁ ପଛାଇ ନ ଥାନ୍ତି। ଏବେ ଜଣେ ଯୁବକ ଗର୍ଲଫ୍ରେଣ୍ଡଙ୍କୁ ନିଆରା ଢ଼ଙ୍ଗରେ ପ୍ରପୋଜ୍‌ କରିଛନ୍ତି। ତାଙ୍କ ପ୍ରପୋଜ୍‌ କରିବା ଶୈଳୀ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ…

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ରହିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ସେମାନଙ୍କ ମଧ୍ୟରେ…

୩ ଘଣ୍ଟାରେ ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ/ଭୋପାଳ,୧୨।୩(ପି.ଟି./ଆଇଏଏନ୍‌ଏସ୍‌) :ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବିରୋଧରେ କୁହୁଳୁଥିବା ଅସନ୍ତୋଷର ଧୂଆଁ ଶେଷରେ ନିଆଁର ରୂପ ନେଇ ତାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରିବାକୁ ବସିଛି। ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଛନ୍ତି।…

କରୋନା ବିଶ୍ୱ ମହାମାରୀ ଘୋଷିତ

ନୂଆଦିଲ୍ଲୀ,୧୨ା୩: କରୋନଜନିତ ମୃତ୍ୟୁସଂଖ୍ୟା ବୁଧବାର ୪୩୦୦ ଅତିକ୍ରମ କରିଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସାରା ପୃଥିବୀରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ଆମେ ଗଭୀର ଭାବେ ଚିନ୍ତିତ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌…

କରୋନା: ୧୭ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶ କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣରେ ପ୍ରଭାବିତ। ଏପରିସ୍ଥଳେ ସତର୍କତା ଅବଲମ୍ବନ ହିଁ ଏହି ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ…

ଆମ୍ବୁଲାନ୍ସ, ରୋଗୀଙ୍କୁ ଛାଡ଼ିଲେନି ଆନ୍ଦୋଳନକାରୀ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.): ୬ ଦଫା ଦାବି ନେଇ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର କେନ୍ଦୁପତ୍ର ତୋଳାଳିମାନେ ବୁଧବାର ୪୯ନଂ. ଜାତୀୟ ରାଜପଥର ଶିବ ମନ୍ଦିର ଛକ ଓ ୧୪୯ ନଂ. ବାଇପାସ୍‌ ରାସ୍ତା ଅବରୋଧ ବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ହାତରେ ଟର୍ଚ୍ଚ ଧରି ଏଭରେଷ୍ଟ ଶୃଙ୍ଗ ଚଢୁଛନ୍ତି ପର୍ବତାରୋହୀ

କାଠମାଣ୍ଡୁ,୧୨।୩: ଏବେ ଗିରି ଶୃଙ୍ଗ ଏଭରେଷ୍ଟ ଚଢିବା ପାଇଁ ପର୍ବତାରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗିରିଶୃଙ୍ଗ ଆରୋହଣ କରିବାର ନିଶାରେ ମସଗୁଲ୍‌ ପର୍ବତାରୋହୀ ହାତରେ ଟର୍ଚ୍ଚ ଧରି ଆଗେଇ ଚାଲିଛନ୍ତି। ଏ ସମ୍ପର୍କିତ ଏକ ଫଟୋ ଆଇଏଫ୍‌ଏସ୍‌ ଅଫିସର ପରବିନ୍‌ କାସଓ୍ବାନ…

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ନିଜର ସମ୍ପତ୍ତି, ଶିକ୍ଷାଗତ ଯୋଗ୍ୟତା ଆଦି ଉଲ୍ଲେଖ କରିଛନ୍ତି। ସତ୍ୟପାଠରୁ ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri