ହୋଲି ଲାଗି ବନ୍ଦ ରହିବ ମୋ ବସ୍ ସେବା
ଭୁବନେଶ୍ୱର,୯।୩(ବ୍ୟୁରୋ): ମଙ୍ଗଳବାର ହୋଲି ପାଳନ ହେବାକୁ ଥିବା ବେଳେ ଏ ନେଇ ମୋ ବସ୍ ସେବା ବନ୍ଦ ରହିବ। ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବାକୁ ଥିବା ବେଳେ ପରେ ସ୍ବାଭାବିକ ହେବା ନେଇ ସୂଚନା ମିଳିଛି। ଏହା ସହ…
କଫ ସିରପ ଜବତ :୨ ଅଟକ, ଜଣେ ଫେରାର
ଝାରସୁଗୁଡ଼ା ଅଫିସ,୯।୩: ଝାରସୁଗୁଡ଼ା ସହର ମଙ୍ଗଳ ବଜାର ନିକଟସ୍ଥ ମିଲତ କଲୋନୀରେ ସୋମବାର ଝାରସୁଗୁଡ଼ା ପୋଲିସ ପକ୍ଷରୁ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ୨୦୦ରୁ ଅଧିକ ବୋତଲ କଫ ସିରପ ଜବତ ହୋଇଛି। ପୋଲିସ ଏହି ଘଟଣାରେ ସଂପୃକ୍ତ ଥିବା ଜଣେ…
ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି
ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର ସୁବାସ ସିଂହ କହିଛନ୍ତି । ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଅର୍ଥଜମା ନେଇ ବିଜୟ ଦେଇଥିବା…
ବିବାହିତା ମହିଳାଙ୍କୁ ବଳାତ୍କାର: ଜଣେ ଗିରଫ
ଲୋଇସିଂହା,୯।୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର ହୋଇଥିବା ରବିବାର ପୀଡ଼ିତା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇ ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି। ସେ ହେଲେ ସ୍ବରୂପ ଭୋଇ।…
ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ଚିନ୍ତା ପ୍ରକଟ କରିବା ସତ୍ତ୍ୱେ ଆଇପିଏଲ୍ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହେବ ନାହିଁ- ଗାଙ୍ଗୁଲି
ମୁମ୍ବାଇ,୯।୩- କରୋନା ଭାଇରସ୍ର ସ୍ଥିତି ଦେଶରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଏହି କାରଣରୁ ଆଇପିଏଲ କାର୍ଯ୍ୟସୂଚୀରେ ପରିବର୍ତ୍ତନ ସମ୍ଭାବନା ସୃଷ୍ଟି ହୋଇଛି। ଏଥିଯୋଗୁ ଆଇପିଏଲ ବାତିଲ କରିବା ଲାଗି ସରକାରଙ୍କ ସହ ଆଲୋଚନା ଚାଲିଥିବା ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ…
ପଙ୍ଘାଲଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
ଅମାନ (ଜୋର୍ଡାନ),୯।୩(ପି.ଟି.)- ବିଶ୍ୱ ଚାମ୍ପିୟନଶିପ ରୌପ୍ୟ ପଦକଧାରୀ ବକ୍ସର ଅମିତ ପଙ୍ଘାଲ ୫୨ କେଜି ଓଜନ ବର୍ଗରେ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ସୋମବାର କ୍ୱାର୍ଟର ଫାଇନାଲରେ ସେ ଫିଲିପାଇନ୍ସର କାର୍ଲୋ ପାଲମଙ୍କୁ ହରାଇ ଏସିଆନ କ୍ୱାଲିଫାୟର୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତିି।…
ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ପରଲୋକ
ଭଣ୍ଡାରିପୋଖରୀ, ୯ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ସୋମବାର ସକାଳ ସାଢେ ୭ଟା ବେଳେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ରୋଗରେ ପୀଡିତ ଥିଲେ। ସେଠୀ ୧୯୮୦-୮୫ ରେ ଭଣ୍ଡାରିପୋଖରୀ ବିଧାୟକ, ୧୯୮୫-୯୦ ଅବିଭକ୍ତ ବାଲେଶ୍ୱର…
ବ୍ୟାୟାମ ପୂର୍ବରୁ ଓ ପରେ
ବ୍ୟାୟାମ କରିବା ପୂର୍ବରୁ ଆମେ ଫିଟ୍ ରହିବା ନିହାତି ଜରୁରୀ। ଯଦି ଅସୁସ୍ଥ ରହିବା ସତ୍ତ୍ୱେ ଆମେ ବ୍ୟାୟାମ କରୁ ତେବେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେଣୁ ଏହାପୂର୍ବରୁ ନିଜକୁ ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ…
ଗୁଁଡ଼ିଖାଇ: ଠାକୁରଙ୍କୁ ଲାଗିହେଲା ବସନ୍ତଋତୁ ଫଳ
ବିଜେପୁର୯।୩(ଡି.ଏନ୍.ଏ.): ନୂଆଁଖାଇ ପରି ଗୁଁଡିଖାଇ ପଶ୍ଚିମ ଓଡ଼ିଶାର ଏକ କୃଷିଭିତ୍ତିକ ପର୍ବ। ତେଣୁ ବରଗଡ଼ ଜିଲା ବିଜେପୁର ବ୍ଲକର ପୁରପଲ୍ଲୀରେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗୁଁଡିଖାଇ ପର୍ବ ସୋମବାର ପାଳିତ ହୋଇଯାଇଛି। ବଡି ଭୋରରୁ ଘରର ଇଷ୍ଟ ଦେବଦେବୀଙ୍କ ନିକଟରେ ବସନ୍ତ…
ସିଏଏ ବିରୋଧୀଙ୍କ ପୋଷ୍ଟର ହଟାଇବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
ପ୍ରୟାଗରାଜ,୯।୩: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଲାଗିଛି ବଡ ଝଟ୍କା। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ହିଂସା ଭିଆଇଥିବା ଅଭିଯୋଗରେ ଯେଉଁମାନଙ୍କ ପୋଷ୍ଟର ଜାରି କରାଯାଇଥିଲା ସେସବୁକୁ ହଟାଇବାକୁ ସୋମବାର ଆହ୍ଲାବାଦ ହାଇ କୋର୍ଟ ନିର୍ଦ୍ଦେଶ…
ୟେସ୍ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ରଖାଯିବାକୁ ବିରୋଧ:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗୋବର ପାଣି, ଗଙ୍ଗା ଜଳ ଛିଞ୍ଚନ
ପୁରୀ ଅଫିସ,୯।୩: ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ଜମା ରଖାଯିବା ଘଟଣାକୁ ବିରୋଧ ଜାରି ରହିଛି। ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଏ ନେଇ ଦାୟୀ କରି ବିକ୍ଷୋଭ କରୁଛନ୍ତି। ସୋମବାର…
ଆଫଗାନିସ୍ତାନର ରାଷ୍ଟ୍ରପତି ଭାବେ ଶପଥ ନେଲେ ଘନି
କାବୁଲ,୯।୩: ଆଫଗାନିସ୍ତାନର ରାଷ୍ଟ୍ରପତି ଭାବେ ଦ୍ୱିତୀୟଥର ଶପଥ ନେଇଛନ୍ତି ଅଶରଫ ଘନି। କାବୁଲରେ ଥିବା ରାଷ୍ଟ୍ରପତି ଭବନରେ ସୋମବାର ଘନି ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କାନାଡା, ଅଷ୍ଟ୍ରେଲିଆ, ଜର୍ମାନୀ, ଡେନମାର୍କ, ନରଓ୍ବେ ଆଦିର ରାଷ୍ଟ୍ରଦୂତମାନେ ଯୋଗ…
Archives


