ବଲିଉଡ୍ ଫିଲ୍ମରେ ହୋଲିର ଝଲକ୍
ମୁମ୍ବାଇ: ବିଗତ ଦିନରେ ବଲିଉଡର କିଛି ଫିଲ୍ମରେ ହୋଲିର ଝଲକ ଦେଖିବାକୁ ମିଳିଥିଲା। ହୋଲି ଗୀତ ସହିତ ଅଭିନେତ୍ରୀ, ଅଭିନେତାଙ୍କ ଡ୍ୟାନ୍ସ ଦର୍ଶକଙ୍କ ଦୃଶ୍ୟପଟରେ ଆଜି ବି ଅଭୁଲା। ସିଲ୍ସିଲା: ଏହି ଫିଲ୍ମର ହୋଲି ଗୀତରେ ଅମିତାଭ, ଜୟା ବଚ୍ଚନ ଏବଂ…
ରାମ ମନ୍ଦିରକୁ ୧ କୋଟି ଟଙ୍କା ଦାନ କଲେ ଉଦ୍ଧବ
ଅଯୋଧ୍ୟା,୭।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଉଦ୍ଧବ ଠାକରେ ଶନିବାର ଅଯୋଧ୍ୟା ଗସ୍ତ କରିଛନ୍ତି। ସେ ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। ହେଲେ ଏହା ରାଜ୍ୟ ସରକାରଙ୍କ ପକ୍ଷରୁ…
୫ କ୍ରିକେଟର ଥିଲେ ଗରିବ ଏବେ ପାଲଟିଛନ୍ତି କୋଟିପତିି
ନୂଆଦିଲ୍ଲୀ, ୭।୩: ଦିନେ ଗରିବ ଥିବା ୫ ଭାରତୀୟ କ୍ରିକେଟରଙ୍କ ପାଖରେ ଏବେ ଅଚଳାଚଳ ସମ୍ପତ୍ତି। ସେମାନେ ପାଲଟି ଯାଇଛନ୍ତି କୋଟିପତି। ସେମାନେ ହେଉଛି ବିରେନ୍ଦ୍ର ସେହ୍ବାଗ, ରବୀନ୍ଦ୍ର ଜାଡେଜା, ହରଭଜନ ସିଂ, ଜାହିର୍ ଖାଁ ଏବଂ ଉମେଶ ଯାଦବ ପ୍ରମୁଖ।…
କେଶ କାଟିବାରୁ ଅଭିନେତାଙ୍କୁ ଦେବାକୁ ପଡ଼ିଲା ୩୨ ଲକ୍ଷ
ମାଲାୟାଲମ୍ ଫିଲ୍ମ ନିର୍ମାତା ସଚିତ୍ ନିଗମଙ୍କୁ ନିଜ କେଶ କାଟିବାରୁ ୩୨ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ନିଜ କଥା ରଖି ନ ପାରିବାରୁ ତାଙ୍କୁ ଏହି କ୍ଷତି ପୂରଣ ଦେବାକୁ ପଡ଼ିଛି। ପ୍ରକୃତ କଥାଟା ହେଲା, କେରଳ ଫିଲ୍ମ ପ୍ରଡ୍ୟୁସରର୍ସ…
କ୍ରିକେଟକୁ ଓ୍ବାସିମ ଜାଫରଙ୍କ ଅଲ୍ବିଦା
ମୁମ୍ବାଇ,୭ା୩(ପି.ଟି.)- ପୂର୍ବତନ ଭାରତୀୟ ଓପନର ଓ୍ବାସିମ ଜାଫର ଶନିବାର କ୍ରିକେଟ୍ର ସମସ୍ତ ଫର୍ମାଟ୍ରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଏକ ଯୁଗର ଅବସାନ ଘଟିଛି। ୪୨ ବର୍ଷୀୟ ଜାଫର ଅନ୍ତର୍ଜାତୀୟ ସ୍ତରରେ ଭାରତ ପାଇଁ ୩୧ ଟେଷ୍ଟରେ ପ୍ରତିନିଧିତ୍ୱ କରି ୩୪.୧୧…
କାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସ
ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ଏଣୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଅନେକେ ମଧ୍ୟ ସୋସିଆଲ ମିଡିଆ ଜରିଆରେ ଶୁଭେଚ୍ଛା ଜଣାଇବା ଆରମ୍ଭ କରିଦେଲେଣି। ତେବେ ଆପଣ କ’ଣ ଏହା ଜାଣନ୍ତି…
କରୀନାଙ୍କ ଇନ୍ଷ୍ଟାଗ୍ରାମ୍ରେ ଡେବ୍ୟୁ କଲେ ପୁଅ ତୈମୁର
ଏମିତି କୌଣସି ଦିନ ନାହିଁ, ଯେଉଁଦିନ ଅଭିନେତ୍ରୀ କରୀନା କପୁର ଚର୍ଚ୍ଚାରେ ରହିନାହାନ୍ତି। ଗୋଟିଏ ଦିନ ପୂର୍ବରୁ ସେ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଡେବ୍ୟୁ କରିଥିଲେ। ଏବେ ତାଙ୍କ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ପୁଅ ତୈମୁର ଅଲ୍ଲୀ ଖାନ୍ ଡେବ୍ୟୁ କରିଛନ୍ତି। କରୀନା ଇନ୍ଷ୍ଟାରେ…
କରୋନା ସଂକ୍ରମଣ ଶେଷ ହେବା ପରେ ହାତ ମିଳାଅ, ଆଲିଙ୍ଗନ କର: ସଲ୍ମାନ
ବମ୍ବେ: ବିଶ୍ୱରେ ଏବେ କରୋନା ଭୟ। ଚାଇନାରୁ ସୃଷ୍ଟ ଏହି ରୋଗ କବଳକୁ ଅଶୀରୁ ଅଧିକ ଦେଶ ଆସି ସାରିଲେଣି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ଲକ୍ଷେ ଟପିଛି। ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ୩୧ ଟପିଛି। ଏହା ଜଣାପଡ଼ିବା ପରେ…
ରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣା
ଭୋପାଳ: ବିଶ୍ୱରେ ଏମିତି କିଛି ସ୍ଥାନ ରହିଛି, ଯାହାର ରହସ୍ୟ ସମ୍ପର୍କରେ ଆଜି ମଧ୍ୟ କାହାକୁ ଜଣାନାହିଁ। ଏପରିକି ବୈଜ୍ଞାନିକମାନେ ଏହାର ରହସ୍ୟ ଜାଣି ପାରିନାହାନ୍ତି। ଏମିତି ଏକ ରହସ୍ୟମୟ କୁଣ୍ଡର ଗଭୀରତା ସମ୍ପର୍କରେ ବୈଜ୍ଞାନିକମାନେ ଆଜିପର୍ଯ୍ୟନ୍ତ ସଠିକ୍ ଜାଣିନାହାନ୍ତି। ଏହି…
କରୋନା ଭୟ: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ମଙ୍ଗଳବାର ହୋଲି। ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ହେବା ଭୟକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଲି ଖେଳିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ…
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କ ପରଲୋକ
କଟକ ଅଫିସ,୭ା୩: ସ୍ବାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନଜୀବୀ ବିପିନ ବିହାରୀ ରଥଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିବା ବେଳେ କଟକ କନିକା ଛକସ୍ଥିତ…
କରୋନା ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ମନ୍ତ୍ରୀ, ଅଫିସରଙ୍କୁ ବିଦେଶ ଗସ୍ତ ମନା; କୋହଳ ହେବ ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର,୭।୩(ବ୍ୟୁରୋ): ବିଶ୍ୱବାସୀଙ୍କ ନିଦ ହଜାଇଥିବା କରୋନା ଭାଇରସ୍ ଭାରତରେ ପ୍ରବେଶ କଲାଣି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚତ୍ଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ଶନିବାର ଏକ ସମୀକ୍ଷା ବୈଠକ କରିଛନ୍ତି। ଲୋକ…
Archives


