ହୋଲିରେ ପରିବେଶ ସୁରକ୍ଷା ବାର୍ତ୍ତା
ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ତେବେ ହୋଲିକୁ ବିଶେଷ ଭାବରେ ପାଳନ କରି ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଦାନ କରିଥାଏ ମଧ୍ୟପ୍ରଦେଶ ଉଜ୍ୱୟିନୀ ସହରର ହୋଲି। ୩୦୦୦ ବର୍ଷ ତଳୁ ଏହି ସହରରେ…
କରୋନା ପ୍ରଭାବ: ହସ୍ପିଟାଲରୁ ୩୫ ହଜାର ଟଙ୍କାର ମାସ୍କ ଚୋରି କଲେ ଫାର୍ମାସିଷ୍ଟ
ପୁଣେ, ୯।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ସରକାର ପରାମର୍ଶ ଦେଉଛନ୍ତି। ମାସ୍କ ବେପାରରେ ଅଧିକ ଲାଭ ଆଶା ରଖି ପୁଣେର ଜଣେ ଫାର୍ମାସିଷ୍ଟ ହସ୍ପିଟାଲରୁ ୩୫ ହଜାର…
ଜଗନ୍ନାଥଙ୍କ ଅର୍ଥ ଫେରାଇବାକୁ ନେଇ ଦୋଷ ଲଦାଲଦି
ଭୁବନେଶ୍ୱର,୯।୩(ବ୍ୟୁରୋ): ୟେସ୍ ବ୍ୟାଙ୍କ ଖରାପ ସ୍ଥିତିଦେଇ ଗତି କରୁଥିବାବେଳେ ମହାପ୍ରଭୁ ଜଗନ୍ନାଥଙ୍କ ଅର୍ଥ ସେଥିରେ ରହିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ବ୍ୟାଙ୍କରେ ମହାପ୍ରଭୁଙ୍କ ପ୍ରାୟ ୫୪୫ କୋଟି ଟଙ୍କା ରଖାଯାଇଛି। ବର୍ତ୍ତମାନ ଉକ୍ତ ବ୍ୟାଙ୍କରୁ ୩୦ଦିନରେ ମୋଟ ୫୦ହଜାର…
ଏମିତି ପାଳନ୍ତୁ ହୋଲି
କରୋନା ଭାଇରସ୍ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା ନେବାକୁ…
ଚିକେନ୍ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା
ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଏହାକୁ କିଲୋଗ୍ରାମ୍ ପିଛା ୨୦ ଟଙ୍କାରେ ବେପାରୀଙ୍କୁ ବିକ୍ରି କରିବାକୁ ପଡୁଛି ବୋଲି…
ଫିକା ପଡ଼ିଛି ଫଗୁ
ସବୁଠି ଏବେ କରୋନା ଭାଇରସ ସଂକ୍ରମଣର ଭୟ। ଏହି କାରଣରୁ ମଥୁରା, ବୃନ୍ଦାବନ, ହରିଦ୍ୱାର, ଋଷିକେଶ ତଥା କର୍ନାଟକର ହାମ୍ପି ଆଦି ସ୍ଥାନରେ ଆକର୍ଷଣୀୟ ହୋଲି ଉତ୍ସବ ଫିକା ଲାଗୁଛି। ଏସବୁ ସ୍ଥାନରେ ହୋଲି ଉତ୍ସବ ପ୍ରସିଦ୍ଧ ହୋଇଥିବାରୁ ବହୁସଂଖ୍ୟାରେ ବିଦେଶୀ…
ପଣସ ଦ୍ୱାରା ଚାର୍ଜ ହେବ ମୋବାଇଲ ବ୍ୟାଟେରୀ
ସିଡ୍ନୀ,୯।୩: ୟୁନିଭର୍ସିଟି ଅଫ୍ ସିଡ୍ନୀର ବିଶେଷଜ୍ଞଙ୍କ ଦ୍ୱାରା ଜର୍ନାଲ ଅଫ୍ ଏନର୍ଜି ଷ୍ଟୋରେଜରେ ପ୍ରକାଶିତ ଏକ ତଥ୍ୟରୁ ଜଣାପଡିଛି ଯେ ଏବେ ପଣସ ଓ ଦୁରିଆନ ଭଳି ଫଳରୁ ବିଜୁଳି ଉତ୍ପାଦନ କରାଯାଇ ପାରିବ। ଆଉ ଏହି ବିଜୁଳି ମାଧ୍ୟମରେ ଛୋଟ…
ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା; ଆତ୍ମହତ୍ୟା କରିଛନ୍ତି ଚାଷୀ: ପ୍ରିୟଙ୍କା
ସହାରନପୁର,୯।୩: ଉତ୍ତରପ୍ରଦେଶ ଭାଜପା ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟାଗେର୍ଟ କରିଛନ୍ତି। ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା ଯୋଗୁ ସାହରନପୁରରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ସେ ଟୁଇଟ କରି କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର…
ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର
ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା…
କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି
ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ ହୋଇଯାଇଛି ସଚେତନତା। ତେବେ କରୋନା ଭାଇରସକୁ ବ୍ୟାପିବାରୁ ରୋକିବାକୁ ଅଧିକାଂଶ ସ୍ଥାନରେ ହୋଲି ଖେଳକୁ…
ନିର୍ବାଚନ ପୂର୍ବରୁ ଜଳିଗଲା ୫୦ ହଜାର ଭୋଟିଂ ମେଶିନ
କାରାକାସ,୯।୩: ଭେନେଜୁଏଲାର ନିର୍ବାଚନ ପରିଷଦ ରବିବାର କହିଛନ୍ତି ରାଜଧାନୀ କାରାକାସରେ ଥିବା ଏକ ଗୋଦାମରେ ନିଆଁ ଲାଗିବା ଫଳରେ ଷ୍ଟୋରରେ ଥିବା ଅଧିକାଂଶ ଭୋଟିଂ ମେଶିନ ନଷ୍ଟ ହୋଇଯାଇଛି। ଭେନେଜୁଏଲାରେ ଆଗକୁ ଥିବା ନିର୍ବାଚନ ପାଇଁ ଏହା ଏକ ସମସ୍ୟା ହେଲା…
୩ ଦିନ ପାଇଁ ବନ୍ଦ ହେଲା ସମସ୍ତ ଶିକ୍ଷାନୁଷ୍ଠାନ
ଥିରୁଭାନନ୍ତପୁରମ,୯।୩: କେରଳର ପଥନାମଥିଥ୍ଥ ଜିଲାପାଳ ସୋମବାରଠାରୁ ୩ ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପଥନାମଥିଥ୍ଥ ଜିଲାରେ ରବିବାର ୫ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଜିଲାପାଳ ଏହି ପଦକ୍ଷେପ ନେଇଥିବା କୁହାଯାଉଛି। ବିଦେଶରୁ…
Archives


