Home Left

‘ଜେମ୍ସ ବଣ୍ଡ’ ଫିଲ୍ମରେ କାମ କରିବାକୁ ଚାହୁଛନ୍ତି ମଲାଇକା

ବଲିଉଡ୍‌ ଅଭିନେତ୍ରୀ ତଥା ଆଇଟମ୍‌ ଗର୍ଲ ମଲାଇକା ଅରୋରାଙ୍କର ବର୍ତ୍ତମାନ ଅଭିନୟରେ କୌଣସି ଆଗ୍ରହ ନାହିଁ। ତେବେ ଯଦି ଜେମ୍ସ ବଣ୍ଡ ଫିଲ୍ମରେ କାମ କରିବାର ସୁଯୋଗ ମିଳେ ନିଶ୍ଚିନ୍ତ କରିବେ ବୋଲି ସେ କହିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ…

ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ

ଅସ୍ତରଙ୍ଗ,୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍‌, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍‌ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛନ୍ତି।…

ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍‌ ଥିଲା: ମହେଶ୍ୱର

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍‌ ଥିଲା। ଅଧିକ ସୁଧ ଲୋଭରେ ତତ୍‌କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା ରଖିଛନ୍ତି।…

ରାମ ମନ୍ଦିରକୁ ନେଇ ମୋଦିଙ୍କୁ ଚିଠି ଲେଖିଲା ଶିବସେନା

ମୁମ୍ବାଇ,୬।୩: ରାମ ମନ୍ଦିରକୁ ନେଇ ଶୁକ୍ରବାର ଶିବସେନା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଚିଠି ଲେଖିଛି। ଏହି ଚିଠି ମାଧ୍ୟମରେ ଶିବସେନାର ଜଣେ ସଦସ୍ୟଙ୍କୁ ରାମ ମନ୍ଦିର ଟ୍ରଷ୍ଟରେ ସାମିଲ କରିବାକୁ ମୋଦିଙ୍କୁ ଅନୁରୋଧ କରାଯାଇଛି। ଏଥିରେ ଦର୍ଶାଯାଇଛି କି ବାଲ ଠାକରେଙ୍କ…

ଟ୍ରମ୍ପଙ୍କ ପରି ଅଭେଦ୍ୟ ହେବ ମୋଦିଙ୍କ ସୁରକ୍ଷା!

ନୂଆଦିଲ୍ଲୀ,୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ଏବେ କେବଳ ସ୍ଥଳପଥ ନୁହେଁ ଆକାଶ ପଥରେ ବି ଅଭଦ୍ୟ ହେବାକୁ ଯାଉଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଶ ପଥର ସୁରକ୍ଷାକୁ ବଢାଇବାକୁ ପ୍ରୟାସ କରାଯାଉଛି। ଏଥିପାଇଁ ଭାରତ…

୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍‌କାରୀ’ ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ହୋଲି ଗୀତ ମଧ୍ୟରୁ ଅନ୍ୟତମ। ଉକ୍ତ ଫିଲ୍ମ ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ…

ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ

ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ ମିଳିଥାଏ। କିଛି ଏଭଳି ଘଟଣା ଘଟିଛି ଫ୍ଲୋରିଡାରେ। ଯେଉଁଠାରେ ସମୁଦ୍ର କୂଳ ନିକଟରେ ଥିବା…

ବିହାର ବିଧାନସଭାରେ ମୂଷାଧରି ପହଞ୍ଚିଲେ ବିଧାୟକ

ପାଟନା,୬।୩: ବିହାର ବିଧାନସଭାର ବଜେଟ ଅଧିବେଶନ ସମୟରେ ଶୁକ୍ରବାର ଏକ ଅଦ୍ଭୁଦ ଘଟଣା ଦେଖିବାକୁ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଜଣେ ବିଧାୟକ ଶୁକ୍ରବାର ଏକ ମୂଷାକୁ ଯନ୍ତାରେ ଧରି ବିଧାନସଭାରେ ପହଞ୍ଚିଥିବା ଦେଖାଯାଇଥିଲା। ଏହାକୁ ନେଇ ବିବାହରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ପୁଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୬।୩- ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସର୍ଜରି ପରେ ଫିଟ୍‌ ହୋଇ ପଡ଼ିଆକୁ ଫେରିବାପରଠାରୁ ବିସ୍ଫୋରକ ବ୍ୟାଟିଂ କରୁଛନ୍ତି। ଡି.ଓ୍ବାଇ. ପାଟିଲ ଟୁର୍ନାମେଣ୍ଟର ଗତମ୍ୟାଚ୍‌ରେ ଶତକ ହାସଲ କରିଥିବା ଅଲରାଉଣ୍ଡର ପୁଣି ଶୁକ୍ରବାର ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି।…

ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଚାଲିଥିବା ଅନଶନ ପ୍ରତ୍ୟାହୃତ

ବନ୍ତ, ୬।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢୀ ଗ୍ରାମବାସୀ ଗୁରୁବାରଠାରୁ ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ପ୍ରତିଶ୍ରୁତି ପରେ ଶୁକ୍ରବାର ଗ୍ରାମବାସୀ ଅନଶନ ଭଙ୍ଗିଛନ୍ତି। ଅନଶନର ଦ୍ୱିତୀୟ…

ଅଧିନାୟକ ପଦ ଛାଡ଼ି କୋଚ୍‌ ହେଲେ ସାମି

କରାଚୀ,୬।୩- ଦୁଇ ଥର ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ଡାରେନ ସାମି ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ଫ୍ରାଞ୍ଚାଇଜ ପେଶାଓ୍ବର ଜାଲିମର ଅଧିନାୟକ ପଦ ଛାଡ଼ି ଦେଇଛନ୍ତି। ଅଧିନାୟକ ପଦଠାରୁ ସେ ଆହୁରି ଗୁରୁତ୍ୱପୂର୍ଣ୍ଣ ଦଳର ମୁଖ୍ୟ…

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ ପାରିବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri