ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ
କଟକ ଅଫିସ,୫।୩: କରୋନାକୁ ନେଇ ରାଚିଆଡେ ଭୟର ମାହୋଲ। ଏଭଳି ସ୍ଥଳେ କଟକ ଏସ୍ସିବି ମେଡିକାଲର କରୋନା ୱାର୍ଡରୁ ଜଣେ ସନ୍ଦିଗ୍ଧ ଗୁରୁବାର ରାତିରୁ ଚମ୍ପଟ ମାରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଆୟରଲାଣ୍ଡର ନାଗରିକ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର…
ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍ଟିଓ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ
ନବରଙ୍ଗପୁର,୬।୩(ବି.ପ୍ର.): ନବରଙ୍ଗପୁର ଆର୍ଟିଓ ଗଣେଶ୍ୱର କଅଁର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳୁ ଏକକାଳୀନ ଘର, କାର୍ଯ୍ୟାଳୟ, ଫୁଲବାଣୀସ୍ଥିତ ଘର, ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଢ଼ାଉ ଜାରି ରହିଛି। ସୂଚନାଯୋଗ୍ୟ,ଫେବୃୟାରୀ ୨୨ ତାରିଖରେ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଡାଟା ଏଣ୍ଟ୍ରି…
ଘନେଇଲା କମଲନାଥଙ୍କ ସଙ୍କଟ
ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବି…
ବିଳମ୍ବ ବ୍ୟୟ ବୃଦ୍ଧି
ଅବିଭକ୍ତ ଗଞ୍ଜାମ (ଗଜପତି ସହ) ଜିଲାର ପ୍ରାୟ ୭୦% ଜନସାଧାରଣ କେବଳ କୃଷି କାର୍ଯ୍ୟ ଉପରେ ନିର୍ଭର କରନ୍ତି। ତେବେ ଚାଷ ପାଇଁ ସେଚ ବ୍ୟବସ୍ଥାର ପର୍ଯ୍ୟାପ୍ତ ସୁବିଧା ନ ଥିବାରୁ ସେମାନେ ଚିନ୍ତାରେ ଅଛନ୍ତି। ଜଳସେଚନର ଉନ୍ନତୀକରଣ ପାଇଁ ସରକାର…
ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର
ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍ ପ୍ରମାଣପତ୍ର ଦେଖାଇବାକୁ ହେବ।…
ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର
ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲିବା…
ଆଜିଠାରୁ ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍
ଭୁବନେଶ୍ୱର,୬।୩(ବ୍ୟୁରୋ): ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଓ ଫ୍ରୋନିଅସ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ମିଳିତ ଆନୁକୂଲ୍ୟରେ ‘ନ୍ୟାଶନାଲ ଓ୍ବେଲ୍ଡିଂ ଲିଗ୍ ଅଫ୍ ଓ୍ବିମେନ୍ ଷ୍ଟୁଡେଣ୍ଟସ’ ବା ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍ର ଦ୍ୱିତୀୟ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହି ୩ଦିନିଆ…
ଚାଇନା ଜାହାଜକୁ ମିଳୁନି ଅନୁମତି
ନୂଆଦିଲ୍ଲୀ,୬ା୩(ପି.ଟି.): ୧୬,୦୭୬ ଯାତ୍ରୀ ଓ କର୍ମଚାରୀଙ୍କୁ ନେଇ ଆସିଥିବା ଚାଇନାର କେତେକ ଜାହାଜ ତଥା ପୂର୍ବରୁ ଚାଇନା ଯାଇଥିବା ଜାହାଜଗୁଡ଼ିକୁ ଭାରତୀୟ ବନ୍ଦର ମଧ୍ୟରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇନାହିଁ। ତେବେ ଉକ୍ତ ଜାହାଜରେ ଥିବା ଯାତ୍ରୀ ଓ କର୍ମଚାରୀମାନଙ୍କୁ ସମସ୍ତ…
ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ
ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।…
ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ
କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…
ଆଜି ମହିଳା ପୋଲିସ ସମ୍ମିଳନୀ
କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…
ଦୁବାଇରେ ଭାରତୀୟ ଛାତ୍ରୀଙ୍କୁ କରୋନା
ଦୁବାଇ,୬ା୩(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ କରୋନା ରୋଗୀସଂଖ୍ୟା ୨୮କୁ ବୃଦ୍ଧି ପାଇଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ଭାରତୀୟ ଛାତ୍ରୀ ରହିଛନ୍ତି। ଦୁବାଇର ଭାରତୀୟ ସ୍କୁଲରେ ପଢ଼ୁଥିବା ୧୬ ବର୍ଷୀୟା ଛାତ୍ରୀ କରୋନା ସଂକ୍ରମିତ। ବିଦେଶ ଯାଇଥିବା ତାଙ୍କ ବାପାଙ୍କ ଠାରୁ…
Archives


