ସାଥୀ ଖୋଜିବାକୁ ୨ ହଜାର କିମି
ନୂଆଦିଲ୍ଲୀ, ୭।୩: ‘ବଞ୍ଜର ହୈ ସବ୍ ବଞ୍ଜର ହୈ। ହମ୍ ଢୁଣ୍ଡନେ ଜବ ଫିର୍ଦ୍ଦୋଷ ଚାଲେ। ତେରେ ଖୋଜ୍ ତଲାସ ମେଁ ଦେଖ୍ ପିୟା, ହମ୍ କିତନେ କାଲେ କୋଶ ଚାଲେ…’। ମହାନ୍ ସଙ୍ଗୀତକାର ଗୁଲ୍ଜାରଙ୍କ ରଚିତ ଏହି ଶାୟରୀକୁ ଆମେ…
କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍ଏଚ୍ଆର୍ସିରେ ଏତଲା
କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି ଘଟଣାକୁ ନେଇ ଶୁକ୍ରବାର ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ରେ ଏତଲା ଦିଆଯାଇଛି। ଘଟଣାର କ୍ରାଇମବ୍ରାଞ୍ଚ…
ଏବେ ପସନ୍ଦ ହର୍ବାଲ ହୋଲି
ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି। ସ୍ବାସ୍ଥ୍ୟ ପ୍ରତି ଏହା ହାନିକାରକ ହେଉଥିବାରୁ ଲୋକେ ଏଥିପ୍ରତି ଧୀରେ ଧୀରେ ସଚେତନ ହେଲେଣି।…
ଛତିଶଗଡ଼ରୁ ଓଡ଼ିଶାକୁ ଆସୁଛି ଜାଲ୍ ନୋଟ୍
ଭୁବନେଶ୍ୱର, ୭ା୩(ବ୍ୟୁରୋ): ବ୍ରାଉନ ସୁଗାର କାରବାର ଓ ବାଂଲାଦେଶରୁ ଯୁବତୀ ଚାଲାଣ ଉପରେ ଅଙ୍କୁଶ ଲଗାଇବା ପରେ ଏସ୍ଟିଏଫ୍ ନଜର ଏବେ ଓଡ଼ିଶାକୁ ଆସୁଥିବା ଜାଲ୍ ନୋଟ ଉପରେ। ଜାଲ୍ ନୋଟ୍ କାରବାର ରୋକିବା ପାଇଁ ଏସ୍ଟିଏଫ୍ ଅଣ୍ଟା ଭିଡ଼ିଛି। ଏହି…
୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍ ଆୱାର୍ଡସ୍
ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍ କାନ୍ଭାସ୍ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ‘ରୁଚି ୧୦ମ ଓଡ଼ିଆ ଫିଲ୍ମ ଫେୟାର୍ ଆୱାର୍ଡସ୍’ ଆୟୋଜନ ହେବ। ଏହି ଅବସରରେ…
୮ରେ ‘ମୋ ବସ୍’ରେ ମାଗଣା ଯିବେ ମହିଳା
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତା ୮ତାରିଖରେ ‘ମୋ ବସ୍’ରେ ମହିଳା ଦେୟମୁକ୍ତ ଯାତ୍ରା କରିପାରିବେ। ମହିଳା ଦିବସରେ ମହିଳାଙ୍କ ପ୍ରତି ସମ୍ମାନ ଜଣାଇ କ୍ରୁଟ୍ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜେନେରାଲ ମ୍ୟାନେଜର ଦୀପ୍ତି…
‘ଆଡ୍ଭେଞ୍ଚର୍ସ ଅଫ୍ ଦି ଡେୟାରଡେଭିଲ୍ ଡେମୋକ୍ରାଟ୍’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଥିଲେ କିମ୍ବଦନ୍ତୀ ପୁରୁଷ। ତାଙ୍କ ବୀରତ୍ୱ ସାରା ବିଶ୍ୱ ଜାଣିଛି। ଇଣ୍ଡୋନେସିଆର ସ୍ବାଧୀନତାରେ ତାଙ୍କ ଯୋଗଦାନ ଅତୁଳନୀୟ ଥିଲା। ସେହିପରି କଶ୍ମୀର ମିଶନରେ ମଧ୍ୟ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ବିଜୁବାବୁ ଭାରତୀୟ ରାଜନୀତିରେ…
