Home Left

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ସୁନା ରୂପା ଓ ଟଙ୍କା ଲୁଟିନେଇଛନ୍ତି।…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ଅଳତି,ବେଲସୁନ୍ଦରୀ ଗ୍ରାମରେ । ଖରା ଦିନରେ ଲୋକଙ୍କ ବାଡି ବଗିଚାରେ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା ଦେଇଥିଲା l ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୋକାନକୁ ମଧ୍ୟ…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି, ଖେଳାଳିମାନଙ୍କୁ ଟୁର୍ନାମେଣ୍ଟ ସମୟରେ ସେମାନଙ୍କ ପରିବାରକୁ ସାଙ୍ଗରେ ନେଇ ଯିବାକୁ ଅନୁମତି ଦିଆଯିବ…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା ଭାରତୀୟ ଦଳର ମୁଖ୍ୟ ଓପନିଂ ବ୍ୟାଟ୍ସମ୍ୟାନ ଏବଂ ଗତ ବର୍ଷ ମଧ୍ୟରେ ଟି-୨୦ରେ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ ସଡୁ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଘର ସମ୍ମୁଖରେ ଥିବା ଏକ ବ୍ୟାଟେରୀ ଚାଳିତ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଷ୍ଟାର ଅଲରାଉଣ୍ଡର ମାଇକେଲ ବ୍ରେସୱେଲ ୨୦୨୬ଟି ୨୦…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ ଖର୍ଚ୍ଚ ସଂକ୍ରାନ୍ତରେ ଶେଷ ସମୟସୀମା ବା ଡେଡ୍‌ଲାଇନ୍‌ ଟଣାଯାଇଛି। ଏନେଇ ମଙ୍ଗଳବାର ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ ଖୋଲାଖୋଲି ପକ୍ଷପାତ ଢଙ୍ଗରେ କାର୍ଯ୍ୟ କରିବା ସହ ସାମ୍ବିଧାନିକ ପଦବୀର ଦୁରୁପଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?