Home Left

କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ କେବଳ ମାସ୍କ କି ହ୍ୟାଣ୍ଡ୍‌ ସାନିଟାରି ନୁହେଁ, ଏସବୁ ସତର୍କତା ଅବଲମ୍ବନ ଜରୁରୀ

କରୋନା ଭାଇରସ୍‌କୁ ନେଇ ସମଗ୍ର ବିଶ୍ୱବାସୀ ଭୟଭୀତ। ଚାଇନାରୁ ଆସିଥିବା ଏହି ଭାଇରସ୍‌ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୪ଟି ଦେଶକୁ କବଳିତ କରିସାରିଲାଣି। ଏଥିରୁ ବି ବର୍ତ୍ତିନାହିଁ ଭାରତ। ଏହି ମାରାତ୍ମକ ଭାଇରସ୍‌ ୩୨୮୧ ଲୋକଙ୍କର ଜୀବନ ନେଇସାରିଲାଣି। ତେବେ ଏଥିରୁ…

ହାରିବା ପରେ ସଫଳତା

ଜୟପୁର, ୮।୩ (ଡି.ଏନ.ଏ ) ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ ା ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି ଜୀବନ ଯୁଦ୍ଧକୁ ା ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ ପାଇଁ ରାସ୍ତା…

ଦିନିକିଆ ସିରିଜ୍‌: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ପୋଚେଫ୍ସଟ୍ରୁମ୍‌, ୮।୩- ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ୨୭ଟି ବଲ୍‌ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ବିଶିଷ୍ଟ ଏହି ଦିନିକିଆରେ ସବୁ ମ୍ୟାଚ୍‌…

ଭାରତ-କାତାର ମ୍ୟାଚ ସମ୍ପର୍କରେ ନିଷ୍ପତ୍ତି ମଙ୍ଗଳବାର

ନୂଆଦିଲ୍ଲୀ,୭ା୩ (ପି.ଟି.): ମାରାତ୍ମକ କରୋନା ଭାଇରସ ଆଶଙ୍କାରେ କାତାର ବିପକ୍ଷରେ ଖେଳାଯିବାକୁ ଥିବା ଭାରତର ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଥିବା ବିଷୟକୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ଶନିବାର ସ୍ପଷ୍ଟ କରିଛି। ଏହି ମ୍ୟାଚ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ମାର୍ଚ୍ଚ…

ଏସିଆନ ଅଲିମ୍ପିକ କ୍ୱାଲିଫାୟର୍ସ: ଫଙ୍ଗାଲ କ୍ୱାର୍ଟର ଫାଇନାଲରେ

ଅମାନ (ଜୋର୍ଡାନ),୭ା୩ (ପି.ଟି.): ଭାରତର ଷ୍ଟାର ବକ୍ସର ଅମିତ ଫଙ୍ଗାଲ (୫୨କେଜି) ଏଠାରେ ଚାଲିଥିବା ଏସିଆନ କ୍ୱାଲିଫାୟର୍ସରେ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଶନିବାର ସେ ମଙ୍ଗୋଲିଆର ଏଙ୍ଖମାନାଦାଖ ଖାର୍‌ଖୁଙ୍କୁ ହରାଇ ଦେଇଛନ୍ତି। ଅଲିମ୍ପିକ ଟିକେଟ ହାସଲ କରିବା ଲାଗି ତାଙ୍କୁ…

ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ

ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ ଦୂରରେ, ସେ ମଧ୍ୟ ହୃଦୟଠାରୁ ଦୂରରେ। ମାତ୍ର ଏମିତି ଭ୍ରାନ୍ତ ଧାରଣା ଦୂର କରିବା…

ଅଧିକ ସମୟ ସୋସିଆଲ ମିଡିଆ ବ୍ୟବହାର ହାନିକାରକ, ବେଳ ଥାଉଥାଉ ହୋଇଯାଆନ୍ତୁ ସତର୍କ

ଆଜିକାଲିର ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ସୋସିଆଲ ମିଡିଆ। ଆବାଳବୃଦ୍ଧବନିତା ଏହାର ପ୍ରେମରେ। ହେଲେ ଯଦି ଆପଣ ଆବଶ୍ୟକତାଠାରୁ ଅଧିକ ସମୟ ଏହାର ବ୍ୟବହାର କରୁଥାଆନ୍ତି, ତେବେ ସତର୍କ ହୋଇଯାଆନ୍ତୁ। ଏହା ଏକ କୁଅଭ୍ୟାସ। କାରଣ ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଅନେକ…