ଫିଲ୍ମରେ ଓଡ଼ିଶାର ସୌନ୍ଦର୍ଯ୍ୟ ଦେଖାଇବେ ନୀଳମାଧବ
ଭୁବନେଶ୍ୱର,୭ା୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଲୋକଙ୍କ ମଧ୍ୟରେ ଦେଖାଯାଉଥିବା ଏକୁଟିଆପଣ, ଭୟ ଏବଂ ଭଲପାଇବାକୁ ନେଇ ଏକ ନୂଆ ଫିଲ୍ମ କରିବାକୁ ଯାଉଛନ୍ତି ଓଡ଼ିଶା ଜନ୍ମିତ ଜାତୀୟ ଏବଂ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମନିର୍ମାତା ନୀଳମାଧବ ପଣ୍ଡା। ‘ବିଶ୍ୱ’ ନାମକ ଏହି ଫିଲ୍ମ ଜଣେ…
ଆର୍. ମାଙ୍ଗା ବାବୁ ନୂଆ ଜିଏସ୍ଟି ମୁଖ୍ୟ ଆୟୁକ୍ତ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଜିଏସ୍ଟି କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ, ଭୁବନେଶ୍ୱର ଜୋନର ମୁଖ୍ୟ ଆୟୁକ୍ତ ଭାବେ ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ ଆର୍. ମାଙ୍ଗା ବାବୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କୁ…
ମହିଳା ପୋଲିସଙ୍କୁ ମିଳୁଛି କର୍ମକ୍ଷେତ୍ରରେ ନିର୍ଯାତନା
କଟକ ଅଫିସ, ୭ା୩: କଟକସ୍ଥିତ ଓଏସ୍ଏପି ଷଷ୍ଠ ବାଟାଲିୟନ୍ ପରିସରରେ ରାଜ୍ୟସ୍ତରୀୟ ମହିଳା ପୋଲିସ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀ ଦେଶରେ ପ୍ରଥମ ବୋଲି ପୋଲିସ ବିଭାଗ ପକ୍ଷରୁ କୁହାଯାଉଛି। ଏହି ସମ୍ମିଳନୀରେ…
ଦୋପଟି ମେଳଣ ପଡ଼ିଆରେ ହରିହର ଭେଟ
ବାଲିପାଟଣା, ୭ା୩(ଡି.ଏନ୍.ଏ.): ପାରମ୍ପରିକ ଦୋପଟି ମେଳଣ ବାଲିପାଟଣାସ୍ଥିତ ମେଲଣ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଧି ଅନୁଯାୟୀ ଥାନପତି ବୁଦ୍ଧନାଥ ଦେବଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଠାକୁରଙ୍କୁ ମେଳଣ ଯାତ୍ରାକୁ ଆସିବାକୁ ନିମନ୍ତ୍ରଣ ଦିଆଯାଇଥିଲା। ଥାନାପତିଙ୍କ ନିମନ୍ତ୍ରଣ ରକ୍ଷାକରି ଏକାଦଶୀ ତିଥିରେ…
ଆଜିଠୁ ବାହାର ଫଗୁ ଖେଳ ଆରମ୍ଭ
ପୁରୁଣା ଭୁବନେଶ୍ୱର, ୭ା୩ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହାର ଫଗୁ ଖେଳ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନଗର ପରିକ୍ରମାରେ ଶ୍ରୀ ଜୀଉମାନେ ଯାତ୍ରା ଆରମ୍ଭ କରିଛନ୍ତି। ସନ୍ଧ୍ୟାଧୂପ ସରିବା ପରେ ଠାକୁରଙ୍କ ବଡ଼ସିଂହାର ଓ ବେଶ ହୋଇଥିଲା। ପରେ…
Archives


