Home Left

ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ

ଇସଲାମାବାଦ୍‌, ୧୧।୩: ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଓ୍ବିଙ୍ଗ୍‌ କମାଣ୍ଡର ନୌମାନ ଅକରମ୍‌ଙ୍କ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୩ରେ ପାକିସ୍ତାନ ଦିବସ ପାଳନ ଅବସରରେ ହେବାକୁ ଥିବା ପରେଡ଼ ଲାଗି ଯୁଦ୍ଧ ବିମାନଟି ଅଭ୍ୟାସ…

୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୧।୩: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ…

ମାଞ୍ଚେଷ୍ଟର ସିଟି-ଆର୍ସେନଲ ମ୍ୟାଚ୍‌ ବାତିଲ

ଲଣ୍ଡନ,୧୧।୩- ଆର୍ସେନଲ ଓ ମାଞ୍ଚେଷ୍ଟର ସିଟି ମ୍ୟାଚ୍‌କୁ ବୁଧବାର ବାତିଲ କରିଦିଆଯାଇଛି। ଲଣ୍ଡନ କ୍ଲବର ଖେଳାଳିଙ୍କୁ କ୍ୱାରାଣ୍ଟାଇନରେ ରଖାଯିବାରୁ ପ୍ରିମିୟର ଲିଗ୍‌ର ପ୍ରଥମ ମ୍ୟାଚ୍‌ ବାତିଲ ହୋଇଛି। ଆର୍ସେନଲ ପକ୍ଷରୁ କୁହାଯାଇଛି, ଖେଳାଳିଙ୍କୁ ୧୪ ଦିନ ପାଇଁ ଅଲଗା ରଖାଯିବ। ସେମାନେ…

୩ ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ପଟ୍ଟାଙ୍ଗି, ୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥଠାରୁ ସମ୍ବାଇ ପଞ୍ଚାୟତ ଅଭିମୁଖେ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା ଉପରୁ ତିନୋଟି ଗାଡ଼ି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ…

ବିଭିନ୍ନ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘର ରାସ୍ତାରୋକୋ

ସମ୍ବଲପୁର, ୧୧।୩ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ କେନ୍ଦୁପତ୍ର ସଂଘ ଡାକରାରେ ସମ୍ବଲପୁର କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ୫ଟି ସ୍ଥାନରେ ବୁଧବାର ରାସ୍ତାରୋକୋ ହୋଇଛି । ଜିଲାର ଜାତୀୟ ରାଜପଥ ଅଇଁଠାପାଲି ଛକ, ରେଢ଼ାଖୋଲ, ଯୁଯୁମୁରା, ଉଲୁଣ୍ଡା, ଭଟଲି…

ନଜରବନ୍ଦୀରେ ଓମାର ପାଳିରେ ୫୦ତମ ଜନ୍ମ ଦିବସ: ସାକ୍ଷାତ୍‌ ଲାଗି ପିତା ଫାରୁକ୍‌ଙ୍କୁ ବି ମିଳିଲାନି ଅନୁମତି

ଶ୍ରୀନଗର,୧୧।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ୨୦୧୯ ଅଗଷ୍ଟ ୫ଠାରୁ ନଜରବନ୍ଦୀରେ ଅଛନ୍ତି। ନିଜ ଜନ୍ମଦିନକୁ ଓମାର ଧୁମ୍‌ଧାମ୍‌ରେ ପାଳନ କରିଥାନ୍ତି। ତେବେ ଚଳିତ ଥର ତାଙ୍କୁ ସାକ୍ଷାତ କରିବା ଲାଗି ଅନୁମତି ମିଳିଥିବା ୬ ଜଣଙ୍କ ଉପସ୍ଥିତିରେ ଓମାର…

ଆମର ସଂଖ୍ୟା ହେଉନି, ଆମେ ଲଢ଼ିବୁନି: ପ୍ରଦୀପ୍ତ ନାୟକ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ପ୍ରାର୍ଥୀ ନିମନ୍ତେ ବୁଧବାର ନାମାଙ୍କନ ଦାଖଲର ଶେଷ ଦିନ। ବିଜେଡି ପକ୍ଷରୁ ୪ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଭାଜପା ପ୍ରାର୍ଥୀ ଦେବନି ବୋଲି ଘୋଷଣା କରିଛି। ଏ ନେଇ ବିରୋଧୀ ଦଳ ନେତା…

ପଦାର୍ପଣ ଫୁଟବଲ ମ୍ୟାଚ୍‌ରେ ଗୋଲ କଲେ ବୟୋଜ୍ୟେଷ୍ଠ ଖେଳାଳି

କାହିରା,୧୧।୩- ଜଣେ ୭୪ ବର୍ଷୀୟ ଖେଳାଳି ଇଜିପ୍ଟର ତୃତୀୟ ଶ୍ରେଣୀ ଲିଗ୍‌ରେ ଗୋଲ ସ୍କୋର କରି ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଫୁଟବଲ ଇତିହାସରେ ଯେକୌଣସି ଅଫିସିଆଲ ମ୍ୟାଚ୍‌ରେ ଗୋଲ କରିବାରେ ଇଜେଲଦିନ ବାହାଦର ବୟୋଜ୍ୟେଷ୍ଠ ଖେଳାଳି। ସେ ଗିନିଜ ଓ୍ବାଲର୍‌ଡ ରେକଡର୍‌ସରେ…

ସୁପର ଓଭର ଶେଷ ବଲରେ ଛକା ମାରି ଆୟର୍ଲାଣ୍ଡକୁ ଜିତାଇଲେ ଓବ୍ରେନ

ଗ୍ରେଟର ନୋଏଡା,୧୧।୩- ସୁପର ଓଭରର ଅନ୍ତିମ ବଲରେ କେଭିନ ଓବ୍ରେନଙ୍କ ଛକା ଯୋଗୁ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଆୟର୍ଲାଣ୍ଡ ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି। ଘରୋଇ ଆଫଗାନିସ୍ତାନ ୩ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ୨-୧ ବ୍ୟବଧାନରେ ଜିତି…

ଉହାନରେ ପୁଣିଥରେ କାମ ଆରମ୍ଭ କରିବାକୁ ଅନୁମତି ଦେଲେ ସରକାର

ବେଜିଂ,୧୧।୩: କରୋନା ଭାଇରସ ଯୋଗୁ ଚାଇନାର ଉହାନ ସହର ବିଶେଷ ପ୍ରଭାବିତ ହୋଇଥିବା ବେଳେ ଏହାକୁ ଏକ ପ୍ରକାର ବନ୍ଦ କରି ଦିଆଯାଇଥିଲା। ଏବେ କରୋନା ସ୍ଥିତିରେ ସୁଧାର ଆସିବାରୁ ପୁଣିଥରେ ଏଠାରେ ଥିବା କମ୍ପାନୀ ଗୁଡିକ କାମ ଆରମ୍ଭ କରିବାକୁ…

ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ଶାଶୁ, ଶ୍ୱଶୁର, ଦିଅର ଫେରାର

ଓଡଗାଁ, ୧୧।୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ବାଉଁଶଗାଡ଼ିଆ ଲେଙ୍କାସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ସୁନୀତା ଲେଙ୍କା (୧୯)। ସୁନୀତାଙ୍କ ବାପଘର ଶିଖରପୁର ହୋଇଥିବା…

ଠେଙ୍ଗାରେ ବନ କର୍ମଚାରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଉକ୍ତ ଗ୍ରାମର କାଳିଆ ସାହୁଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri