Home Left

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ ଆସିବା ପାଇଁ ବିଦେଶୀ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଆଉ ଯଦି କେହି ପର୍ଯ୍ୟଟକ ଏହି…

ସପ୍ତାହେ ପାଇଁ ସ୍କୁଲ ଛାତ୍ରୀଙ୍କୁ ଜିଲାପାଳ ଦାୟିତ୍ୱ

ବୁଲ୍‌ଢ଼ାଣା(ମହାରାଷ୍ଟ୍ର): ଆଉ ଦୁଇ ଦିନ ପରେ ଅନ୍ତର୍ଜାତୀୟ ମହିଳା ଦିବସ। ଏଥିପାଇଁ ବିଭିନ୍ନ ସ୍ଥାନରେ ଆରମ୍ଭ ହେଲାଣି ପ୍ରସ୍ତୁତି। ଏହି ଦିନକୁ ପାଳିବା ପାଇଁ ମହିଳାମାନେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିର କରିଥିବେ। ହେଲେ ମହାରାଷ୍ଟ୍ର ରାଜ୍ୟ ବୁଲ୍‌ଢ଼ାଣା ଜିଲାରେ ସପ୍ତାହ…

ଭାରସାମ୍ୟ ହରାଇ ନାଳକୁ ଖସିଲା ଟ୍ରାକ୍ଟର: ଚାପି ହୋଇ ଡ୍ରାଇଭର, ହେଲ୍‌ପରଙ୍କ ଜୀବନ ଗଲା

ଅମରପାଲି,୫।୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର କଦଳୀମୁଣ୍ଡା-ଜନକପୁର ରାସ୍ତା ମଝିରେ ରେଙ୍ଗାଲି ନାଳଠାରେ ଟ୍ରାକ୍ଟର ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡ୍ରାଇଭର ଥିବା ବଳରାମ ଖଡ଼ିଆ(୩୭) ଏବଂ ହେଲ୍‌ପର ଖଣ୍ଡହତା ପଞ୍ଚାୟତ ବଡ଼କିରାସିରା ଗ୍ରାମର…

ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୫ା୩(ବ୍ୟୁରୋ): ପଞ୍ଚାୟତିରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ଶାସନକୁ ବିକେନ୍ଦ୍ରୀକରଣ କରିବା। ଏହା ହେଲେ ସାଧାରଣ ଜନତାଙ୍କ ପାଖରେ ଯୋଜନା ପହଞ୍ଚିବାରେ ସହଜ ହୋଇପାରିବ। କିନ୍ତୁ ରାଜ୍ୟରେ ଦିନକୁ ଦିନ ପଞ୍ଚାୟତ କ୍ଷମତାକୁ ସରକାର ସଙ୍କୁଚିତ କରିବାରେ ଲାଗିଛନ୍ତି। ଶାସନ ବ୍ୟବସ୍ଥାର ବିକେନ୍ଦ୍ରୀକରଣ…

ନିଯୁକ୍ତିରେ ନୈରାଶ୍ୟ

ରାୟଗଡ଼ାରେ ବର୍ଷକୁ ପ୍ରାୟ ୧୦ ହଜାର ଶିକ୍ଷିତ ଯୁବତୀ ଯୁବକ ବାହାରୁଛନ୍ତି। ଏହାସହ ପାଠ ପଢ଼ି ନ ଥିବା କିମ୍ବା ଅଧାରୁ ପାଠ ଛାଡ଼ିଥିବା ଯୁବପିଢ଼ିଙ୍କ ସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ। ଏଭଳି ପରିସ୍ଥିତିରେ ରାୟଗଡ଼ା ଜିଲା ନିୟୋଜନ କାର୍ଯ୍ୟାଳୟର ତଥ୍ୟ…

ଚିଲିକା ମଝିରେ ଅଟକିଲା ଡଙ୍ଗା: ୩୦ ପରୀକ୍ଷାର୍ଥୀ ୧ ଘଣ୍ଟା ଜଳବନ୍ଦୀ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାଉଥିବା ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ବୁଧବାର ଚିଲିକା ମଝିରେ ଅଟକି ଯାଇଥିଲା। ସେଥିରେ ଯାଉଥିବା ୩୦ ଜଣ ଯୁକ୍ତ ୨ ପରୀକ୍ଷାର୍ଥୀଙ୍କ ସମେତ ପ୍ରାୟ ୭୦ ଯାତ୍ରୀ ୧…

