ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ରଥଖଳାରେ ରଥକାଠ ଅନୁକୂଳ ସମ୍ପନ୍ନ
ପୁରୁଣା ଭୁବନେଶ୍ୱର,୬।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଗୁରୁବାର ମନ୍ଦିର ସନ୍ନିକଟ ରଥଖଳାରେ ରଥକାଠ ଅନୁକୂଳ ରୀତିନୀତି ଅନୁସାରେ ସମ୍ପନ୍ନ ହୋଇଛି। ପ୍ରାତଃରୁ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତି ଆଳତି, ଅବକାଶ, ସର୍ବସାଧାରଣ ଦର୍ଶନ, ପରେ ମାଘ ସ୍ନାନ, ବେଶ, ସୂର୍ଯ୍ୟପୂଜା,…
ମୁଦ୍ରା ବ୍ୟବହାର କମାଇଲା ଇରାନ
ଦୁବାଇ,୬ା୩: ଇରାନରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସେଠାରେ କାଗଜ ମୁଦ୍ରା ବ୍ୟବହାର ଯଥା ସମ୍ଭବ କମାଇବା ପାଇଁ ସରକାର ଦେଶବାସୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଇରାନରେ ବିଭିନ୍ନ ସ୍ଥାନକୁ ଲୋକଙ୍କ ଯାତାୟାତ ହ୍ରାସ ଲାଗି ବିଭିନ୍ନ ଚେକ୍ ପଏଣ୍ଟରେ କର୍ମଚାରୀ ମୁତୟନ…
ଆମେରିକାରେ ମୃତ୍ୟୁସଂଖ୍ୟା ୧୧
ସିଟଲ,୬ା୩: ଆମେରିକାରେ କରୋନା ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲାଣି।କେବଳ ଓ୍ବାଶିଂଟନରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସିଟଲ ଅଞ୍ଚଳର ଏକ ନର୍ସିଂ ହୋମ୍ରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଫେଡେରାଲ କର୍ତ୍ତୃପକ୍ଷ ଏହାର ତଦନ୍ତ କରିବେ ବୋଲି ଘୋଷଣା କରିଛନ୍ତି।…
କରୋନାକୁ ନେଇ ଗୁଜବ: ୭ ତୁଳସୀପତ୍ର ଖାଇବାକୁ ପ୍ରଚାର
ପୁରୀ ଅଫିସ,୬।୩: କରୋନାକୁ ନେଇ ଆରମ୍ଭ ହୋଇଯାଇଛି ବିଭିନ୍ନ ପ୍ରକାର ଗୁଜବ। ଏହି ପ୍ରାଣଘାତୀ ଭାଇରସ୍ କବଳରୁ କିପରି ରକ୍ଷା ପାଇହେବ ସେଥିଲାଗି ସୋସିଆଲ ମିଡିଆରେ ନାନା ପ୍ରକାର ପୋଷ୍ଟ କରାଯାଉଛି। ତେବେ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏକ ଗୁଜବ ପ୍ରଚାରିତ…
ଯୁବତୀଙ୍କୁ ପୁରୁଷ ପିସିଆର କର୍ମଚାରୀ ଉଠାଇବାରୁ ଉତ୍ତେଜନା
ଭୁବନେଶ୍ୱର,୬।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଜୟଦେହ ବିହାର ଛକ ନିକଟରେ ଗୁରୁବାର ଜଣେ ଯୁବତୀ ରାସ୍ତାରେ ଗଡୁଥିବା ଦେଖିବାକୁ ମିଳିଥିଲା। ଫଳରେ ଏକାଧିକ ଲୋକ ଏକତ୍ରିତ ହୋଇଯିବାରୁ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା। ଖବରପାଇ ନୟାପଲ୍ଲୀ ଥାନା ପିସିଆର ଭ୍ୟାନ୍ ପହଞ୍ଚି ତାଙ୍କୁ ଉଦ୍ଧାର…
ପାର୍କିଂକୁ ନେଇ ଯୁବକଙ୍କୁ ଆକ୍ରମଣ, ଜଣେ ଗରିଫ
ଭୁବନେଶ୍ୱର,୬।୩(ବ୍ୟୁରୋ): ଗାଡି ପାର୍କିଂକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ନୂଆପଲ୍ଲୀ ଥାନା ପୋଲିସ ଜଣେ ବାଇକ୍ ଚାଳକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ ଜିଲାର ରାଜେନ୍ଦ୍ର ନାୟକ(୩୦)। ସେ ସାଲିଆସାହି ଏକାମ୍ରବିହାରରେ ରୁହନ୍ତି। ରାଜେନ୍ଦ୍ରଙ୍କୁ ଗୁରୁବାର କୋର୍ଟ…
ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳି ଫୁଟିବା ଘଟଣା: ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ
ଭୁବନେଶ୍ୱର,୬।୩ (ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିକାଣ୍ଡରେ ବୁଧବାର ରାଜଧାନୀର ଏକ ମ୍ୟାନେଜମେଣ୍ଟ କଲେଜର ଛାତ୍ର ଅସିମ୍ କାଲ୍ସ ଗୁରୁତର ହୋଇଥିଲେ। ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତମାନଙ୍କ ପତ୍ତା ପାଇପାରି ନ ଥିବା ଜଣାପଡିଛି।…
ବୈତରଣୀ ନଦୀବନ୍ଧ ନିର୍ମାଣରେ ବ୍ୟାପକ ଅନିୟମିତତା
ଯାଜପୁର ଅଫିସ,୬।୩: ଯାଜପୁର ଜିଲା ଦଶରଥପୁର ବ୍ଲକବାସୀଙ୍କ ପାଇଁ ବୈତରଣୀ ଜୀବନରେଖା ସଦୃଶ। ଏହି ନଦୀଜଳରୁ ଅଧିକାଂଶ ଚାଷୀ ସେମାନଙ୍କ ଚାଷ କାର୍ଯ୍ୟ ସମ୍ପାଦନ କରିଥାନ୍ତି। ହେଲେ ଏହି ବ୍ଲକର ଗ୍ରାମାଞ୍ଚଳର ନଦୀ ଅବବାହିକା ପରିଚାଳନାର ଶୋଚନୀୟ ଅବସ୍ଥାକୁ ଦେଖିଲେ ଯେକେହି…
କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ
ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉକତ୍ଟ ହୋଇଛି। ବିଶେଷକରି ଭିସା ଷ୍ଟିଲ, ଜିନ୍ଦଲ ଷ୍ଟେନ୍ଲେସ ଷ୍ଟିଲ ଓ ବ୍ରାହ୍ମଣୀ ରିଭର୍ସ…
ରାସ୍ତା ଉପରେ ବୋହୁଛି ବର୍ଜ୍ୟଜଳ: ଗାଁକୁ ଆସିବାକୁ ରାଜି ହେଉନାହାନ୍ତି ଅତିଥି
ରସୁଲପୁର,୬।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତର ୫ଟି ସାହିରୁ ପ୍ରଥମ ଓ ପଞ୍ଚାୟତର ବଡ ସାହି ଭାବେ ଗଣାଯାଉଥିବା ନୂଆସାହି ରାସ୍ତା ଗମନାଗମନ ଉପଯୋଗୀ ହୋଇ ରହିନାହିଁ। ଏହି ପଞ୍ଚାୟତକୁ ସ୍ବଚ୍ଛତା ପୁରସ୍କାର ମିଳିଥିବାବେଳେ ପଞ୍ଚାୟତର ପରିବେଶ ଅତ୍ୟନ୍ତ ଅସ୍ବଚ୍ଛ ଥିବା…
ରାଜଧାନୀରେ ଦେହ ଦଲାଲ ସକ୍ରିୟ
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜଧାନୀରେ କମିଶନରେଟ ପୋଲିସ ଦେହ ବ୍ୟବସାୟୀ ରୋକିବାକୁ ନେଇ ପ୍ରାଣପକ୍ଷେ ଉଦ୍ୟମ ଚଳାଇଛି। ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ଚଢ଼ାଉ କରିବା ସହ ଅନେକ ଦଲାଲ ଏବଂ ବେପାରୀଙ୍କୁ ଧରିବାରେ ସକ୍ଷମ ମଧ୍ୟ ହୋଇଛି। ତଥାପି କେତେଜଣ ଦଲାଲ ଏଥିରୁ…
ରଙ୍ଗ ଉତ୍ସବକୁ ଫିକା କରିବ କରୋନା
ଭୁବନେଶ୍ୱର,୬।୩(ବ୍ୟୁରୋ): ଦିନ କେଇଟା ପରେ ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଫଗୁ ଓ ଫଗୁଣର ଏହି ଉତ୍ସବକୁ ସ୍ବାଗତ କରିବାକୁ ଲୋକେ ପ୍ରସ୍ତୁତ ହେଉଥିବାବେଳେ ଡରାଇ ଦେଇଛି କରୋନା। ଗୋଟିଏ ସ୍ଥାନରେ ଏକାଠି ହୋଇ ହୋଲି ନ ଖେଳିବାକୁ ପ୍ରଧାନମନ୍ତ୍ରୀ…
Archives


