Home Left

ବରଗଡ଼ରେ ଟୋକନ ସମସ୍ୟା, ଧାନ ବିକ୍ରି କରି ପାରୁନାହାନ୍ତି ଚାଷୀ: ପଦ୍ମପୁର-ନୂଆପଡ଼ା ରାସ୍ତା ଅବରୋଧ କଲେ

ବରଗଡ଼ ଅଫିସ,୫।୩- ବରଗଡ ଜିଲାରେ ଧାନବିକ୍ରିକୁ ନେଇ ଟୋକନ ସମସ୍ୟା ଦୂର ହୋଇନାହିଁ। କେତେକ ଚାଷୀଙ୍କୁ ଟୋକନ ମିଳିଥିବା ସତ୍ତ୍ବେ ଧାନ ବିକ୍ରି କରି ପାରି ନ ଥିବାବେଳେ ଅନେକ ଚାଷୀ ଟୋକନ ପାଇବାରୁ ବଞ୍ଚିତ ହୋଇ ଧାନ ବିକ୍ରି କରି…

ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ୨୦୧୧-୧୨ ଶିକ୍ଷାବର୍ଷରୁ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକ ଭାବେ…

ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର ସମସ୍ତ ପ୍ରକାର ସାଙ୍ଗଠନିକ ଦାୟିତ୍ୱ ବୁଝିବେ ବୋଲି ସୂଚନା ମିଳିଛି।

ବିଜୁବାବୁ ଓ ଓଡ଼ିଆ ଚଳଚ୍ଚିତ୍ର

ଜଣେ ଦୃଢ଼ମନା ରାଜନୀତିଜ୍ଞ ଏବଂ ଦକ୍ଷ ପ୍ରଶାସକ ଭାବେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କର ଯଥେଷ୍ଟ ଖ୍ୟାତି ରହିଛି। ଜୀବନର ଅନ୍ତିମ ମୁହୂର୍ତ୍ତ ପର୍ଯ୍ୟନ୍ତ ସେ ସକ୍ରିୟ ରାଜନିତୀରେ ଜଡ଼ିତ ଥିଲେ। ରାଜନୀତି ବ୍ୟତୀତ ତାଙ୍କ ମନରେ ସଂସ୍କୃତିପ୍ରଣତା ଲୁଚି ରହିଥିଲା। ରାଜନୀତିରୁ…

ମନୁଷ୍ୟଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ

ହଂକଂ,୫।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି। ଏମିତିକି ଶକ୍ତିଶାଳୀ ଦେଶ ଆମେରିକା ମଧ୍ୟ ଏବେ କରୋନା ଭାଇରସ କବଳକୁ ଚାଲି ଆସିଛି। ତେବେ ହଂକଂରେ ପ୍ରଥମ କରି ଗୋଟିଏ କୁକୁର କରୋନା…

ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି

କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା ଚର୍ଚ୍ଚାକୁ ଆସିଛି। ସେ ତାଙ୍କ ଦେଶର ପ୍ରତି ମହିଳାଙ୍କୁ ଅତି କମ୍‌ରେ ୬ ସନ୍ତାନ…

ଦିବ୍ୟାଙ୍ଗ ଛାତ୍ରଙ୍କ ପାଇଁ ଦିନସାରା ହ୍ବିଲ୍‌ ଚେୟାରରେ ବସି ରହିଲେ ୧୦ ବିଧାୟକ

ଓ୍ବାଶିଂଟନ,୫।୩: ହ୍ବିଲ୍‌ ଚେୟାରରେ ବସି ରହି ଦିବ୍ୟାଙ୍ଗଙ୍କ କିଭଳି ଅନୁଭୁତି ହୋଇଥାଏ ତାହା ଜଣାଇବା ପାଇଁ ଆମେରିକାର ଜଣେ ଛାତ୍ର ଏକ ନିଆରା ପଦକ୍ଷେପ ନେଇଛନ୍ତି। ସ୍ଥାନୀୟ ଟେନେସି ରାଜ୍ୟର ଲେବନାନ ସହରରେ ବାସ କରୁଥିବା ଅଷ୍ଟମଶ୍ରେଣୀ ଛାତ୍ର ଏଲେକ୍ସ୍‌ ଜନସନ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପାହାଡରେ ଛେଳି ଚରାଉଥିବା ୧୨ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲା ଦୌରାଜଜ୍‌(୪) ତଥା ସ୍ବତନ୍ତ୍ର ପୋକ୍ସୋ ବିଚାରପତି ସତ୍ୟରଞ୍ଜନ ପ୍ରଧାନ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା…

ଅପହୃତ ସିକ୍ୟୁରିଟି ସଂସ୍ଥା ମାଲିକ, କର୍ମଚାରୀ ଉଦ୍ଧାର

କଟକ ଅଫିସ, ୫ା୩: ବଜ୍ରକବାଟି ରୋଡ୍‌ ଅଞ୍ଚଳରୁ ଅପହୃତ ହୋଇଥିବା ଏକ ଘରୋଇ ସିକ୍ୟୁରିଟି ସଂସ୍ଥାର ମାଲିକ ଓ କର୍ମଚାରୀଙ୍କୁ ବୁଧବାର ବାଦାମବାଡ଼ି ଥାନା ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବେଗୁନିଆରୁ ୧୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ, ୫ା୩(ଡି.ଏନ୍‌.ଏ.): ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମର ନବକିଶୋର ସାହୁ (୩୮)। ନବକିଶୋର ଦୀର୍ଘଦିନ ହେଲା…

ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଶରଧାପୁର ଗ୍ରାମର ପ୍ରିୟବ୍ରତ…

କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ

ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍‌ ସନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ ୟୁଭି ଲାଇଟ୍‌ ରହିଛି। ଯାହାକି କବଚର ଆଭ୍ୟନ୍ତରୀଣ ତାପମାତ୍ରାକୁ ୪୦ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri