ଏସିଆନ କ୍ୱାଲିଫାୟର୍ସ ଫାଇନାଲରେ ବିକାଶ
ଅମାନ (ଜୋର୍ଡାନ),୧୦।୩- ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିସାରିଥିବା ବିକାଶ କ୍ରିଷ୍ଣନ ଏଠାରେ ଚାଲିଥିବା ଏସିଆନ କ୍ୱାଲିଫାୟର୍ସ ଫାଇନାଲରେ ପ୍ରବେଶ କିରଛନ୍ତି। କିନ୍ତୁ ୫୨ କେଜି ଓଜନ ବର୍ଗରେ ଶୀର୍ଷ ର଼୍ୟାଙ୍କ ଅମିତ ପାଙ୍ଘାଲ ଓ ଲଭଲିନା ବର୍ଗୋହେନ (୬୯ କେଜି)ଙ୍କୁ ବ୍ରୋଞ୍ଜ…
ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ
ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା ବେଳେ ୧୧୩୨ ଜଣ ଶିଶୁଙ୍କ ମୁଣ୍ଡନ ହୋଇଛି। ମୁଣ୍ଡନ ଶାଳାରେ ନିୟୋଜିତ ବାରିକମାନେ…
ଡିଭିଲିୟର୍ସଙ୍କୁ ଟି୨୦ ବିଶ୍ୱକପ୍ ଦଳରେ ଚାହାନ୍ତି ଜଣ୍ଟି ରୋଡ୍ସ
ନୂଆଦିଲ୍ଲୀ,୧୦।୩- ଦକ୍ଷିଣ ଆଫ୍ରିକା ଦଳ ଟି୨୦ ବିଶ୍ୱକପ୍ ଜିତିବା ପାଇଁ ସବୁକିଛି କରିବା ଦରକାର। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡିଭିଲିୟର୍ସଙ୍କୁ ଅବସରରୁ ଫେରାଇ ଆଣିବାକୁ ପଡ଼ିବ ବୋଲି ପୂର୍ବତନ ଖେଳାଳି ଜଣ୍ଟି ରୋଡ୍ସ କହିଛନ୍ତି। ୩୬ ବର୍ଷୀୟ ଡିଭିଲିୟର୍ସ ଦୁଇ ବର୍ଷ…
ବୁଧବାରରୁ ବର୍ଷା: ୮ଜିଲାକୁ ୟେଲୋ ଓ୍ବାର୍ନିଂ, ବଜ୍ରପାତ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ବୁଧବାର ୮ଜିଲା ପାଇଁ ୟେଲୋ…
ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର ୮ ଫଟୋକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ତାଙ୍କ ଫେସ୍ବୁକ ଓ ଟୁଇଟର ଆକାଉଣ୍ଟରେ…
ବିନା ଦର୍ଶକରେ ଚାମ୍ପିୟନ୍ସ ଲିଗ୍ ମ୍ୟାଚ୍ ଖେଳିବ ବାର୍ସିଲୋନା
ମାଡ୍ରିଡ୍,୧୦।୩- ଆସନ୍ତା ୧୮ ତାରିଖରେ ବାର୍ସିଲୋନା କ୍ଲବ ତା’ର ଚାମ୍ପିୟନ୍ସ ଲିଗ୍ର ପ୍ରିକ୍ୱାର୍ଟର ଫାଇନାଲରେ ନାପୋଲିକୁ ଭେଟିବ। ଏହି ମ୍ୟାଚ୍ ବନ୍ଦ ଇନ୍ଡୋର ଷ୍ଟାଡିୟମରେ ଖେଳାଯିବ। ଏ ନେଇ ଉଭୟ କ୍ଲବ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ସେହି ଦିନ ଆହୁରି…
କୋଳିମାଟିରେ ନିଆରା ହୋଲି: ଅବିର, ହଳଦୀ ପାଣିରେ ରଙ୍ଗ ଖେଳିଲେ ଅଞ୍ଚଳବାସୀ
କୋଳିମାଟି, ୧୦ା୩( ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର କୋଳିମାଟି ଅଞ୍ଚଳରେ ଛୋଟ ପିଲାଠାରୁ ଆରମ୍ଭ କରି ସମସ୍ତ ଲୋକେ ହୋଲିକୁ ଧୁମଧାମରେ ପାଳନ କରିଛନ୍ତି। କରୋନା ଭାଇରସ ପାଇଁ ଲୋକେ ଅବିରରେ ହୋଲି ଖେଳୁଥିବା ଦେଖିବାକୁ ମିଳିଥିଲା। ଝିଅ ବୋହୂମାନେ ମଧ୍ୟ ବାହାରକୁ…
ପ୍ରଶଂସକଙ୍କଠୁ ଦୂରେଇ ରହିବ ଦକ୍ଷିଣ ଆଫ୍ରିକା ଦଳ
ନୂଆଦିଲ୍ଲୀ,୧୦।୩- ଆସନ୍ତା ଗୁରୁବାର ଧର୍ମଶାଳାଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯିବ। ଏହି ସିରିଜ୍ ଲାଗି ଭାରତ ଗସ୍ତରେ ଥିବା ଦକ୍ଷିଣ ଆଫ୍ରିକା ଦଳ ପ୍ରଶଂସକଙ୍କଠାରୁ ଦୂରେଇ ରହିବ। ଏଣୁ କୌଣସି ପ୍ରଶଂସକ କିମ୍ବା ହୋଟେଲ…
ଜାଲ ନୋଟ କାରବାର: ୨ଜଣଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ
ଖୋର୍ଦ୍ଧା ଅଫିସ,୧୦।୩: ଜାଲ ନୋଟ କାରବାର ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଗତ କିଛିଦିନ ଧରି ଖୋର୍ଦ୍ଧା ସହରରେ ଜାଲ ନୋଟ କାରବାର ହେଉଥିବା ନେଇ ଅଭିଯୋଗ ହୋଇ…
ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି
ନରାଜ,୧୦।୩ (ଡି.ଏନ୍.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଜଣେ ବାଳକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଭୁବନେଶ୍ୱରର ଏକ ଘରୋଇ…
ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ କୋହଲି, ସଚିନ
ନୂଆଦିଲ୍ଲୀ,୧୦।୩- ଭାରତୀୟ କ୍ରିକେଟ ଜଗତ ମଙ୍ଗଳବାର ହୋଲି ଅବସରରେ ଫ୍ୟାନମାନଙ୍କୁ ଶୁଭେଚ୍ଛା ଜଣାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍ କରିଛନ୍ତି। ସୁରକ୍ଷିତ ଭାବେ ହୋଲି ପାଳନ କରନ୍ତୁ। ଏହି ରଙ୍ଗର ପର୍ବ ସଭିଙ୍କ ଜୀବନରେ ସୁଖ ଆଣିଦେଉ ବୋଲି କୋହଲି…
ମୋବାଇଲ ଦେଖାଇବା ବାହାନାରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ସମ୍ପର୍କୀୟ ଜେଜେ ଫେରାର
କୁଆଁରମୁଣ୍ଡା,୧୦।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁ କନ୍ୟାଙ୍କୁ ଶନିବାର ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ଶିଶୁକନ୍ୟାଙ୍କୁ ମଙ୍ଗଳବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଡାକ୍ତରୀ ମାଇନା କରାଇଛି। ଅନ୍ୟପକ୍ଷରେ…
Archives


