କରୋନା ଭୟ: ୪ ଫୁଟ ଦୂରରୁ ସେଲୁନ୍ରେ କଟାଯାଉଛି କେଶ
ବେଜିଂ,୫।୩: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେଣୁ ସୁରକ୍ଷା ଦୃଷ୍ଟିରେ ଏଠାରେ ଥିବା ସେଲୁନ୍ରେ ୪ ଫୁଟ ଦୂରରୁ କେଶ କଟାଯାଉଛି। ଗ୍ରାହକମାନଙ୍କଠାରୁ ସୁରକ୍ଷିତ ଦୂରତାରେ ରହି ସେଲୁନ କର୍ମଚାରୀ କେଶ କାଟୁଥିବାର…
ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ
ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି ତାହା ଆସିଯାଇଥାଏ ଚର୍ଚ୍ଚାକୁ। ନିକଟରେ ସେ ଇନଷ୍ଟାଗ୍ରାମରେ ତାଙ୍କ ପତ୍ନୀ ଜୟାଙ୍କର ଏକ ପୁରୁଣା…
‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା
ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍ କୁଇନ୍ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟରେ ଏହାକୁ ଶେୟାର କରିଛନ୍ତି। ଏଥିରେ ବଲିଉଡ୍ ଖିଲାଡି ବୟ ପୋଲିସ ପୋଷାକରେ ଥିବା…
ଦୋଷୀ ଫାଶୀ ଖୁଣ୍ଟରେ ଛୁଲିଲା ପରେ ଖୁସି ହେବି: ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କ ପାଇଁ ଗୁରୁବାର ଚତୁର୍ଥ ଥର ଲାଗି ନୂଆ ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ତିହାର ଜେଲ ପରିସରରେ ଫାଶୀ ଦିଆଯିବାକୁ ସ୍ଥିର କରିଛନ୍ତି…
ଟାଇଟାନିକ ଜାହାଜ କ୍ୟାପଟେନ୍ଙ୍କ ଭଳି ହର୍ଷବର୍ଦ୍ଧନ ଦେଉଛନ୍ତି ଆଶ୍ୱାସନା: ରାହୁଲ
ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଲୋକଙ୍କୁ ଅଯଥା ଚିନ୍ତା ନ କରିବା ଲାଗି ସେ ପରାମର୍ଶ…
ବିଜୁ ଜୟନ୍ତୀରେ ମିନି ମାରାଥନ
ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗୁରୁବାର ଜୟନ୍ତୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି। ଏହି ଅବସରରେ ସକାଳେ ଭୁବନେଶ୍ୱରରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ବିଜୁଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଏହି ମାରାଥନ ବିଜୁ ପଟ୍ଟନାୟକ ପାର୍କଠାରୁ…
ଯାତ୍ରୀବାହୀ ବସ୍କୁ ୬ ଲକ୍ଷ ୭୨ ହଜାର ଜରିମାନା
ବୌଦ୍ଧ, ୫।୩(ସ୍ବ.ପ୍ର.): ମୋଟର ଯାନ ଆଇନକୁ ଗତ ୧ ତାରିଖରୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୂର୍ବରୁ ଦିଆଯାଇଥିବା ସମୟ ପୂରଣ ହେବା ପରେ ସବୁଠି ଜୋରଦାର ଧରପଗଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ଏକ ଯାତ୍ରୀବାହୀ ବସ୍କୁ ୬ ଲକ୍ଷ ୭୨…
ଭାରତୀୟ ମହିଳା ଦଳକୁ ଶୁଭେଚ୍ଛା ଜଣାଇଲେ କୋହଲି
ନୂଆଦିଲ୍ଲୀ,୫ା୩(ପି.ଟି.)- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି। ଏହି ଅବସରରେ ହରମନପ୍ରୀତ କୌରଙ୍କ ନେତୃତ୍ବାଧୀନ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ଭାରତୀୟ ପୁରୁଷ ଦଳର ଅଧିନାୟକ ବିରାଟ କୋହଲି। ଫାଇନାଲରେ ପ୍ରବେଶ କରିଥିବାରୁ…
ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍ରେ ରିଲିଜ୍ ହେବ
ଅଭିନେତ୍ରୀ ସାରା ଅଲ୍ଲି ଖାନ୍, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି।…
ଏସ୍ୟୁଭି କାର୍ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !
ଓ୍ବାଶିଂଟନ,୫।୩: କାର୍ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍ଭୋ ଏବଂ ଲୋଟସ୍ ବ୍ରାଣ୍ଡ୍ର କାର୍ ତିଆରି କରୁଥିବା ଗିଲେ କମ୍ପାନୀ ପକ୍ଷରୁ ଏହାର ନୂଆ ଏସ୍ୟୁଭି କାର ଏଭଳି ସୁରକ୍ଷା ଦେବାକୁ ସକ୍ଷମ।…
ଘର ଭାଙ୍ଗିବା ସହ ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା
ବଇଣ୍ଡା,୫।୩(ଡି.ଏନ୍.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଘର ଭାଙ୍ଗିବା ସହ ଜଣେ ବୃଦ୍ଧାଙ୍କୁ କଚାଡ଼ି ମାରିଦେଇଛି। ସୂଚନାଯୋଗ୍ୟ, ଦନ୍ତାଟି ବୁଧବାର ରାତିରେ କମରେଇ ଗାଁକୁ ପଶି ଆସି ରବି…
ପନିର୍ ମାଜିଷ୍ଟିକ୍
ସମ୍ବଲପୁର ସହରର ଜଗନ୍ନାଥ କଲୋନୀ ଛକଠାରେ ମିଡ୍ଟାଉନ୍ ରେସ୍ତୋରାଁ ଗ୍ରାହକମାନଙ୍କ ରୁଚି ଅନୁସାରେ ପ୍ରସ୍ତୁତ କରୁଛି ସ୍ବାଦିଷ୍ଠ ଖାଦ୍ୟ। ପନିର ମାଜିଷ୍ଟିକ୍ ଏହାର ମୁଖ୍ୟ ଡିଶ୍। ଗୋଟିଏ ପ୍ଲେଟର ଦାମ୍ ୧୪୯ ଟଙ୍କା। ଏହାକୁ ଦୁଇ ଜଣ ଗ୍ରାହକ ଷ୍ଟାର୍ଟରରେ ଖାଇଥାନ୍ତି।…
Archives


