ବୁଲେଟ୍ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା
ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ ବିବାହ ପୋଷାକରେ ସଜେଇ ହୋଇ ଚଷମା ଲଗାଇ ବୁଲେଟ୍ ଚଢ଼ି ମଣ୍ଡପରେ ପହଞ୍ଚିବା…
ରାମମନ୍ଦିରକୁ ଦାନ କରିବେ ଇସ୍ଲାମ୍
ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି କରୁଛନ୍ତି। ଏଭଳି ଲୋକଙ୍କ ପାଇଁ ଏକ ଜବାବ ସାଜିଛନ୍ତି ଉତ୍ତର ପ୍ରଦେଶ ଆଜମଗଡ଼ ଜିଲା…
ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ
କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍ ପିରାମିଡ୍ ଅଫ୍ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଏହାକୁ ଲୋକଙ୍କ ପାଇଁ ପୁନର୍ବାର ଲୋକାର୍ପିତ କରାଯାଇଛି। ଏହି ଅବସରରେ…
ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଇନ୍ଦିରା ଗାନ୍ଧୀ, ଅମୃତ କୌର
ଓ୍ବାଶିଂଟନ,୭।୩: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ସ୍ବାଧିନତା ସଂଗ୍ରାମୀ ଅମୃତ କୌରଙ୍କୁ ଟାଇମ୍ ମାଗାଜିିନର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସାମିଲ କରାଯାଇଛି। ଟାଇମ୍ ମାଗାଜିନ୍ ଦ୍ୱାରା ୧୯୪୭ ଓ ୧୯୭୬ ପାଇଁ କ୍ରମଶଃ ଅମୃତ କୌର ଓ ଇନ୍ଦିରା…
୧୨ ବର୍ଷ ତଳେ ଗୋଟିଏ ରୁମ୍ ଥିବା ଘରେ ବାସ କରୁଥିଲେ ନେହା କକ୍କର: ଫଟୋ ଶେୟାର କରି ହେଲେ ଭାବୁକ
ମୁମ୍ବାଇ: ବଲିଉଡ୍ର ଗାୟିକା ନେହା କକ୍କର ୧୨ ବର୍ଷ ତଳେ ଥିବା ତାଙ୍କ ଅବସ୍ଥାର ଏକ ଫଟୋ ଇନଷ୍ଟାଗ୍ରାମ୍ରେ ଶେୟାର କରିଛନ୍ତି। ସେତେବେଳେ ସେ ଋଷିକେଶରେ ଗୋଟିଏ ରୁମ୍ ଥିବା ଘରେ ବାସ କରୁଥିଲେ। ଏଠାରେ ତାଙ୍କର ଜନ୍ମ ହୋଇଥିଲା। ଏହିଘରେ…
ଗଞ୍ଜାମରେ ଶନିବାର ‘ନୋ ବ୍ୟାଗ୍ ଡେ’
ଛତ୍ରପୁର,୭ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା…
ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜେରା କରିବ। ଅନାମଙ୍କ ନାମରେ ସମୁଦାୟ କେତେ ଟଙ୍କାର…
ଏପ୍ରିଲ ୩ରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବଣ୍ଟାଯିବ
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ସମ୍ବନ୍ଧୀୟ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଆବଶ୍ୟକ ଥିବା ୨,୪୯,୫୪,୧୨୭ ପାଠ୍ୟପୁସ୍ତକ ମଧ୍ୟରୁ…
ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା
ନୂଆଦିଲ୍ଲୀ,୭।୩: ବୟସ ବଢ଼ିବା ସହିତ ଲୋକେ ଚାଲିବା ସମୟରେ ତଳେ ପଡ଼ିଯିବାର ଆଶଙ୍କା ରହିଥାଏ। ସେମାନେ ସାହାରା ଲୋଡ଼ିଥାନ୍ତିି। ତେବେ ଏଣିକି ଆଉ ଅନ୍ୟ କାହାର ସାହାରର ଆବଶ୍ୟକତା ରହିବନି। ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର ଏକ ସ୍ମାର୍ଟ ବାଡ଼ି…
ନାଁକୁ ନିଯୁକ୍ତି
ଶିଳ୍ପ କରିଡର ଭାବେ ପରିଚିତ ଅନୁଗୋଳ ଜିଲାରେ ବଢ଼ୁଛି ବେକାରି ସମସ୍ୟା। ୨୦୧୫ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଜିଲାରେ ୨୪ ହଜାର ୮୯୫ ଜଣ କର୍ମ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକୃତ କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ନିଯୁକ୍ତି ପାଇଛନ୍ତି,…
ଜୟାପ୍ରଦାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି
ରାମପୁର,୭।୩: ଆଚାର ସଂହିତା ଉଲ୍ଲଂଘନ ମାମଲାରେ ପୂର୍ବତନ ଏମ୍ପି ଜୟାପ୍ରଦା ହାଜର ନ ହେବାରୁ କୋର୍ଟ ତାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତି ଶୁଣାଣି ଏପ୍ରିଲ ୨୦ରେ ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଜୟାପ୍ରଦା…
କାଦୁଅରେ ଫସିଗଲା ଆମ୍ବୁଲାନ୍ସ
ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ ବର୍ଷା ହେବାରୁ ଆଦିବାସୀ ଅଧ୍ୟୁଷିତ ଦୁଢ଼ା ପଞ୍ଚାୟତର ଜୁଡାଗଣ୍ଡା ଗଁ। ନିକଟ ବାଲିଝରୀ ଘାଟିରେ…
Archives


