Home Left

ହୋଲିରେ ରାସାୟନିକ ରଙ୍ଗ ମାରାତ୍ମକ

ହୋଲି। ରଙ୍ଗର ପର୍ବ। ପରସ୍ପରକୁ ରଙ୍ଗ ଏବଂ ଫଗୁ ବୋଳି ଖୁସି ମନେଇବା ଅବସର। ଅନେକଙ୍କର ଅପେକ୍ଷା ଥାଏ ଏହି ପର୍ବକୁ। ସେଥିପାଇଁ ବଜାରରେ ହୋଲି ମେଲିଗଲାଣି ବିଭିନ୍ନ କିସମର ରଙ୍ଗର ପସରା। ଖାଲି ଆଖିରେ ସୁନ୍ଦର ଦେଖାଯାଉଥିବା ରଙ୍ଗ ମାରାତ୍ମକ…

କରୋନା ଯୋଗୁ ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ପରୀକ୍ଷା ବନ୍ଦ: ଏପ୍ରିଲ୍‌ ୧ରୁ ହେବ ଆରମ୍ଭ

ନୂଆଦିଲ୍ଲୀ,୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ମାର୍ଚ୍ଚ ୧୫ରୁ ହେବାକୁଥିବା ପରୀକ୍ଷାକୁ ବନ୍ଦ କରି ଦିଆଯାଇଛି। ଏହା ଏପ୍ରିଲ୍‌ ୧ରୁ ଆରମ୍ଭ ହେବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ନିର୍ଦ୍ଦେଶକ ପ୍ରଫେସର ନାଫିଶ ଅନସାରୀ କହିଛନ୍ତି…

ପାକିସ୍ତାନ ପ୍ରଶଂସକଙ୍କୁ କଡ଼ା ଜବାବ ଦେଲେ ଆକାଶ ଚୋପ୍ରା

ମୁମ୍ବାଇ,୯।୩- ଭାରତୀୟ ମହିଳା ଦଳ ଟି୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆଠାରୁ ଶୋଚନୀୟ ପରାଜୟ ବରଣ କରିଛି। ଏହି ପରାଜୟ ସତ୍ତ୍ୱେ କିଛି ପ୍ରଶଂସକ ଭାରତୀୟ ଖେଳାଳିଙ୍କ ପ୍ରଦର୍ଶନକୁ ଖୁବ ପ୍ରଶଂସା କରିଛନ୍ତି। କିନ୍ତୁ କିଛି ପାକିସ୍ତାନ ପ୍ରଶଂସକ ଫାଇନାଲରେ ଭାରତୀୟ ଦଳର ପରାଜୟକୁ…

ବିସ୍ଫୋରକ ଜବତ ଘଟଣା: ୨ କୋର୍ଟ ଚାଲାଣ

ଜୟପୁର,୯ା୩(ଡ଼ି.ଏନ୍‌.ଏ)- ଜୟପୁର ଟାଉନ୍‌ ଥାନା ପକ୍ଷରୁ ଗତ ସପ୍ତାହରେ ୫ଟନ୍‌ ବିସ୍ଫୋରକ ଜବତ ଘଟଣାରେ ହାଇଦ୍ରାବାଦର ୨ ଜାଲ୍‌ ବିକ୍ରେତା ରାଜି ରେଡ୍ଡୀ ଏବଂ ମହେଶ୍ୱର ରେଡ୍ଡୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ବିକ୍ରେତାମାନେ ପୁର୍ବରୁ ମାଲକାନଗିରି ଜିଲାର ୧୧ଟି କ୍ରଶର୍‌କୁ…

ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା ସଦର ବ୍ଲକ୍‌ ସିଆଡ଼ିମାଳ ଗ୍ରାମରୁ ପ୍ରାୟ ୨୦ ଜଣ ଲୋକ କାଲିମେଳା ଥାନା ଅଧୀନ…

ଦୋଳ ମଣ୍ଡପରେ ନୂତନ ପାଞ୍ଜି ପଠନ

ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ସୋମବାର ଦୋଳ ପୂର୍ଣ୍ଣମୀ ଅବସରରେ ଶ୍ରୀ ନୀଳମାଧବ ଜୀଉଙ୍କ ସିଂହଦ୍ୱାରସ୍ଥିତ ଦୋଳ ମଣ୍ଡପକୁ ଠାକୁରଙ୍କ ଚଳନ୍ତି ପ୍ରତିମା ମଦନମୋହନଙ୍କୁ ହାନ୍ଦୋଳାରେ ବିଜେ କରାଯାଇଥିଲା। ପୂଜକ ସମାଜ ପକ୍ଷରୁ ପୂର୍ଣ୍ଣମୀ ଅବସରରେ ଆରମ୍ଭ ହୋଇଥିବା ଅନନ୍ତମୁଖୀ ଯଜ୍ଞ ପରେ ଗ୍ରାମବାସୀ ଆଣିଥିବା…

ପ୍ରଥମପତ୍ନୀଙ୍କୁ ନିର୍ଯାତନା ଦେଇ ଦ୍ୱିତୀୟ ବିବାହ: ନ୍ୟାୟ ପାଇଁ ଘର ଆଗରେ ଧାରଣା

ପାରାଦୀପ,୯ା୩(ସ୍ବ.ପ୍ର.): ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ବାଲିଡିଆ ଗ୍ରାମରେ ସୋମବାର ଜଣେ ମହିଳା ନିଜର ହକ୍‌ ପାଇଁ ସ୍ବାମୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ଅପରାହ୍ନରେ ପୋଲିସ ହସ୍ତକ୍ଷେପ କରି ସମ୍ପୃକ୍ତ ମହିଳାଙ୍କୁ ଥାନାକୁ ଡାକି ଆଲୋଚନା କରିଥିଲା। ଅନ୍ୟପକ୍ଷେ ସ୍ବାମୀ…

କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ ଅଞ୍ଚଳରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକ ଏହା ଜାଣିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ଜବରଦଖଲରେ ଖେଳପଡିଆ: ଥାନାରେ ଅଭିଯୋଗ କଲେ ଗ୍ରାମବାସୀ

ଆନନ୍ଦପୁର, ୯। ୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଖଡିକାଶୂଳ ବାହାଳୀ ଗ୍ରାମରେ ଥିବା ସର୍ବସାଧାରଣଙ୍କ ଖେଳ ପଡିଆକୁ ଜଣେ ବ୍ୟକ୍ତି ଜବରଦଖଲ କରି ଘର କରିବା ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସମ୍ପୃକ୍ତ ଗ୍ରାମର ୯୦ ପ୍ରତିଶତ ଲୋକଙ୍କର…

ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୯।୩: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଲକ୍ଷ୍ୟ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଦିଲ୍ଲୀର ପ୍ରାୟ ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କରିଥିବା ଜଣାପଡିଛି। ଏହା ପୂର୍ବରୁ ଦିଲ୍ଲୀ ସରକାର ମଧ୍ୟ ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କରି ଏକ ଆଡଭାଇଜରି…

କରୋନା ଭାଇରସକୁ ହରାଇଲେ ଶତାୟୁ

ବେଜିଂ,୯।୩: କରୋନା ଭାଇରସର ଉତ୍ପତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରରୁ ଆସିଛି ଭଲ ଖବର। ଏଠାରେ ଜଣେ ୧୦୦ ବର୍ଷୀୟ ବୃଦ୍ଧ କରୋନାରେ ସଂକ୍ରମିତ ଥିବା ବେଳେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଥିବା କହିଛି ଚାଇନା ଗଣମାଧ୍ୟମ। ସିନୁହା ନ୍ୟୁଜର…

ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ବିଷୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କୁ ଜଣାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri