Home Left

ଜେଲଗଲେ ଘରୋଇ ସ୍କୁଲ ଶିକ୍ଷକ

ଭୁବନେଶ୍ୱର,୬।୩(ବ୍ୟୁରୋ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଅସଦାଚରଣ କରୁଥିଲେ ଶିକ୍ଷକ। ଖରାପ ନଜର ରଖି ନାନା ଭାବେ ହଇରାଣ କରୁଥିଲେ। ଶେଷରେ ଧରାପଡ଼ିଯିବା ପରେ ବି ଟଙ୍କା ଦେଇ ଘଟଣାକୁ ଚାପି ଦେବାକୁ ଉଦ୍ୟମ ମଧ୍ୟ…

କରୋନା ସନ୍ଦିଗ୍ଧ ଦମ୍ପତିଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୬।୩: ଚାଇନାରୁ ଭାୟା ସିଙ୍ଗାପୁର ଦେଇ ପାରାଦୀପରେ ପହଞ୍ଚିଥିବା ଏକ ଦମ୍ପତିଙ୍କୁ କରୋନା ଆକ୍ରାନ୍ତରେ ସନ୍ଦେହ କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ରକ୍ତ ଏବଂ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପୁଣେ ସ୍ଥିତ ଏନ୍‌ଆଇଭିକୁ ପଠାଯାଇଥିଲା।…

ଲୋକ ସଭା ଉପବାଚସ୍ପତି ପଦ ବିଜେଡିକୁ ମିଳିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୬।୩(ବ୍ୟୁରୋ): ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନ ଜାରି ରହିଛି। ଓମ୍‌ ବିର୍ଲା ବାଚସ୍ପତି ଭାବେ ନିଜ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ସହାୟତା କରିବା ପାଇଁ ଉଦ୍ଦିଷ୍ଟ ଉପବାଚସ୍ପତି ପଦ ଖାଲିପଡ଼ିଛି। କିଛିମାସର ବ୍ୟବଧାନ ପରେ ଏହି ପଦବୀ ପୂରଣ ନେଇ କେନ୍ଦ୍ର…

ଘାରିଲା କରୋନା ଭୟ, ବଢ଼ିଲା ମାସ୍କ ଡିମାଣ୍ଡ

ଭୁବନେଶ୍ୱର,୬।୩(ବ୍ୟୁରୋ): ଚାଇନାରୁ ଏବେ ସାରା ବିଶ୍ୱକୁ ବ୍ୟାପିଚାଲିଥିବା ମାରାତ୍ମକ କରୋନାକୁ ନେଇ ଏବେ ଭାଳେଣି ପଡ଼ିଛି। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଓଡ଼ିଶାରେ ମଧ୍ୟ ଏକାଧିକ ସନ୍ଦିଗ୍ଧ ରହିଛନ୍ତି। ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସରକାର ଏବେ…

ପ୍ରତିବର୍ଷ ମାର୍ଚ୍ଚ ୫ରେ ଲୋକସେବା ଦିବସ

ଭୁବନେଶ୍ୱର,୬।୩(ବ୍ୟୁରୋ): ବିଜେଡି ସରକାର ପଞ୍ଚମ ପାଳିରେ ଲୋକମାନଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଗଣତନ୍ତ୍ରର ମାଲିକ କହିବା ସହ ନିଷ୍ଠାର ସହିତ ସେବା କରିବାକୁ ସରକାରୀ କର୍ମଚାରୀ, ମନ୍ତ୍ରୀ ଏବଂ ଦଳୀୟ…

ଏସ୍‌ସିବି ମେଡିକାଲରେ ଦ୍ୱିତୀୟ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ: ୨ ରୋଗୀ ପାଇଲେ ନୂଆ ଜୀବନ

କଟକ ଅଫିସ,୫ା୩- ବିଶ୍ୱ ଚିକିତ୍ସା କ୍ଷେତ୍ରରେ ଆଉ ଏକ ସଫଳତା ନିଜ ନଁାରେ ଯୋଡିଛି ଏସ୍‌ସିବି ମେଡିକାଲ। ଜଣେ ମୃତ ମହିଳାଙ୍କ ଶରୀରରୁ କିଡ୍‌ନୀ ବାହାର କରି ଅନ୍ୟ ୨ ଜଣଙ୍କ ଶରୀରରେ ପ୍ରତିରୋପଣ କରିବାରେ ଗୁରୁବାର ସଫଳ ହୋଇଛି ଏସ୍‌ସିବି…

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା…

୬ ମାସରେ ୧୦୯ ଗାଁରେ ପହଞ୍ଚତ୍ବ ସମସ୍ତ ଯୋଜନା

ସୋନପୁର,୫।୩(ନି.ପ୍ର.): ପଞ୍ଚାୟତିରାଜ ଦିବସରେ ସୁବର୍ଣ୍ଣପୁର ଜିଲାରେ ଘୋଷଣା ହୋଇଛି ମିଶନ ୧୦୯ କାର୍ଯ୍ୟକ୍ରମ । ଜିଲାପାଳ ମୋନିଷା ବାନାର୍ଜୀ ଏହି ଘୋଷଣା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଜନସାଧାରଣଙ୍କୁ…

ଦିନିକିଆ ଅଧିନାୟକ ପଦ ଛାଡ଼ିଲେ ମୋର୍ତାଜା

ସିଏହେଟ୍‌, ୫।୩ (ଏଏଫ୍‌ପି)- ବରିଷ୍ଠ ବାଂଲାଦେଶ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜା ଗୁରୁବାର ଦିନିକିଆ ଅଧିନାୟକ ପଦ ଛାଡ଼ିଛନ୍ତି। ଶୁକ୍ରବାର ଜିମ୍ବାଓ୍ବେ ବିପକ୍ଷରେ ଖେଳାଯିବାକୁ ଥିବା ଅନ୍ତିମ ଦିନିକିଆ ଅଧିନାୟକ ଭାବେ ମୋର ଶେଷ ମ୍ୟାଚ୍‌ ହେବ। ତେବେ ଜଣେ ଖେଳାଳି…

ସ୍ଥଗିତ ରହିପାରେ ବିଶ୍ୱକପ୍‌ କ୍ୱାଲିଫାୟର୍ସ

ଜୁରିଚ୍‌, ୫ା୩- ମାରାତ୍ମକ କରୋନା ଭାଇରସ୍‌ ବିପଦ କ୍ରୀଡ଼ା ଜଗତ ଉପରେ ପ୍ରଭାବ ପକାଇବାରେ ଲାଗିଛି। ଏଥିପାଇଁ ଅନେକ ଟୁର୍ନାମେଣ୍ଟ ବାତିଲ ହୋଇଥିବାବେଳେ ଆଉ କେତେକ ପ୍ରତିଯୋଗିତାକୁ ସ୍ଥଗିତ ରଖିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଥଲେଟ୍‌ଙ୍କ ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି…

‘ଏଣ୍ଟରପ୍ରେନିୟର୍ସ ୱିକ୍‌’ର ଶୁଭାରମ୍ଭ: ଏମ୍‌ଏସ୍‌ଏମ୍‌ଇରେ ରହିଛି ପ୍ରଭୂତ ସମ୍ଭାବନା

ଭୁବନେଶ୍ୱର,୫।୩(ବ୍ୟୁରୋ)- ରାଜ୍ୟରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) କ୍ଷେତ୍ରରେ ପ୍ରଭୂତ ସମ୍ଭାବନା ରହିଛି। ଓଡ଼ିଶାରେ ଯେକୌଣସି ଉତ୍ପାଦର ଉତ୍ପାଦନ ମୂଲ୍ୟ ଅନ୍ୟ ରାଜ୍ୟ ତୁଳନାରେ କମ୍‌ ରହିଛି ବୋଲି ଗୁରୁବାର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଭୁବନେଶ୍ୱରଠାରେ…

ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ୱର,୫।୩(ବ୍ୟୁରୋ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ ହୋଇଥିଲା। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri