Home Left

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା ଲୋକଙ୍କୁ ଉଦ୍ଧାର କରି ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହାର ଲକ୍ଷ୍ୟ।…

ମହାପ୍ରଭୁଙ୍କ ଜମିର ହିସାବ ନାହିଁ: ଅଧାଗିଳା ଅବସ୍ଥାରେ ଟଙ୍କା

ପୁରୀ ଅଫିସ,୯।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସୁଛନ୍ତି। ଆଉ ମହାପ୍ରଭୁଙ୍କ ସେବା କରିବାର ଯିଏ ସାମାନ୍ୟ ସୁଯୋଗ ପାଇଛି ସେ ନିଜକୁ…

ଅବିରରୁ ହୋଲି ପାର୍ଟି

ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି ଓ ସୋସିଆଲ ମିଡିଆ ଯୁଗରେ ପର୍ବପର୍ବାଣିର ପାଳନ ଶୈଳୀ ଆଉ ଗୋଟିଏ ସ୍ଥାନରେ…

ମଙ୍ଗଳ ଗ୍ରହର ପରୀକ୍ଷା ପାଇଁ ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍‌

ଭୁଜ,୯।୩: ଗୁଜରାଟ ଭୁଜ ଅଞ୍ଚଳରେ ଥିବା ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍‌ ପହଞ୍ଚି ପରୀକ୍ଷା ନିରୀକ୍ଷା ଆରମ୍ଭ କରିଛନ୍ତି। ଏହି ଅଞ୍ଚଳର ମୃତ୍ତିକା ମଙ୍ଗଳ ଗ୍ରହର ପୃଷ୍ଠତଳ ସହିତ ମେଳ ଖାଉଛି। ତେଣୁ ମହାକାଶ ବିଜ୍ଞାନୀ ଏଠାରେ ପରୀକ୍ଷା ଜାରି…

ଏସ୍‌ସିବିରେ କରୋନା ସନ୍ଦିଗ୍ଧ, ୩ ସ୍ବାଇନ୍‌ ଫ୍ଲ୍ୟୁ ରୋଗୀ

କଟକ ଅଫିସ,୯।୩: କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଇ ରବିବାର ଜଣଙ୍କୁ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ସେ ଜଣେ ଇଞ୍ଜିନିୟର ହୋଇଥିବାବେଳେ ଚାଇନାରେ ଚାକିରୀ କରୁଥିଲେ। ସେଠାରେ କରୋନା ଭୁତାଣୁ ବ୍ୟାପିଥିବାବେଳେ ସେ ଓଡ଼ିଶା ଫେରିଥିଲେ।…

ପୌର ନିର୍ବାଚନକୁ ଓହ୍ଲାଇବ ଏଏପି

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ଶେଷ ଆଡକୁ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଅଂଶଗ୍ରହଣ କରିବ। ଓଡ଼ିଶା ଗସ୍ତରେ ଥିବା ଦଳୀୟ ପ୍ରଭାରୀ ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ରବିବାର ଏହା…

ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ। ଇତି ମଧ୍ୟରେ ବିଜେଡି ଏହି ସମସ୍ତ ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରି…

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ। ମାତ୍ର ୨୦୧୯ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମୂଷଳ ଧାରାରେ ବର୍ଷା ଫଳରେ ବଲାଙ୍ଗୀର…

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ…

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କ ଟେର୍‌ ପାଉନି। ଫଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିବାରେ ଲାଗିଛି। ବୁଧବାର…

ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ ବଜେଟ୍‌ ଆଗତ କରିଛନ୍ତି। ପୋଷଣ କାର୍ଯ୍ୟକ୍ରମଜନିତ ଲକ୍ଷ୍ୟ ହାସଲ ପାଇଁ ଷ୍ଟ୍ରାଟେଜି ଫର୍‌…

ଓଡ଼ିଶାରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସିରେ ଖୋଲିଲା ସ୍ବତନ୍ତ୍ର ଲାବ୍‌

ଭୁବନେଶ୍ୱର,୯।୩(ବ୍ୟୁରୋ): ଏଣିକି ଓଡ଼ିଶାରେ ହୋଇପାରିବ କରୋନା ଭାଇରସ୍‌ ପରୀକ୍ଷା। ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)ରେ ଏହି ବ୍ୟବସ୍ଥା ଶନିବାରଠାରୁ ଆରମ୍ଭ ହୋଇଛି। ପୂର୍ବରୁ ପୁଣେକୁ ନମୁନା ପରୀକ୍ଷା ପାଇଁ ପଠାଯାଉଥିଲା। ସେଥିପାଇଁ କିଛିଦିନ ଅପେକ୍ଷା କରିବାକୁ ପଡୁଥିଲା। ଏବେ କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri