କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ
ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି…
ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ ବହୁତଳ ଗୃହ ନିର୍ମାଣ: କଟକଣା ବୋର୍ଡ ଉପାଡ଼ି ରାସ୍ତାରେ ଲଗାଇଲେ ବିଲ୍ଡର
ପୁରୁଣା ଭୁବନେଶ୍ୱର, ୮।୩(ଡି.ଏନ.ଏ.): ଭୁବନେଶ୍ୱରରେ ନକ୍ସା ଅନୁମୋଦନ ବ୍ୟତିରେକ କୌଣସି ପ୍ରକାର ବେଆଇନ ଗୃହ ନିର୍ମାଣ ଘରୋଇ ଜମିରେ ହୋଇପାରିବ ନାହିଁ। ଯଦି ହୋଇଥାଏ ତେବେ ଜରିମାନା ଆଦାୟ ସହ ଭାଙ୍ଗି ଦେବାର ଧମକ ବିଡିଏ ଓ ବିଏମ୍ସି ପକ୍ଷରୁ ଦିଆଯାଇଥାଏ।…
ଦୋଳ, ହୋଲି ପାଇଁ ଉତ୍ସବମୁଖର ଗାଁଠୁ ସହର: ଏକାଠି ହୋଇ ଫଗୁ ଖେଳିଲେଣି ଠାକୁର
ଭୁବନେଶ୍ୱର, ୮।୩(ବ୍ୟୁରୋ): ସୋମବାର ଦୋଳ, ମଙ୍ଗଳବାର ହୋଲି। ହେଲେ ଏବେଠୁ ଉତ୍ସବମୁଖର ହୋଇଉଠିଲାଣି ଗାଁଠୁ ସହର। ଇତିମଧ୍ୟରେ ଭୁବନେଶ୍ୱର ଓ ଉପକଣ୍ଠରେ କେତେକ ସ୍ଥାନରେ ମେଳଣ ଓ ଫଗୁ ଆରମ୍ଭ ହୋଇଯାଇଥିବାବେଳେ ଏକାଧିକ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ରଙ୍ଗଖେଳ ହେବ।…
ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ
ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼ ବିପଦ ସୃଷ୍ଟି କରୁଥିବା ପକ୍ଷୀଙ୍କୁ ନେଇ ଚିନ୍ତା ବଢ଼ିଛି। ସେହିଭଳି ସମ୍ପ୍ରସାରଣରେ ବସ୍ତି ବାଧକ…
ନାରୀ ଜାଣିଛି ସାମର୍ଥ୍ୟ, ସୀମାରେଖା
ବଅଁରପାଳ,୮।୩- ସେ ସୃଷ୍ଟିର ଆଧାର। ପ୍ରକୃତିର ଅନନ୍ୟ ସୌନ୍ଦର୍ଯ୍ୟ। ସେ ମା’ ହୋଇ ଭବିଷ୍ୟତ ଗଢ଼ିପାରେ। ଆଶାର ଆଲୋକ ସାଜିପାରେ। ଭଉଣୀ ହୋଇ ସ୍ନେହ ଅଜାଡ଼ିଦେଇପାରେ। ସ୍ତ୍ରୀ ହୋଇ ସାମର୍ଥ୍ୟ ବଢ଼ାଇପାରେ। ଦିନେ ହାଣ୍ଡିଶାଳରେ ଲୁଚି ବସୁଥିବା ନାରୀ ଆଜି ପାଦ…
ପ୍ରତି ବ୍ଲକରେ ୧୫ କିମି ରାସ୍ତା ନିର୍ମାଣ
ଅନୁଗୋଳ ଅଫିସ୍, ୮।୩ – ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଗମନାଗମନକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ଦ୍ୱାରା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୩ର ପ୍ରକଳ୍ପ ୨ ବର୍ଷ ପାଇଁ କାର୍ଯ୍ୟକାରୀ ହେବ। ଓଡ଼ିଶାରେ ଏହି…
୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ
ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନିଯୁକ୍ତି କରୁ ନାହାନ୍ତି। ଏଭଳି ଘଟଣା…
ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ
ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ କରାଯିବ। ଏ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି।…
ପରୀକ୍ଷା ଖାତା ବୋର୍ଡ ଅଫିସ୍ ନ ଯାଇପାରିବା ଘଟଣା: ତଦନ୍ତ କଲେ ଶିକ୍ଷା ବିଭାଗ ଟିମ୍
ଉଦଳା, ୮।୩ (ଡି.ଏନ.ଏ.) – ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଶୁକ୍ରବାର ଥିଲା ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ଇଂରାଜୀ ପରୀକ୍ଷା । ୭୧ ଜଣ ଛାତ୍ରୀ ପରୀକ୍ଷା ଦେଇଥିଲେ। କିନ୍ତୁ ତ୍ରୁଟିବଶତଃ ୬୯ ଜଣ ଛାତ୍ରୀଙ୍କ ପରୀକ୍ଷା ଖାତା ବୋର୍ଡ ଅଫିସକୁ…
ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ
ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ ବର୍ଷ ଧରି ବାସ କରିଆସୁଛନ୍ତି। ସେମାନଙ୍କୁ ଥଇଥାନ ନ କରି ସଦର ତହସିଲଦାର ଉଚ୍ଛେଦ…
ପଲିଥିନମୁକ୍ତ ସହର ଗଠନ ଲକ୍ଷ୍ୟରେ ଏସ୍ଏଚ୍ଜି ମହିଳା
ଜୟପୁର,୮।୩ (ନି.ପ୍ର):ନିଜେ ସ୍ବାବଲମ୍ବୀ ହୋଇ ଜୟପୁରକୁ ପଲିଥିନ ମୁକ୍ତ ସହର ଗଠନ କରିବା ପାଇଁ ୧୦ ମହିଳା ଅଣ୍ଟା ଭିଡିଛନ୍ତି ା ୨୦୧୭ରେ ଜୟପୁର ସହରର ପାରାବେଢା ଅଞ୍ଚଳର ଉକ୍ତ ୧୦ ମହିଳା ମିଶିି ମା’ ସମଲେଶ୍ୱରୀ ସ୍ବୟଂ ସହାୟକ ଗୋଷ୍ଠୀ…
କରୋନା ଭାଇରସ୍ରୁ ବର୍ତ୍ତିବା ପାଇଁ କେବଳ ମାସ୍କ କି ହ୍ୟାଣ୍ଡ୍ ସାନିଟାରି ନୁହେଁ, ଏସବୁ ସତର୍କତା ଅବଲମ୍ବନ ଜରୁରୀ
କରୋନା ଭାଇରସ୍କୁ ନେଇ ସମଗ୍ର ବିଶ୍ୱବାସୀ ଭୟଭୀତ। ଚାଇନାରୁ ଆସିଥିବା ଏହି ଭାଇରସ୍ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୪ଟି ଦେଶକୁ କବଳିତ କରିସାରିଲାଣି। ଏଥିରୁ ବି ବର୍ତ୍ତିନାହିଁ ଭାରତ। ଏହି ମାରାତ୍ମକ ଭାଇରସ୍ ୩୨୮୧ ଲୋକଙ୍କର ଜୀବନ ନେଇସାରିଲାଣି। ତେବେ ଏଥିରୁ…
Archives


