ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ
ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି ଅଧିକାଂଶ ମହିଳାଙ୍କୁ ପଞ୍ଜୀକୃତ ନ କରି ଫେରାଇ ଦିଆଯାଉଛି ବୋଲି ଅଭିଯୋଗ ହୋଇ ଆସୁଛି।…
କଦାପି ଗଲି କ୍ରିକେଟ ଖେଳି ନ ଥିବା କ୍ରିକେଟର
ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ମହାନ କ୍ରିକେଟର ପ୍ରାୟତଃ ଗଲି କ୍ରିକେଟରୁ ହିଁ ସୃଷ୍ଟି ହୋଇଥାନ୍ତି। ମାତ୍ର ଏଭଳି ଜଣେ ଲୋକପ୍ରିୟ କ୍ରିକେଟର ଅଛନ୍ତି, ଯିଏକି କଦାପି ଗଲି କ୍ରିକେଟ ଖେଳିନାହାନ୍ତି। ସେ ହେଉଛନ୍ତି ଭାରତୀୟ ଦଳର ଟେଷ୍ଟ…
ଦିଲ୍ଲୀ ଦଙ୍ଗା: ଦମ୍ପତିଙ୍କ ପରେ ଗିରଫ ହେଲେ ପିଏଫ୍ଆଇ ସଦସ୍ୟ ଦାନିଶ
ନୂଆଦିଲ୍ଲୀ,୯।୩: ରାଜଧାନୀ ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ଆଇଏସ୍ ଆତଙ୍କବାଦୀ ସଙ୍ଗଠନ ସହ ସମ୍ପର୍କ ଥିବା ଦମ୍ପତିଙ୍କୁ ଗିରଫ କରିବା ପରେ ସୋମବାର ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍କୁ ମିଳିଛି ଆଉ ଏକ ସଫଳତା। ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ(ପିଏଫ୍ଆଇ)ର ସଦସ୍ୟ…
ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଏକାଦଶରେ ପୁନମ ଏକମାତ୍ର ଭାରତୀୟ
ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବିଶ୍ୱକପ୍ର ପରି ସମାପ୍ତି ଘଟିବା ପରେ ଇଭେଣ୍ଟର ଶ୍ରେଷ୍ଠ ଏକାଦଶ ଖେଳାଳିଙ୍କ ନାମ ପ୍ରକାଶ କରାଯାଇଛି। ଏକମାତ୍ର ଭାରତୀୟ ଭାବେ ପୁନମ ଯାଦବ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ ଟିନଏଜ ସେନସେଶନ ଶୈଫାଳି ବର୍ମାଙ୍କୁ ଦ୍ୱାଦଶ…
ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି
ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା। ଚିକିତ୍ସା ଲାଗି ତାଙ୍କୁ ବୁର୍ଲା ଭିମସାର ଅର୍ଥୋପେଡିକରେ ଭର୍ତ୍ତି କରାଯାଇଛି। ଘଟଣାକୁ ଚପାଇଦେବାକୁ…
ଦୋଳ ଉତ୍ସବରେ ବାଦଦଣ୍ଡ ପ୍ରତିଯୋଗିତା
ବନ୍ତଳା, ୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ସୋମବାର ଦୋଳ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ରାଧାକୃଷ୍ଣ ସ୍ବତନ୍ତ୍ର ବିମାନରେ ଏକ ବିରାଟ ପଟୁଆରରେ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ। ଶିଙ୍ଗ ବାଜା, ଭାଙ୍ଗଡ଼ା ବାଜା, ଘଣ୍ଟ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପଝିଅଙ୍କୁ ଆକ୍ରମଣ, ୩ ଗିରଫ
ଖଇରା, ୯।୩(ଡି.ଏନ.ଏ.)-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରୁଢିଙ୍ଗିଆ ଗ୍ରାମର କୈଳାସ ବରାଳ ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରାଯାଇଛି। ଗ୍ରାମର ଅଙ୍ଗନୱାଡି କର୍ମୀ ଓ ତାଙ୍କ ପରିବାର ଲୋକ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା…
କାର ଦୁର୍ଘଟଣା: ୪ ଗୁରୁତର
ଭଣ୍ଡାରିପୋଖରୀ, ୯ା୩(ଡ଼ି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ଛକଠାରେ ସୋମବାର ପ୍ରତ୍ୟୁଷରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। କାର୍ (ନଂ. ଓ୧୭ ଏଫ୍ ୬୩୦୮) ଭଦ୍ରକ ପଟୁ କଟକ ଆଡ଼କୁ ଯାଉଥିବା ବେଳେ ରାଜପଥ ପ୍ରଶସ୍ତିକରଣ କାର୍ଯ୍ୟ…
ହୋଲିକା ଦହନ ଉତ୍ସବରେ କରୋନା ଭାଇରସ ଥିମ୍ରେ ଲାଗିଲା ପ୍ରତିମୂର୍ତ୍ତି
ମୁମ୍ବାଇ,୯।୩: ମୁମ୍ବାଇରେ ସୋମବାର ହୋଲିକା ଦହନ ପାଳନ କରାଯାଉଥିବା ବେଳେ ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମୁମ୍ବାଇର ଓ୍ବର୍ଲିରେ ହୋଲିକା ଦହନ କରିବାକୁ କରୋନା ଭାଇରସ ଥିମ୍ରେ ଏକ ପ୍ରତିମୂର୍ତ୍ତି ଲାଗିଥିବା ଦେଖାଯାଇଛି। ଏବେ ସାରା ବିଶ୍ୱ ପାଇଁ…
୨୦୧୩ଠାରୁ ଭାରତୀୟ ଦଳ ଜିତିପାରୁନାହିଁ ଆଇସିସି ଇଭେଣ୍ଟ
ଭାରତୀୟ ମହିଳା ଦଳ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଶୋଚନୀୟ ପରାଜୟ ବରଣ କରି ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଟାଇଟଲ ହାତେଇବାରେ ସଫଳ ହୋଇନାହିଁ। ଫଳରେ ୨୦୧୩ଠାରୁ ଚାଲିଥିବା ଧାରା ଅବ୍ୟାହତ ରହିଛି। ଦୀର୍ଘ ୮ ବର୍ଷ ହେଲା ଭାରତୀୟ କ୍ରିକେଟ ଦଳ…
ଖୋଜା ଚାଲିଛି କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କୁ!
ବେଜିଂ,୯।୩: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏବେ ଚାଇନା କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତି ବା ଜିରୋ ପେସେଣ୍ଟଙ୍କୁ ଖୋଜୁଥିବା ଜଣାପଡିଛି। ଭାଇରସ ବା ବ୍ୟାକ୍ଟେରିଆରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କୁ ଜିରୋ ପେସେଣ୍ଟ ବୋଲି କୁହାଯାଇଥାଏ।…
ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା
ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…
Archives