କିଆରା ଆଡ଼ଭାନୀଙ୍କ ଭଳି ଦେଖାଯାଉଥିବା କଳ୍ପନାଙ୍କ ଟିକ୍‌ଟକ୍‌ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ଼ଭାନୀଙ୍କ ଭଳି ଦେଖାଯାଉଥିବା କଳ୍ପନା ଶର୍ମାଙ୍କ ଟିକ୍‌ଟକ୍‌ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ଫିଲ୍ମ କବୀର ସିଂରେ ଥିବା କିଆରାଙ୍କ ଡାଏଲଗ୍‌ ଅତି ସୁନ୍ଦର ଭାବେ କହି ଟିକ୍‌ଟକ୍‌ ୟୁଜରଙ୍କୁ…

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଏସିଆନ ସିକ୍ୟୁରିଟି କନଫରେନ୍ସ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହାକୁ ନେଇ କେତେକ ଦେଶରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପଡିଲାଣି। ସେହିପରି ରାଜଧାନୀ ଦିଲ୍ଲୀରେ ଆସନ୍ତା ୧୨-୧୩ ତାରିଖରେ ଆୟୋଜିତ ହେବାକୁ ଥିବା…

ଗଞ୍ଜାମରେ ଶନିବାର ନୋ ବ୍ୟାଗ୍‌ ଡେ

ଛତ୍ରପୁର,୫ା୩(ଡି.ଏନ.ଏ.): ପିଲାମାନେ ଅତ୍ୟଧିକ ଓଜନର ସ୍କୁଲବ୍ୟାଗ ନେଉଥିବାରୁ ସେମାନଙ୍କ ଶାରିରୀକ ସମସ୍ୟା ଦେଖାଦେଉଛି। ଏହାକୁ କମାଇବା ପାଇଁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେଉଁ ଶ୍ରେଣୀ ପର୍ଯ୍ୟନ୍ତ ପିଲା କେତେ ଓଜନର ବହିପତ୍ର ନେବେ ତାହା ସ୍ଥିର କରାଯାଇଛି। ଏହିକ୍ରମରେ ଗଞ୍ଜାମ…

ମେ ୧ରୁ ୧୦୬ ସହରାଞ୍ଚଳରେ ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ମେ ପହିଲାରୁ ରାଜ୍ୟର ୧୦୬ ସହରାଞ୍ଚଳରେ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ ବ୍ୟବସ୍ଥା ଲାଗୁ ହେବ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫଏସ୍‌ଏ) ଅଧୀନରେ ରାଶନ ପାଉଥିବା ସହରାଞ୍ଚଳ ହିତାଧିକାରୀ ଯେକୌଣସି ସହରରୁ ରାଶନ କାର୍ଡ ଦେଖାଇ ଚାଉଳ ଓ…

ଦାରିଙ୍ଗବାଡ଼ିରୁ ଝାରସୁଗୁଡ଼ାକୁ ଗଡ଼ିଲା ସରକାରୀ ବସ୍‌

ଦାରିଙ୍ଗବାଡ଼ି,୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଏବେ ଯାତ୍ରୀ ପରିବହନ ଦିଗରେ ସୁଧାର ଆସିଛି ା ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ପଶ୍ଚିମ ଓଡ଼ିଶାକୁ ଯୋଗାଯୋଗ ପାଇଁ ଏକ ଯାତ୍ରୀବାହୀ ବସ୍‌ ଚଳାଚଳର ସୁବିଧା କରାଯାଇଛି।…

ଅନ୍ୟ ଟ୍ୟାଙ୍କରରେ ଭରାଗଲା ଗ୍ୟାସ୍‌

ବଇଣ୍ଡା, ୫ା୩(ଡି.ଏନ.ଏ.):  ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ନିକଟ ୫୫ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ଏକ ପ୍ରୋପେନ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌ ନେଇ ଯେଉଁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ଅପରାହ୍ନରେ ତାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri