Home Left

୧୧ରେ ଦିଲ୍ଲୀ ଦଙ୍ଗା ଆଲୋଚନା

ନୂଆଦିଲ୍ଲୀ,୭ା୩: ହୋଲି ପରେ ମାର୍ଚ୍ଚ ୧୧ରେ ଦିଲ୍ଲୀ ଦଙ୍ଗା ପ୍ରସଙ୍ଗ ପାର୍ଲାମେଣ୍ଟ ଆଲୋଚନାରେ ସ୍ଥାନ ପାଇବ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଗତ ସପ୍ତାହର ଦଙ୍ଗା ଉପରେ ଗୃହରେ ଉତ୍ତର ରଖିବେ। ସୋମବାର ଅଧିବେଶନ ଆରମ୍ଭ ହେବା ଦିନଠାରୁ ଦଙ୍ଗା ଉପରେ…

ଅହମଦ ପଟେଲଙ୍କୁ ଆୟକର ସମନ

ନୂଆଦିଲ୍ଲୀ,୭ା୩(ପି.ଟି.): ଟିକସ ଫାଙ୍କି ସହ ସମ୍ପୃକ୍ତି ଅଭିଯୋଗରେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲଙ୍କୁ ଆୟକର ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। ଦଳୀୟ ଅର୍ଥ କାରବାରକୁ ନେଇ ଟିକସ ଫାଙ୍କିର ତଦନ୍ତ କରୁଛି ଆୟକର ବିଭାଗ। ଦଳର କୋଷାଧ୍ୟକ୍ଷ ଭାବରେ…

‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’

ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ ଫସାଇ ଦିଆଯାଇଛି ବୋଲି କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ରେଲ ଫାଟକ…

କାକଟପୁର ବ୍ଲକ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି

କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ କ୍ୱାର୍ଟର୍ସଗୁଡିକ ନଷ୍ଟ ହେବାକୁ ବସିଥିବା ବେଳେ ଏଥିପ୍ରତି ପ୍ରଶାସନିକ…

ପାକ୍‌ରେ କୋଠା ଭୁଶୁଡ଼ି ୧୮ ମୃତ

କରାଚୀ,୭ା୩(ପି.ଟି.): ପାକିସ୍ତାନର କରାଚୀରେ ଶୁକ୍ରବାର ଏକ ୩ ମହଲା କୋଠା ଭୁଶୁଡ଼ି ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ। ଗୁଲ୍‌ବହାର ଅଞ୍ଚଳର ୮୦ ବର୍ଗ ୟାର୍ଡ ଜମି ଉପରେ ଥିବା ଏହି କୋଠା ବେଆଇନ…

ଶ୍ରୀଲିଙ୍ଗରାଜଙ୍କ ନିଷ୍କର ଜମିରେ ଜନବସତି

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ କୁମ୍ଭକାର ସେବାୟତଙ୍କ ଭୂମିକା ଅନେକ ଗୁରୁତ୍ୱ ବହନ କରେ। ଶ୍ରୀଲିଙ୍ଗରାଜ ମନ୍ଦିରରେ ପୂଜା ଲାଗି…

ଶ୍ରଦ୍ଧାଞ୍ଜଳି ସଭାରେ ଆକ୍ରମଣ

କାବୁଲ,୭ା୩(ଏ.ଏଫ୍‌.ପି.): ଆଫଗାନିସ୍ତାନ ରାଜଧାନୀ କାବୁଲରେ ଏକ ରାଜନୈତିକ ସଭା ଚାଲିଥିବାବେଳେ ଆକ୍ରମଣ ହୋଇଛି। ଏଥିରେ ଅନୂ୍ୟନ ୨୯ ଜଣ ନିହତ ଓ ୩୦ ଆହତ ହୋଇଛନ୍ତି। ଦେଶର ମୁଖ୍ୟ କାର୍ଯ୍ୟନିର୍ବାହୀ ଅବ୍‌ଦୁଲ୍ଲା ଅବ୍‌ଦୁଲ୍ଲାଙ୍କୁ ଟାର୍ଗେଟ କରି ଏହି ଗୁଳିକାଣ୍ଡ ଘଟାଯାଇଲା। ତେବେ…

ଧ୍ୱଜାବତରଣ ଉତ୍ସବରେ ଯୋଗଦେବେନି ଦର୍ଶକ

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଅଟ୍ଟାରୀ-ଓ୍ବାଘା ସୀମାରେ ପ୍ରତିଦିନ ସନ୍ଧ୍ୟାରେ ହେଉଥିବା ଧ୍ୱଜାବତରଣ ଉତ୍ସବରେ ଦର୍ଶକମାନଙ୍କୁ ଭାଗନେବାକୁ ଅନୁମତି ଦିଆଯିବନି। ଶନିବାରଠାରୁ ଏହି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ କୁହାଯାଇଛି। ଭାରତ ସମେତ…

ଶହୀଦନଗରରେ ଜଳିଗଲା ଅଟୋ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ ସୁରକ୍ଷିତ…

ହୋଲି ପାଳନ ବନ୍ଦ କଲା ସିଏପିଏଫ୍‌

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଆନୁଷ୍ଠାନିକ ଭାବେ ହୋଲି ନ ପାଳିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ନିଷ୍ପତ୍ତି ନେଇଛି। ଆଭ୍ୟନ୍ତରୀଣ ସୁରକ୍ଷା ଓ ସୀମା ସୁରକ୍ଷାରେ ମୁତୟନ ଥିବା ସିଆର୍‌ପିଏଫ୍‌ ଏବଂ ବିଏସ୍‌ଏଫ୍‌ ପକ୍ଷରୁ ସାମୂହିକ ରଙ୍ଗର…

ମହାପ୍ରଭୁଙ୍କୁ ଦର୍ଶନ କଲେ ରବିଶଙ୍କର

ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍‌ ଲିଭିଙ୍ଗ୍‌ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ତାଙ୍କୁ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ…

୨୧ଜଣଙ୍କୁ ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଶୁକ୍ରବାର ବ୍ରାଇଟ୍‌ ଓଡ଼ିଆ ଫାଉଣ୍ଡେଶନ ପକ୍ଷରୁ ସୂଚନାଭବନରେ ଓଡ଼ିଶା ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ ପ୍ରଦାନ କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୧ଜଣ ଶ୍ରେଷ୍ଠ ମହିଳା ବ୍ୟକ୍ତିତ୍ୱଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri