Home Left

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କନ୍ତୋ ଗ୍ରାମରେ l ଗୁରୁବାର ଭୋର ୫ଟାରେ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ ୯, ୨୦୨୬), ଟ୍ରମ୍ପଙ୍କ ରିପବ୍ଲିକାନ ପାର୍ଟିର ସଦସ୍ୟ କଂଗ୍ରେସମ୍ୟାନ ଗ୍ରେଗ ଷ୍ଟିଉବ ବିଦେଶୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ PUCC ଫାଇନ କମାଇବା ପାଇଁ ଯୋଜନା ଚାଲିଛି । ରାଜ୍ୟରେ ବାୟୁ ପ୍ରଦୂଷଣ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି। ଏହାର ଟ୍ରେଲର ମଧ୍ୟ ମୁକ୍ତିଲାଭ କରିଛି। ଟ୍ରେଲର ଦେଖିବା ପରେ ଦର୍ଶକ ମୋନାଲିସାଙ୍କ…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଦିନେଶ ଲିଜା ସହିତ ସମ୍ପର୍କ ରଖି ଆଉ ନିୟମିତ ଘରକୁ ଆସୁ…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର ସୀମା ମଧ୍ୟରେ ଦର୍ଶାଯାଇଥିଲା। ଏହି ମାନଚିତ୍ର ଅନେକଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ଥିଲା, କାରଣ…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ କନିଷ୍ଠ ବର୍ଗ ସ୍ଲେଟିଂ ୧୦୦ ମିଟରରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ। ଶନିଙ୍କ ରାଶିରେ ଗ୍ରହଣ ଏକ ଅନନ୍ୟ ଗ୍ରହ ସଂଯୋଜନ ସୃଷ୍ଟି କରୁଛି। କୁମ୍ଭରେ…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା ଯେତେବେଳେ ବିମାନର ପାଇଲଟ ବିମାନ ଟ୍ରାଫିକ ନିୟନ୍ତ୍ରଣକୁ ଏକ ହୃଦୟବିଦାରକ ଶେଷ ବାର୍ତ୍ତା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ବାଙ୍କଲେଡି ଗ୍ରାମର ବାହେଲୀ ଗୌଡ଼ (୬୦)। ବାହେଲି…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି ସରଗରମ ରହିଛି। ଏହି ବିବାଦ ମଧ୍ୟରେ, ଗୋଟିଏ ନାମ ବାରମ୍ୱାର ସାମ୍ନାକୁ ଆସିଛି:…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ କାଲାବୁରାଗିର କଂଗ୍ରେସ ବିଧାୟକଙ୍କ ଘନିଷ୍ଠ ସହଯୋଗୀ ମତିନ ପଟେଲଙ୍କୁ ଭିଡିଓରେ ପିସ୍ତଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?