ଟୁଇଟରର ପାସଓ୍ବାର୍ଡ କହିଲେ ମୋଦି
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟ ଚଲାଇବା ଦାୟିତ୍ୱ ୭ ଜଣ ମହିଳାଙ୍କୁ ଦିଆଯାଇଛି। ନାରୀ ଶକ୍ତି ପୁରସ୍କାରରେ ସମ୍ମାନୀତ ଏହି ମହିଳାମାନେ ଦିନ ତମାମ ନିଜ ନିଜର ଜୀବନ କାହାଣୀ ଏହି…
ମହୁମାଛିର ବି ରହିଛି ଗଣିତ ଜ୍ଞାନ
ବର୍ଲିନ୍,୮।୩: ମହୁମାଛିର ବି ଗଣିତ ଜ୍ଞାନ ରହିଛି। ଦୁଇଟି ସଂଖ୍ୟା ମଧ୍ୟରେ କେଉଁଟି ବଡ଼ ଏବଂ କିଏ ସାନ ତାହା ମହୁମାଛି ଜାଣିପାରିଥାଏ। ଏନେଇ ଜର୍ମାନୀର କୋଲୋଜେନ୍ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମହୁମାଛି ଦୁଇଟି…
ଆବଶ୍ୟକ ନ ଥିଲେ ମାସ୍କ ପିନ୍ଧନ୍ତୁ ନାହିଁ: ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୮।୩: କରୋନା ଭାଇରସ ଏବେ ଭାରତରେ ତା’ର କାୟା ବିସ୍ତାର ଆରମ୍ଭ କରିଥିବା ବେଳେ ରବିବାର ସୁଦ୍ଧା ଭାରତରେ ୩୯ ଜଣ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ସମସ୍ତଙ୍କ ମନରେ ଭୟ ସୃଷ୍ଟି ହୋଇଛି। ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା…
ଫିଡେ ମହିଳା ଗ୍ରାଁ ପ୍ରି: ତୃତୀୟ ସ୍ଥାନକୁ ଖସିଲେ ହରିକା
ଲଉସେନ,୮।୩(ପି.ଟି.)-ଏଠାରେ ଚାଲିଥିବା ଫିଡେ ମହିଳା ଗ୍ରାଁ ପ୍ରି ଚେସ୍ ଟୁର୍ନାମେଣ୍ଟରେ ଭାରତୀୟ ଗ୍ରାଣ୍ଡମାଷ୍ଟର ଦ୍ରୋଣଭାଲି ହାରିକା ଷଷ୍ଠ ରାଉଣ୍ଡ ମ୍ୟାଚ୍ରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଆଲେକଜାଣ୍ଡ୍ରା କୋଷ୍ଟେନେଉକଙ୍କଠାରୁ ପରାସ୍ତ ହୋଇଛନ୍ତି। ଫଳରେ ସେ ତୃତୀୟ ସ୍ଥାନକୁ ଖସିଛନ୍ତି। ଦୁଇଟି ବିଜୟ ଓ…
ଆଇସିସି ଟି୨୦ ମହିଳା ବିଶ୍ୱକପ୍: ଭାରତର ଟାର୍ଗେଟ୍ ୧୮୫
ମେଲବୋର୍ନ,୮।୩- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍ରେ ଆୟୋଜକ ଅଷ୍ଟ୍ରେଲିଆ ଭାରତ ସମ୍ମୁଖରେ କଷ୍ଟାସାଧ୍ୟ ୧୮୫ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍ ଫାଇନାଲ ମ୍ୟାଚ୍ରେ ଟସ୍ ଜିତି ଅଷ୍ଟ୍ରେଲିଆ…
ପୋଷା ପ୍ରାଣୀ ବି ମନୁଷ୍ୟକୁ ରଖିଥାନ୍ତିି ସୁସ୍ଥ !
ଓ୍ବାଶିଂଟନ,୮।୩ : କେତେକ ଲୋକଙ୍କର ଘରେ ପୋଷା ପ୍ରାଣୀ ପାଳିବା ସଉକ ରହିଥାଏ। କେହିକେହି କୁକୁର, ବିଲେଇ, ଠେକୁଆ, ଶୁଆ, କଇଁଛ ଆଦି ପ୍ରାଣୀ ଘରେ ପାଳିଥାନ୍ତି। ତେବେ ଏହାଦ୍ୱାରା ମନୁଷ୍ୟ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ଘରେ ପୋଷା ପ୍ରାଣୀ…
ଗିରଫ ହେଲେ ୟସ୍ ବ୍ୟାଙ୍କର ଫାଉଣ୍ଡର ରାଣା
ମୁମ୍ବାଇ,୮।୩: ୟସ୍ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ ରବିବାର ମୁମ୍ବାଇର ପିଏମ୍ଏଲ୍ଏ କୋର୍ଟରେ ହାଜର କରାଇଥିଲା। ପଚରାଉଚରା ପାଇଁ କୋର୍ଟ ରାଣାଙ୍କୁ ୧୧…
ସଫାରି ପାର୍କରେ ଡାଇନୋସରସ୍ ମେଳରେ ବୁଲିବେ ଲୋକେ !
ଇଡେନବର୍ଗ,୮।୩: ଲକ୍ଷ ଲକ୍ଷ ବର୍ଷ ତଳେ ପୃଥିବୀ ପୃଷ୍ଠରୁ ଲୋପ ପାଇଥିବା ଡାନୋସରସ୍ଙ୍କ ମେଳରେ ବୁଲିବା ସେମାନଙ୍କର ଭୟଙ୍କର ଶବ୍ଦ ଶୁଣିବା ଏବେ ସମ୍ଭବ ହୋଇପାରିବ। କେନ୍ଦ୍ରୀୟ ସ୍କଟଲାଣ୍ଡର ଏକ ସଫାରି ପାର୍କରେ ବିଭିନ୍ନ ପ୍ରଜାତିର ଡାଇନୋସରସ୍ଙ୍କ ପ୍ରତିକୃତି ସ୍ଥାପନ କରାଯାଇଛି।…
କରୋନା ମୁକାବିଲା ଚିନ୍ତା: ଏମ୍କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ
ଛତ୍ରପୁର,୮ା୩(ଡି.ଏନ୍.ଏ.)- କରୋନା ଭାଇରସ୍ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ମହିଳା…
ଶହୀଦ ମେଜର ବିଭୁତିଙ୍କ ପତ୍ନୀ ନିକିତା ପିନ୍ଧିବେ ସେନା ପୋଷାକ!
ଡେରାଡୁନ,୮।୩: ପୁଲଓ୍ବାମାରେ ଏକ ଏନ୍କାଉଣ୍ଟର ସମୟରେ ଗତବର୍ଷ ଫେବୃୟାରୀରେ ଶହୀଦ ହୋଇଥିବା ମେଜର ବିଭୁତି ଧୌଣ୍ଡିୟାଲଙ୍କ ପତ୍ନୀ ନିକିତା କୌଲ ଧୌଣ୍ଡିୟାଲ ସେନାରେ ଯୋଗ ଦେବେ ବୋଲି ଜଣାପଡିଛି। ବିଶେଷସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିକଟରେ ଅନୁଷ୍ଠିତ ସିଡିଏସ୍ ଓ ଏନ୍ଡିଏସ୍…
କରୋନା ଆତଙ୍କ: କୋଟିଏ ୬୦ ଲକ୍ଷ ଘରେ ବନ୍ଦ; ବିବାହ-ଅନ୍ତିମ ସଂସ୍କାର ଉପରେ କଟକଣା
ରୋମ,୮।୩: ଚାଇନା ପରେ ଏବେ କରୋନା ଆତଙ୍କ ଗୋଟିଏ ପରେ ଗୋଟିଏ ଦେଶ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ୯୪ଟି ଦେଶରେ କରୋନା ପହଞ୍ଚିସାରିଛି। ଇଟାଲିରେ କରୋନା ସଂକ୍ରମଣ ଭୟ ଯୋଗୁ କୋଟିଏ ୬୦ ଲକ୍ଷ ଲୋକଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି।…
୮୭ ବର୍ଷୀୟ କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଖାଇଲେ ସୂର୍ଯ୍ୟାସ୍ତ ଦୃଶ୍ୟ, ଫଟୋ ଭାଇରାଲ
ବେଜିଂ,୮ା୩: ଚାଇନାର ଉହାନ ସହର କରୋନା ଭାଇରସ୍ରେ ଅଧିକ ପ୍ରଭାବିତ। ପ୍ରାୟ ୮୦ ହଜାର ଲୋକ ଏହି ଭାଇରସ୍ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଉହାନ୍ ୟୁନି ହସ୍ପିଟାଲରେ ଏକ ଦୃଶ୍ୟ ଏବେ ସମସ୍ତଙ୍କ ହୃଦୟକୁ ଛୁଇଁଯାଇଛି। ଏହି ଦୃଶ୍ୟଟି ସୋସିଆଲ ମିଡିଆରେ…
Archives


