ଯୁବକଙ୍କ ଶରୀରରୁ ବାହାରିଲା ୧୨କେଜିର ଟ୍ୟୁମର
ଭୁବନେଶ୍ୱର,୫ା୩ (ବ୍ୟୁରୋ): ଜଣେ ୨୯ ବର୍ଷୀୟ ଯୁବକଙ୍କ ଶରୀରରୁ ବାହାରିଛି ୧୨ କିଲୋ ଗ୍ରାମର ଏକ ବିରଳ ଜେନେଟିକ୍ ଟ୍ୟୁମର୍। ଦୀର୍ଘ ୩ ଘଣ୍ଟାର ଅସ୍ତ୍ରୋପଚାର ପରେ ଚନ୍ଦ୍ରକାନ୍ତ ଶର୍ମା ନାମକ ଜଣେ ରୋଗୀଙ୍କ ଦେହରୁ ନ୍ୟୁରୋଫାଇବ୍ରୋମାଟୋସିସ୍ ଟାଇପ୍-୧ (ଏନ୍ଏଫ୍୧) ଟ୍ୟୁମର୍…
ଟ୍ରାନ୍ସଫର୍ମରରେ ପିଟି ହୋଇ ଓଲଟି ପଡ଼ିଲା ବସ୍: ଦୁଇ ଗୁରୁତର
ରାୟଗଡ଼ା ଅଫିସ,୫।୩: କାଶୀପୁର ସଦର ମହକୁମାରେ ବୁଧବାର ବିଳମ୍ବିତ ରାତିରେ ହନୁମାନ ନାମକ ଏକ ବସ୍ ସୁଙ୍ଗେରଠାରୁ କାଶୀପୁର ଆଡ଼କୁ ଫେରୁଥିଲା। ମେଡିକାଲ ଛକ ଗଡ଼ାଣିଆରେ ବ୍ରେକ୍ ମାରିବାରୁ ଭାରସାମ୍ୟ ହରାଇ ସମ୍ମୁଖରେ ଥିବା ଟ୍ରାନ୍ସଫୋର୍ମରରେ ପିଟି ହୋଇ ଏକ ପାନ…
ଭିମ୍ସାରରେ ସ୍ବାଇନଫ୍ଲୁ ରୋଗୀ
ସମ୍ବଲପୁର,୫ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍ସାରରେ ସୁନ୍ଦରଗଡ଼ର ଜଣେ ସ୍ବାଇନଫ୍ଲୁ ରୋଗୀ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ସ୍ବତନ୍ତ୍ର ବିଭାଗରେ ଚିକିତ୍ସା କରାଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୁଦର୍ଶନ ପୋଥାଳ କହିଛନ୍ତି ଯେ, ସ୍ବାଇନଫ୍ଲୁ ପାଇଁ…
କରୋନା ଭାଇରସ ଯୋଗୁ କ୍ୟାସ୍ଲେସ ହେଉଛନ୍ତି ଲୋକେ
ନୂଆଦିଲ୍ଲୀ,୫।୩: କରୋନା ଭାଇରସ ବିଶ୍ୱର ଅଧିକାଂଶ ଦେଶରେ ପହଞ୍ଚି ସାରିଥିବା ବେଳେ ଭାରତରେ ମଧ୍ୟ ଏହା ପହଞ୍ଚି ଯାଇଛି। ସମୟ କ୍ରମେ ଭାରତରେ ଏହା କାୟା ବସ୍ତାର କରିଚାଲିଥିବା ବେଳେ ଏବେ ଏଥିରୁ ଦୂରେଇ ରହିବାକୁ ନାନା ଉପାୟ ଚିନ୍ତା କରାଯାଉଛି।…
କରୋନା ପରବର୍ତ୍ତୀ ପୃଥିବୀ: ମଜାଳିଆ ଉତ୍ତର ଦେଲେ ଆନନ୍ଦ ମହିନ୍ଦ୍ରା
ନୂଆଦିଲ୍ଲୀ,୫।୩: କରୋନା ପରବର୍ତ୍ତୀ ପୃଥିବୀର ଅବସ୍ଥା କିପରି ହେବ ସେ ନେଇ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏକ ମଜାଳିଆ ଉତ୍ତର ଦେଇଛନ୍ତି। ଏହି ପ୍ରଶ୍ନର ଉତ୍ତରରେ ଆନନ୍ଦ ଏକ ଟିକ୍ଟକ୍ ଭିଡ଼ିଓ ଟୁଇଟରରେ ଶେୟାର କରିଛନ୍ତି। ୧ ମିନିଟ୍ ୨ ସେକେଣ୍ଡର…
ସରକାରୀ ବିଏଡ୍ କଲେଜ ବନ୍ଦ ନିର୍ଦ୍ଦେଶ ପରେ ତତ୍ପରତା
ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ଥିବା ୧୪ଟି ସରକାରୀ ବିଏଡ୍ କଲେଜ ବନ୍ଦ କରିବାଦେବା ଲାଗି ଏନ୍ସିଟିଇ (ନ୍ୟାଶନାଲ୍ କାଉନ୍ସିଲ ଫର୍ ଟିଚର ଏଜୁକେଶନ) କମିଟି ୨ ମାସ ତଳୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିସାରିଛି। ଏହି ସମସ୍ତ କଲେଜ ଆସନ୍ତା ବର୍ଷରୁ ଆଉ…
ଲୋକଙ୍କ ଆଶା ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକମାନେ ପ୍ରକୃତ ମାଲିକ। ସେମାନେ ଭୋଟ ଦେଇ ଜନପ୍ରତିନିଧି ବାଛିଥାନ୍ତି। ତେଣୁ ସେମାନଙ୍କ ଆଶା ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକ ସେବା ଭବନରେ ବୁଧବାର ଆୟୋଜିତ ‘ମୋ ସରକାର’ କାର୍ଯ୍ୟକ୍ରମ…
ସ୍ବତନ୍ତ୍ର ରେକର୍ଡ ଅଧିକାରୀ ପୋଲାର୍ଡ
ପାଲିକେଲ,୫ା୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ ୫୦୦ ଟି୨୦ ମ୍ୟାଚ୍ ଖେଳିଛନ୍ତି। ଏଥିସହ କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ ୧୦ ହଜାର…
ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ
ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ…
ୟୁନିସେଫ୍ ହ୍ୟାଣ୍ଡ୍ ଓ୍ବାଶିଂ ଡ୍ୟାନ୍ସ୍ ସୋସିଆଲ ମିଡ଼ିଆରେ ଭାଇରାଲ
ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍ ଓ୍ବାଶିଂ ଡ୍ୟାନ୍ସ୍ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଭିଏତ୍ନାମ୍ ଡ୍ୟାନ୍ସର କ୍ୱାଙ୍ଗ୍ ଏବଂ ଆଫଙ୍ଗ୍ ଲୋକଙ୍କୁ ହାତ ଧୋଇବା ଲାଗି ଗୀତ…
ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା
ଭୁବନେଶ୍ୱର, ୫ା୩(ବ୍ୟୁରୋ): କଟକ ମଧୁସୂଦନ ଲ’ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିଛି। କଲେଜ ବଦଳରେ ‘ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ’ରେ ପରିଣତ ହୋଇଥିବା ନେଇ ବୁଧବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ କେବଳ…
‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି
ଭୁବନେଶ୍ୱର,୫ା୩(ବ୍ୟୁରୋ): ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ। ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ…
Archives


