Home Left

ପାକିସ୍ତାନରେ ଚିହ୍ନଟ ହେଲେ ୭ କରୋନା ଭାଇରସ ରୋଗୀ

ଇସ୍‌ଲାମାବାଦ,୯।୩: ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜାଫର ମିର୍ଜା ରବିବାର ଟୁଇଟ୍‌ କରି ଜଣାଇଛନ୍ତି କି ଏବେସୁଦ୍ଧା ପାକିସ୍ତାନରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର କରାଚିରେ ଜଣେ ବ୍ୟକ୍ତି କୋଭିଡ-୧୯ ପଜିଟିଭ ମିଳିବା ପରେ ଏହି ସଂଖ୍ୟା ୭ରେ ପହଞ୍ଚିଥିବା…

କ୍ୟାଚ୍‌ ନ ଧରି ବ୍ୟାଟ୍ସମ୍ୟାନଙ୍କୁ ମାଡ଼ି ବସିଲେ ଉଇକେଟକିପର

ଦୁବାଇ,୯।୩- ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ରବିବାର କରାଚୀ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌କୁ କ୍ୱାଲଣ୍ଡର୍ସ ଲାହୋର ୮ ଉଇକେଟରେ ଜିତି ନେଇଛି। ମ୍ୟାଚ୍‌ରେ କରାଚୀ କିଙ୍ଗ୍ସ ପକ୍ଷରୁ ଧାର୍ଯ୍ୟ ୧୮୮ ରନ୍‌ର ଟାର୍ଗେଟର ପିଛା କରୁଥିବାବେଳେ ଏକ କୌତୂହଳପୂର୍ଣ୍ଣ ଘଟଣା…

ବିବାହ କଥା ଚିନ୍ତା କରି ନ ଥିବାରୁ ସିଙ୍ଗଲ ମଦର ହେବାକୁ ପ୍ରସ୍ତୁତ ଥିଲେ ଏକତା!

ମୁମ୍ବାଇ: ଟେଲିଭିଜନ ଦୁନିଆର ଜଣାଶୁଣା ନାଁ ଏକତା କପୁର। ଏବେ ସେ ସିଙ୍ଗଲ ମଦର। କିନ୍ତୁ କ’ଣ ପାଇଁ ସେ ସିଙ୍ଗଲ ମଦର ହୋଇଛନ୍ତି ନିକଟରେ ଏକ ସାକ୍ଷାତ୍‌କାରରେ ସେ ଏହା ଖୋଲାଖୋଲି କଥା ହୋଇଛନ୍ତି। ଏକତା କହିଛନ୍ତି ବିବାହ ପାଇଁ…

ଭିଣ୍ଟେଜ କାର୍‌ ସହ ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ସେ ଏକ ଫଟୋ ଶେୟାର କରିଛନ୍ତି। ଯାହା ସୋମବାର ସକାଳେ ଆସିଛି ଚର୍ଚ୍ଚାକୁ। ବିଗ୍‌ ବି ହଳଦିଆ ରଙ୍ଗର ଏକ ଭିଣ୍ଟେଜ କାର୍‌…

ଆମେ ଭଲ ସ୍ଥିତିରେ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୯।୩: କରୋନା ଭାଇରସର ସ୍ଥିତିକୁ ଦେଖି ସୋମବାର କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ ହର୍ଷ ବର୍ଦ୍ଧନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ଉପରାଜ୍ୟପାଳ ଅନିଲ ବୈଜଲ ଓ ଅନ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ…

ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ଆର୍‌ଟିଓ: ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ

ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୨୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ…

ବୋହୂଙ୍କୁ ନିର୍ଯାତନା: ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ମହିଳାଙ୍କ ଥାନା ଘେରାଉ

ରଣପୁର, ୯ା୩(ସ୍ବ.ପ୍ର.): ଦେଶବ୍ୟାପୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ନାରୀ ସୁରକ୍ଷା ଓ ଅଧିକାର ଉପରେ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ନୟାଗଡ଼ ଜିଲା ରଣପୁର ଅଞ୍ଚଳରେ ସୋମବାର ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି l ଜଣେ ବୋହୂଙ୍କୁ…

ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିର ପ୍ରତିବାଦ

ଢେଙ୍କାନାଳ ଅଫିସ୍‌, ୯ା୩- ଢେଙ୍କାନାଳ କଲେଜରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ଆଲୁମନି ଆସୋସିଏଶନ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଆସୋସିଏଶନ ସଦସ୍ୟମାନେ ସୋମବାର ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ ଏ…

ଭୁଲ୍‌ ସିଗ୍‌ନାଲ ଯୋଗୁ ଷ୍ଟେଶନରେ ନ ରହି ଚାଲିଗଲା ଟ୍ରେନ: କାର୍ଯ୍ୟରୁ ନିଲମ୍ବିତ ହେଲେ ଷ୍ଟେଶନ ମାଷ୍ଟର

ସୁନ୍ଦରଗଡ଼,୯।୩ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଷ୍ଟେଶନମାଷ୍ଟରଙ୍କୁ ଦକ୍ଷିଣ-ପୂର୍ବ ରେଳପଥ କର୍ତ୍ତୃପକ୍ଷ ସୋମବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ଷ୍ଟେଶନ ମାଷ୍ଟର ସନ୍ତୋଷ କୁମାର ମିଶ୍ରଙ୍କ କାର୍ଯ୍ୟରେ ଅବହେଳା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ମିଶ୍ରଙ୍କ ଖାମଖିଆଲି କାର୍ଯ୍ୟ ଓ ଭୁଲ…

ଶୀର୍ଷ ସ୍ଥାନ ହରାଇଲେ ଶେଫାଳି

ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବ୍ୟାଟ୍ସଓମେନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଖେଳାଳି ଶେଫାଳି ବର୍ମା ଶୀର୍ଷ ସ୍ଥାନ ହରାଇଛନ୍ତି। ସେ ଦୁଇଟି ସ୍ଥାନ ତଳକୁ ଖସି ଆସି ୩ୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ସେ ମାତ୍ର…

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ ପୂର୍ବପରି ବ୍ୟବହାର ହେଉଥିବା ବେଳେ ଦୋକାନ ବଜାର ଏପରି କି ଶିକ୍ଷାନୁଷ୍ଠାନ ଓ ସରକାରୀ…

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ ଧରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଖବର ପାଇ ଅତିରିକ୍ତ ଯୋଗାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri