ମୋ ଜୀବନରେ ଘଟିଛି ୨ଟି ଗୁରୁତ୍ୱପୂର୍ଣ୍ଣ ଘଟଣା: ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଏହାକୁ ନେଇ ସେ କହିଛନ୍ତି ତାଙ୍କ ଜୀବନରେ ଏପର୍ଯ୍ୟନ୍ତ ୨ଟି ଲାଇଫ୍ ଚେଞ୍ଚିଙ୍ଗ ଇଭେଣ୍ଟ ହୋଇଛି। ଗୋଟିଏ…
୨୦୨୧ ମହିଳା ବିଶ୍ୱକପ୍ରେ ରହିଛି ୩ ରିଜର୍ଭ ଡେ
ଅକ୍ଲାଣ୍ଡ,୧୧।୩- ନ୍ୟୁଜିଲାଣ୍ଡରେ ହେବାକୁ ଥିବା ୨୦୨୧ ମହିଳା ବିଶ୍ୱକପର କାର୍ଯ୍ୟସୂଚୀ ବୁଧବାର ପ୍ରକାଶ ପାଇଛି। ଏହି ଇଭେଣ୍ଟର ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍ ପାଇଁ ୩ ରିଜର୍ଭ ଡେ’ ରଖାଯାଇଛି। ନିକଟରେ ଶେଷ ହୋଇଥିବା ଆଇସିସି ମହିଳା ଟି୨୦ ବିଶ୍ୱକପ୍ରେ ରିଜର୍ଭ…
ଡିକେ ଶିବକୁମାର ହେଲେ କର୍ନାଟକ କଂଗ୍ରେସର ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୧।୩: କର୍ନାଟକ କଂଗ୍ରେସର ମଙ୍ଗ ଧରିଛନ୍ତି ଡିକେ ଶିବକୁମାର। ବୁଧବାର ତାଙ୍କୁ କଂଗ୍ରେସ ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇଛି। ସେହିପରି ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ ବିଧାୟକ ଅନିଲ ଚୌଧୂରୀ। କର୍ନାଟକ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଦିନେଶ…
ଜାଭେଲିନ ଥ୍ରୋୟର ଶିବପାଲଙ୍କୁ ଅଲିମ୍ପିକ୍ ଟିକେଟ୍
ପୋଚ୍ଫ୍ସଷ୍ଟ୍ରୁମ(ଦକ୍ଷିଣ ଆଫ୍ରିକା),୧୧।୩(ପି.ଟି.)- ଭାରତୀୟ ଜାଭେଲିନ ଥ୍ରୋୟର ଶିବପାଲ ସିଂ ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିଛନ୍ତି। ସେ ବୁଧବାର ଚଳିତବର୍ଷ ହେବାକୁ ଥିବା ଇଭେଣ୍ଟ ଲାଗି ଧାର୍ଯ୍ୟ କ୍ୱାଲିଫାଇଙ୍ଗ ଦୂରତା (୮୫ ମିଟର) ହାସଲ କରିଛନ୍ତି। ସେ ଦେଶର ଦ୍ୱିତୀୟ ଜାଭେଲିନ…
ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବରଗଡ଼-ଭଟଲି ମୁଖ୍ୟ ରାସ୍ତା ଅବରୋଧ
ଭଟିଲି,୧୧।୩(ଡି.ଏନ୍.ଏ.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ଭଟଲି ରେଞ୍ଜ କମିଟି ପକ୍ଷରୁ ବୁଧବାର ରାସ୍ତା ଅବରୋଧ କରାଯାଇଛି। ବରଗଡ଼-ଭଟଲି ମୁଖ୍ୟ ରାସ୍ତା ଗୋପାଳପୁର ଛକଠାରେ ବନ୍ଦ କରାଯାଇଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି। କର୍ମଚାରୀମାନଙ୍କ ଦରମା ବୃଦ୍ଧି,…
ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା
ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ ଭାଜପା କୋଟାରେ ରାଜ୍ୟ ସଭାକୁ ଯାଇଥାନ୍ତେ। ତେବେ ଜ୍ୟୋତିରାଦିତ୍ୟଙ୍କୁ ତାଙ୍କ ସ୍ଥାନରେ ରାଜ୍ୟ ସଭା…
ମଧ୍ୟପ୍ରଦେଶ ଭାଇରସ୍ ହେବନି ମହାରାଷ୍ଟ୍ର ମୁହାଁ: ଶିବସେନା
ମୁମ୍ବାଇ, ୧୧।୩: ମଧ୍ୟପ୍ରଦେଶରେ ଭାଜପା ପକ୍ଷରୁ କଂଗ୍ରେସ ସରକାରଙ୍କୁ କ୍ଷମତାଚ୍ୟୁତ କରାଇବା ଲାଗି କରାଯାଉଥିବା ଉଦ୍ୟମ ମହାରାଷ୍ଟ୍ରରେ ହୋଇପାରିବ ନାହିଁ ବୋଲି ଶିବସେନା ପକ୍ଷରୁ କୁହାଯାଉଛି। ଏହି ମର୍ମରେ ଶିବସେନା ଏମ୍ପି ସଞ୍ଜୟ ରାଉତ କହିଛନ୍ତି ଯେ, ମଧ୍ୟପ୍ରଦେଶ ଭାଇରସ୍ ମହାରାଷ୍ଟ୍ର…
କଂଗ୍ରେସର ୭ ଲୋକ ସଭା ଏମ୍ପିଙ୍କ ଉପରୁ ହଟିବ ନିଲମ୍ବନ ଆଦେଶ: ବାଚସ୍ପତି
ନୂଆଦିଲ୍ଲୀ,୧୧।୩: କଂଗ୍ରେସର ୭ ଲୋକ ସଭା ଏମ୍ପିଙ୍କ ଉପରୁ ନିଲମ୍ବନ ଆଦେଶ ହଟିବ। ଏନେଇ ବାଚସ୍ପତି ଏମ୍ ବିରଳା ସର୍ବଦଳୀୟ ବୈଠକରେ ସୂଚନା ଦେଇଛନ୍ତି। ଗୃହ ଭିତରେ କାଗଜ ଛଡ଼ାଇ ଫିଙ୍ଗିବା ଅଭିଯୋଗରେ ଏହି ଏମ୍ପିମାନଙ୍କୁ ସମ୍ପୂର୍ଣ୍ଣ ଭାବେ ବଜେଟ ଅଧିବେଶନରୁ…
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କଳାହାଣ୍ଡି ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଲ୍ଲୀ ଯାତ୍ରା
ଭବାନୀପାଟଣା,୧୧।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଓ ଅନ୍ୟାନ୍ୟ ଦାବି ନେଇ କଳାହାଣ୍ଡି ଜିଲା ମିଳିତ ଓକିଲ ସଂଘ ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପର୍ଯ୍ୟାୟକ୍ରମେ ଆନ୍ଦୋଳନ ଚାଲୁ ରହିଛି। ମାତ୍ର କେନ୍ଦ୍ର ଓ ରାଜ୍ୟ ସରକାର ବର୍ତ୍ତମାନ…
ମା’ ବାଙ୍କେଶ୍ୱରୀଙ୍କ ପ୍ରସିଦ୍ଧ ଡିମ୍ବୁଳା ଯାତ୍ରାରେ ମୁଣ୍ଡନ ହେଲେ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୧୧।୩(ଡି.ଏନ୍.ଏ.): ପ୍ରତିବର୍ଷ ଭଳି ଚଳିତବର୍ଷ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ପୀଠରେ ରବିବାର ରାତିରୁ ଆରମ୍ଭ ହୋଇଥିଲା ପ୍ରସିଦ୍ଧ ଡିମ୍ବୁଳା ଯାତ୍ରା। ଏହି ଯାତ୍ରା ବୁଧବାର ଉଦ୍ଯାପିତ ହୋଇଛି। ସୋମବାର ଭୋରରେ ପ୍ରଚଳିତ ପରମ୍ପରା…
ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ: ଜଣେ ଅଟକ
ଝାରସୁଗୁଡ଼ା ଅଫିସ,୧୧।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗଙ୍ଗାନଗରଠାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଗଙ୍ଗାନଗରର ଅଜୟ କୁମାର ପ୍ରଧାନ। ସୂଚନାନୁଯାୟୀ, ଅଜୟଙ୍କୁ କେହି ଦୁର୍ବୃତ୍ତ ମଙ୍ଗଳବାର ଅପରାହ୍ନରେ ଛୁରି ମାରିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲକୁ…
ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ
ବଅଁରପାଳ,୧୧।୩(ଡିଏନ୍ଏ): ଅନୁଗୋଳ ଜିଲା ନାଲ୍କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ ଯୁବକଙ୍କ ସ୍ତ୍ରୀ ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ୩ ବର୍ଷ ତଳେ କୈଳାସ…
Archives


