Home Left

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ କରିବା ଘଟଣାରେ ଜଣେ କିନ୍ନର ଓ ମହିଳାଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ…

ମଦ ନିଶାରେ ସାଙ୍ଗଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ମଦ ନିଶାରେ ସାଙ୍ଗକୁ ହତ୍ୟା କରିଥିଲା ସାଙ୍ଗ। ନିଜ ଘରକୁ ଡାକି ମଦ ପିଆଇ ମୁଣ୍ଡକୁ ମଦ ବୋତଲରେ ପିଟି ଜୀବନ ନେଇଥିଲା। ପ୍ରମାଣ ଲୁଚାଇବା ପାଇଁ ମୃତଦେହକୁ ସ୍କୁଟିରେ ଲଦି ଇନ୍‌ଫୋସିଟି ଥାନା ଅଧୀନ ପଟିଆ ବିଗ୍‌ବଜାର…

ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ

କୁଜଙ୍ଗ, ୭।୩ (ଡି.ଏନ୍‌.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ ପୋଲିସର…

୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ

ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ମାରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ ପରେ…

ନୃତ୍ୟରେ କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ

ପାଲଲହଡା,୭ା୩(ଡି.ଏନ.ଏ) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ମାଲ୍ୟଗିରି ମୁକ୍ତାକାଶ ରଙ୍ଗମଞ୍ଚ। ପାଲଲହଡା ବିଧାୟକ…

କାମ ଦେଉନି ଧରପଗଡ଼, ଜରିମାନା ଆଦାୟ

କେନ୍ଦୁଝର, ୭।୩ (ସ୍ବ.ପ୍ର.)- ଖଣିଖାଦାନ ଭରା କେନ୍ଦୁଝର ଜିଲାରେ ରାସ୍ତାଘାଟ ଦୁରବସ୍ଥା, ଟ୍ରାଫିକ ସମସ୍ୟା ଓ ବିଭିନ୍ନ ସମୟରେ ଘଟୁଥିବା ଦୁର୍ଘଟଣା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାରେ ପ୍ରଶାସନ ସଫଳ ହୋଇ ପାରୁ ନାହିଁ ।…

ଝୁଲୁଛି ବିପଦ

ବାରିପଦା ଅଫିସ,୭ା୩- ବିଦ୍ୟୁତ୍‌ ବିଭାଗର ବେଫିକର ମନୋଭାବ ଯୋଗୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଧନ ଜୀବନର ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। ମୁଣ୍ଡ ଉପରେ ବିପଦ ସାଜି ଝୁଲି ରହିଛି ବିଦ୍ୟୁତ୍‌ ତାର। ସେହିପରି ରାସ୍ତା ପାର୍ଶ୍ୱ ଟ୍ରାନ୍ସଫର୍ମର…

ପରିବା ବ୍ୟାଗରେ ବୁହା ହେଲା ଯୁକ୍ତ ୨ ଉତ୍ତରଖାତା

ଉଦଳା,୭ା୩(ଡ଼ି.ଏନ୍‌.ଏ.)- ଯୁକ୍ତ ଦୁଇ ପରୀକ୍ଷା ପରିଚାଳନା ନେଇ ଉଚ୍ଚଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା କହୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପରିବା ବ୍ୟାଗରେ ଉତ୍ତରଖାତା ଭର୍ତ୍ତି ହୋଇ ନୋଡାଲ ସେଣ୍ଟରକୁ ଯିବା ଘଟଣା ପଦାକୁ ଆସିଛି।…

ସ୍ବାସ୍ଥ୍ୟସେବା ଉପରୁ ତୁଟୁଛି ଭରସା

ଭୋଗରାଇ, ୭।୩(ଡି.ଏନ.ଏ.)-ରାଜ୍ୟରେ ସର୍ବବୃହତ ବ୍ଲକ ଭାବେ ପରିଚିତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ହୋଇରହିଛି। ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାଠାରୁ ଏହାର ଦୂରତା ୧୦୦ କି.ମି.। ଏହି ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ରୋଗୀ…

ତୃତୀୟ ଦିନିକିଆ: ବାଂଲାଦେଶର ବୃହତ୍‌ ବିଜୟ

ସିଲହେଟ,୭।୩- ବର୍ଷା ବାଧାପ୍ରାପ୍ତ ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୧୨୩ ରନରେ ବିଜୟୀ ହୋଇଛି। ଟସ୍‌ ହାରି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୪୩ ଓଭରରେ ୩ ଉଇକେଟ ହରାଇ ୩୨୨ ରନ…

କରୋନା ଦ୍ୱାରା ଭାରତୀୟ କ୍ରୀଡ଼ା ପ୍ରଭାବିତ

ନୂଆଦିଲ୍ଲୀ,୭।୩(ପି.ଟି.)- ବିଶ୍ୱବ୍ୟାପୀ କରୋନାଭାଇରସ୍‌ର ଆତଙ୍କ ଦେଖା ଦେଇଛି। ଏହା ମଧ୍ୟ ଭାରତୀୟ କ୍ରୀଡ଼ାକୁ ପ୍ରଭାବିତ କରିଛି। ପ୍ରଥମ ମେଜର ଇଭେଣ୍ଟ ଭାବେ ଶୁଟିଂ ବିଶ୍ୱକପକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଫଳରେ ଦେଶରେ ତାରକା ଆଥଲେଟ୍‌ଙ୍କ ଅଲିମ୍ପିକ୍‌ ପ୍ରସ୍ତୁତିରେ ବାଧା ସୃଷ୍ଟି…

ଅଲିମ୍ପିକ ମଶାଲ ଆଗମନ ଉତ୍ସବ ଛୋଟ ଆକାରରେ ହେବ

ଟୋକିଓ ୬ା୩ (ଏପି)- କରୋନା ଭାଇରସ୍‌ର ବ୍ୟାପକତା ଦୃଷ୍ଟିରୁ ଅଲିମ୍ପିକ ମଶାଲ ଆଗମନ ଉତ୍ସବକୁ ଛୋଟ ଆକାରରେ କରାଯିବ ବୋଲି ଟୋକିଓ ଅଲିମ୍ପିକ୍ସ ମୁଖ୍ୟ ୟୋଶିରୋ ମୋରି ଶୁକ୍ରବାର ସୂଚନା ଦେଇଛନ୍ତି। କାର୍ଯ୍ୟସୂଚୀ ଅନୁସାରେ ଅଲିମ୍ପିକ ମଶାଲ ମାର୍ଚ୍ଚ ୨୦ରେ ଜାପାନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri