ଆଦିବାସୀଙ୍କ ଭାଗ୍ୟ ବଦଳାଉଛି ଜୈବିକ ପଦ୍ଧତି ପରିବା ଚାଷ
ମୁନିଗୁଡ଼ା,୧୨।୩(ଡି.ଏନ୍.ଏ.): ଜଙ୍ଗଲ ଉପରେ ନିର୍ଭର କରୁଥିବା ଆଦିବାସୀଙ୍କ ରୋଜଗାରର ପନ୍ଥା ପାଲଟିଛି ପରିବା ଚାଷ। ତା’ପୁଣି ଜୈବିକ ପଦ୍ଧତିରେ। ଏପରି ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ମୁନିଗୁଡା ବ୍ଲକର ଧୋବାଗୁଡ଼ି ଗ୍ରାମରେ। ଏହି ଗାଁର ଲୋକେ ଆଗରୁ ନିଜ ନିଜ ଜମିରେ…
ମହାପ୍ରଭୁଙ୍କୁ ୧ କୋଟି ଦାନ
ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ ଓ ପ୍ରତିବାଦ ଧାରା ଜାରି ରହିଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ଥାନା ଓ…
ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ
କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ତରଫରୁ ମିଳିଥିବା ସୂଚନା…
୪୬ ହଜାର ପ୍ଲାଷ୍ଟିକ୍ ଟୁକୁଡ଼ାରୁ ତିଆରି ହେଲା ଶିବାଜୀଙ୍କ ପେଣ୍ଟିଂ
ମୁମ୍ବାଇ, ୧୨।୩: ମହାରାଷ୍ଟ୍ରର ଜଣେ ଆନିମେଶନ ଆର୍ଟିଷ୍ଟ ୪୬,୦୮୦ ହଜାର ପ୍ଲାଷ୍ଟିକ୍ ଟୁକୁଡ଼ାରୁ ଛତ୍ରପତି ଶିବାଜୀ ମହାରାଜଙ୍କ ପେଣ୍ଟିଂ ତିଆରି କରିଛନ୍ତି। ଏଥିରେ ୬ ପ୍ରକାର ରଙ୍ଗ ଦିଆଯାଇଛି। ୧୦ ଦିନରେ ଆର୍ଟିଷ୍ଟ ନୀତୀନ ଦିନେଶ କାମ୍ବଲେ ୧୦ ଫୁଟ ଲମ୍ବ…
ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍ ନିରାଶ
ବର୍ମିଂହାମ୍, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍ଇଂଲଣ୍ଡ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍ ଦମ୍ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍ ଓ୍ବାଲର୍ଡ ଟୁର୍ ସିରିଜ-୧୦୦୦ ଟୁର୍ନାମେଣ୍ଟ ଖେଳୁଥିବା ଲକ୍ଷ୍ୟ ୧୭-୨୧, ୨୧-୮, ୨୧-୧୭ ଗେମ୍ରେ ବିଶ୍ୱ ମାନ୍ୟତାର…
କରୋନା ସମ୍ପର୍କରେ ବାହାରେ ପ୍ରକାଶ କଲେ ଜୀବନରୁ ମାରି ଦିଆଯିବ: ଡାକ୍ତରଙ୍କୁ ଧମକାଇଥିଲେ ଚାଇନା ଅଧିକାରୀ
ବେଜିଂ,୧୨।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ପୃଥିବୀର ୧୨୧ଟି ଦେଶରେ ପହଞ୍ଚିଛି। ଯଦି ଚାଇନା ସରକାର ଡାକ୍ତରଙ୍କ କଥା ଶୁଣିଥାନ୍ତେ ତେବେ ହୁଏତ ଆଜି କରୋନା ପୃଥିବୀରେ ମହାମାରୀ ଭାବେ ଉଭା ହୋଇ ନ ଥାନ୍ତା। ଏବେ…
୧୧୦୦ ଫୁଟ ଉଚ୍ଚରୁ ସହରର ସମ୍ପୂର୍ଣ୍ଣ ଦୃଶ୍ୟ ଦେଖିପାରିବେ ପର୍ଯ୍ୟଟକ
ଓ୍ବାଶିଂଟନ୍: ଆମେରିକାର ନ୍ୟୁୟର୍କ ସହରସ୍ଥିତ ହଡ୍ସନ ୟାର୍ଡସ ବିଲ୍ଡିଂରେ ୧୧୦୦ ଫୁଟ ଉଚ୍ଚରେ ଏକ ପ୍ଲାଟ୍ଫର୍ମ ନିର୍ମିତ ହୋଇଛି। ଏହି ପ୍ଲାଟଫର୍ମରୁ ପର୍ଯ୍ୟଟକମାନେ ୩୬ଡଲାର (ପ୍ରାୟ ୨୬୬୦ଟଙ୍କା)ର ଟିକେଟ୍ ନେଇ ସମ୍ପୂର୍ଣ୍ଣ ସହରର ଦୃଶ୍ୟ ଦେଖିପାରିବେ। ଏହି ପ୍ଲାଟଫର୍ମ ସାଧାରଣ ଲୋକଙ୍କ…
ଚାଷୀଙ୍କ ଦୁଃଖ
ଅଧିକ ଧାନ ଉତ୍ପାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏହି ଜିଲାର ଚାଷୀଙ୍କ ଦୁଃଖ, ଦୁର୍ଦ୍ଦଶା ମଧ୍ୟ କମ୍ ନୁହେଁ। ଅନାବୃଷ୍ଟି, ସ୍ବଳ୍ପ ବୃଷ୍ଟିପାତ ଯୋଗୁ କେତେବେଳେ ମରୁଡ଼ି ତ ଆଉକେବେ ମାଟିଆ ଗୁଣ୍ଡି(ଚକଡ଼ା) ଭଳି ରୋଗପୋକ…
ଘରୋଇ ଯାତ୍ରୀବାହୀ ବସ୍କୁ ୩୦ହଜାର ଟଙ୍କା ଜରିମାନା
ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍ ନ ଥିବା ଘରୋଇ ଯାତ୍ରୀବାହୀ ବସ୍ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିଲା। ବଲାଙ୍ଗୀର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ…
ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବନି ଭାଜପା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ବିଜେଡିର ସମସ୍ତ ପ୍ରାର୍ଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଲାଗି ରହିଥିଲା ସେଥିରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ରାଜ୍ୟ ସଭା ନିର୍ବାଚନ…
ବିମାନରୁ ଡେଇଁ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ୍ କଲେ ସ୍କାଏ ଡାଇଭର
ମିଆମି, ୧୨।୩: ପ୍ରେମ ପାଇଁ ପ୍ରେମିକା ପ୍ରେମିକ ନାନା ପ୍ରକାର କାମ କରିବାକୁ ପଛାଇ ନ ଥାନ୍ତି। ଏବେ ଜଣେ ଯୁବକ ଗର୍ଲଫ୍ରେଣ୍ଡଙ୍କୁ ନିଆରା ଢ଼ଙ୍ଗରେ ପ୍ରପୋଜ୍ କରିଛନ୍ତି। ତାଙ୍କ ପ୍ରପୋଜ୍ କରିବା ଶୈଳୀ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ…
ଏସ୍ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍
କଟକ ଅଫିସ୍,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍ସିବି ମେଡିକାଲ୍ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍ ରହିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ବୁଧବାର ଡିସ୍ଚାର୍ଜ କରାଯାଇଛି। ସେମାନଙ୍କ ମଧ୍ୟରେ…
Archives


