ରଣଜୀ ଟ୍ରଫି: ସୌରାଷ୍ଟ୍ର- ବେଙ୍ଗଲ ଫାଇନାଲ ମୁକାବିଲା
ରାଜକୋଟ,୮।୩(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏସ୍ସିଏ) ଷ୍ଟାଡିୟମରେ ଦେଶର ସର୍ବବୃହତ୍ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ଫାଇନାଲ ମ୍ୟାଚ୍ ସୋମବାରଠାରୁ ଆରମ୍ଭ ହେବ। ଟାଇଟଲ ପାଇଁ ଘରୋଇ ସୌରାଷ୍ଟ୍ର ଓ ବେଙ୍ଗଲ ପରସ୍ପରକୁ ଭେଟିବେ। ଜୟଦେବ ଉନାଡକଟଙ୍କ ନେତୃତ୍ୱରେ ସୌରାଷ୍ଟ୍ର…
ରାଶି ଅନୁଯାୟୀ ଖେଳନ୍ତୁ ରଙ୍ଗ
ମେଷ- ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଲାଲ ଓ ଗୋଲାପୀ ରଙ୍ଗ ସର୍ବୋତ୍କୃଷ୍ଟ। ଗୋଲାପୀ ରଙ୍ଗ ଊର୍ଜା ସଞ୍ଚାର କରିବା ସହ ଆଖିକୁ ଶୀତଳତା ପ୍ରଦାନ କରିଥାଏ। ଲାଲ ରଙ୍ଗ ଉତ୍ସାହ, ସାହସ ଓ ବିଜୟର ପ୍ରତୀକ। ବୃଷ- ବୃଷ ରାଶିର…
ସ୍କୁଟିକୁ ଧକ୍କାଦେଲା ଟ୍ରକ୍: ଦମ୍ପତିଙ୍କ ଜୀବନଗଲା,ଘଟଣାସ୍ଥଳରେ ଉତ୍ତେଜନା
ଅନୁଗୋଳ ଅଫିସ,୮।୩: ଅନୁଗୋଳ ଏସ୍ପି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିି। ଏହି ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିବା ବେଳେ ଅନୁଗୋଳ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ…
ହୋଲି କେଉଁଠି କେମିତି
ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ଲୋକେ ପାଳନ କରିଥାନ୍ତି। କେଉଁଠି ଅବିର ଖେଳି ତ ଆଉ କେଉଁଠି ନାଚଗୀତର ଆସରରେ। ଏପରି କି କିଛି କିଛି ସ୍ଥାନରେ ବେଶ୍ ନିଆରା…
କରୋନାଭାଇରସ ସଂକ୍ରମଣ ରୋକିବା ପାଇଁ ଏଟିପି, ଡବ୍ଲ୍ୟୁଟିଏର ଉପାୟ ଘୋଷଣା
ଲସ୍ ଏଞ୍ଜେଲ୍ସ,୮।୩ (ଏଏଫ୍ପି)- ଇଣ୍ଡିଆନ ଓ୍ବେଲ୍ସରେ ବିଏନ୍ପି ପାରିବାସ ଓପନ୍ ଟେନିସ ଟୁର୍ନାମେଣ୍ଟର ଅବ୍ୟବହିତ ପୂର୍ବରୁ ଏଟିପି ଓ ଡବ୍ଲ୍ୟୁଟିଏ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଉପାୟ ନେଇ ଘୋଷଣା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଏବେ ସାରା…
ପାଖରେ ଅଛି ଆଇନ ଡିଗ୍ରୀ: ପେସା ଟ୍ରକ୍ ଡ୍ରାଇଭର
ଭୋପାଳ,୮।୩: ମଧ୍ୟପ୍ରଦେଶ ଭୋପାଳର ୪୯ ବର୍ଷୀୟା ଯୋଗିତା ଜଣେ ଉଚ୍ଚ ଶିକ୍ଷିତା ହୋଇଥିବା ବେଳେ ପରିବାର ଭରଣପୋଷଣ ପାଇଁ ଟ୍ରକ୍ ଡ୍ରାଇଭର ପାଲଟି ଯାଇଛନ୍ତି। ସହର ବଜାରରେ ମହିଳାମାନେ ଗାଡି ଚଳାଇବା ଦେଖିବାକୁ ମିଳିବା ଏବେ ଏକ ସାଧାରଣ ଘଟଣା ହୋଇ…
ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା
କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍ଇନ୍ସପେକ୍ଟର କାର୍ଯ୍ୟରତ।…
୭ ମହିଳାଙ୍କୁ ଟୁଇଟର ଆକାଉଣ୍ଟ ହସ୍ତାନ୍ତର କଲେ ମୋଦି
ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ତାଙ୍କ ଟୁଇଟର ଆକାଉଣ୍ଟକୁ ୭ ଜଣ ମହିଳାଙ୍କୁ ହସ୍ତାନ୍ତର କରିଛନ୍ତି। ଏମାନେ ଏହି ଆକାଉଣ୍ଟ ମାଧ୍ୟମରେ ସେମାନଙ୍କ ଜୀବନଯାତ୍ରାର କଥା ଦିନ ତମାମ ଶେୟାର କରିବେ ବୋଲି ମୋଦି…
ହୋଲିରେ ଆଖିର ସୁରକ୍ଷା
ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ ଥିବା…
ସିଲ୍ ହେଲା ଧର୍ମେନ୍ଦ୍ରଙ୍କ ‘ହି ମ୍ୟାନ’ ରେସ୍ତୋରାଁ
ହରିୟାଣା,୮।୩: ବଲିଉଡ୍ର ହି ମ୍ୟାନ ଭାବେ ପରିଚିତ ଭେଟେରାନ ଆକ୍ଟର ଧର୍ମେନ୍ଦ୍ର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ରେସ୍ତୋରାଁ ଖୋଲିଥିଲେ। ଆଉ ଏହାର ନାଁ ରହିଥିଲେ ‘ହି ମ୍ୟାନ୍’। ଏବେ ଏହି ରେସ୍ତୋରାଁକୁ ସିଲ୍ କରି ଦିଆଯାଇଥିବା ଖବର ମିଳିଛି। ତେବେ…
ହାର୍ ମାନିଛି ବୟସ: ପ୍ରତିବନ୍ଧକ ସାଜିପାରିନାହିଁ ବାର୍ଦ୍ଧକ୍ୟ, ସଫଳତା ପାଇ ସାଜିଛନ୍ତି ଉଦାହରଣ
ଘର ସଂସାର ଜଞ୍ଜାଳ କରୁ କରୁ ଅଧିକାଂଶ ନାରୀଙ୍କ ଜୀବନର ବହୁ ମୂଲ୍ୟବାନ ବର୍ଷସବୁ ବିତିଯାଏ। ଘର ପାଲଟିଯାଏ ତାଙ୍କ ପାଇଁ ଦୁନିଆ। ତାରି ଭିତରେ ରହି ଜଞ୍ଜାଳରେ ପେଷି ହୋଇ କେତେବେଳେ ଯେ ବୟସ ଗଡ଼ି ବାର୍ଦ୍ଧକ୍ୟ ଚାଲିଆସେ ଜଣାପଡ଼େନା।…
ସଲ୍ମାନ ଭାଣିଜୀଙ୍କୁ କିସ୍ କରୁଥିବାର ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲ୍ମାନ ଖାଁ ତାଙ୍କ ଭଉଣୀ ଅର୍ପିତାଙ୍କ ପିଲାମାନଙ୍କ ସହ ବେଶ୍ କୌତୁକିଆ ଢଙ୍ଗରେ ବେଳେବେଳେ ନଜରକୁ ଆସନ୍ତି। ଏଥର ତାଙ୍କ ଜନ୍ମଦିନ ଅବସରରେ ଅର୍ପିତା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିବା ବେଳେ ସେବେଠାରୁ ଭାଣିଜୀଙ୍କ ସହ…
Archives