ଆସୁଛି ହୋଲି: ରଙ୍ଗ ଖେଳିବା ବେଳେ ସୌନ୍ଦର୍ଯ୍ୟ ସହ କରନ୍ତୁ ନାହିଁ ବୁଝାମଣା

ରଙ୍ଗର ପର୍ବ ହୋଲି। ଏହି ପର୍ବକୁ ଆଉ ଅଳ୍ପ କେତେଟା ଦିନ ବାକି ଅଛି। ଏହି ଦିନକୁ ସମସ୍ତେ ମନଭରି ଉପଭୋଗ କରିିବାକୁ ଚାହିଥାନ୍ତି। ମାତ୍ର ଏହି ପର୍ବ ବିଶେଷ କରି ମହିଳାଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥାଏ। କାରଣ ସେମାନେ…

ଦୁଇଥର ନିର୍ବନ୍ଧ ଭାଙ୍ଗିବା ପରେ ପୁଣି ପ୍ରେମରେ ପିସିଙ୍କ ଭାଇ ସିଦ୍ଧାର୍ଥ, ଇଶାଙ୍କ ହୋଲି ପାର୍ଟିରେ ପ୍ରେମିକାଙ୍କ ସହ ପହଞ୍ଚିଲେ

ବମ୍ବେ: ଅଭିନୟ ନ ହେଲେ ବି ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ଭାଇ ସିଦ୍ଧାର୍ଥ। ଦୁଇ ଦୁଇ ଥର ନିର୍ବନ୍ଧ ଭାଙ୍ଗିବା ପରେ ଏବେ ପୁଣି ସେ ପ୍ରେମରେ ପଡ଼ିଛନ୍ତି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନିଲମ ଉପାଧ୍ୟାୟଙ୍କୁ…

ଜର୍ମାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୬୮୪

ବର୍ଲିନ,୭।୩: ଜର୍ମାନୀରେ ୪୫ ନୂଆ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୬୮୪। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବିଶ୍ୱର ପାଖାପାଖି ୯୦ ଦେଶକୁ ବ୍ୟାପିସାରିଲାଣି।…

ନିରପେକ୍ଷ ଭେନ୍ୟୁରେ ଖେଳାଯିବ ଏସିଆ କପ୍‌: ପିସିବି ସ୍ବୀକାର କଲା

କରାଚୀ,୭।୩(ପି.ଟି.)- ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଏସିଆ କପ୍‌ ନିରପେକ୍ଷ ଭେନ୍ୟୁରେ ଅନୁଷ୍ଠିତ ହେବ। ଏହା ଶନିବାର ସ୍ବୀକାର କରିଛନ୍ତି ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ମୁଖ୍ୟ ଏହଶାନ ମାନି। ନିକଟରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କହିଥିଲେ, ସୁରକ୍ଷାଗତ…

ଏବେଠାରୁ ସାବଧାନ ନ ହେଲେ ଭାରତକୁ ମାଡି ଆସିବ କ୍ୟାନସର ସୁନାମି!

ଓ୍ବାଶିଂଟନ,୭।୩: ଅଗାମୀ ଦିନରେ ଭାରତରେ କ୍ୟାନସରର ଭୟାବହତାକୁ ଲକ୍ଷ୍ୟ କରି ୨ ଭାରତୀୟ ମୂଳ ବାସିନ୍ଦା ଡାକ୍ତର କହିଛନ୍ତି ଏବେଠାରୁ ସାବଧାନ ନ ହେଲେ ଭାରତକୁ କ୍ୟାନସର ସୁନାମୀ ମାଡିଆସିପାରେ। ଭାରତର ବଡ ବଡ ରାଜନେତାଙ୍କ ଚିକିତ୍ସା କରିଥିବା ଏହି ଡାକ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri