Home Left

ଲକ୍‌ଡାଉନ୍‌ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି

କଟକ ଅଫିସ,୮।୬: ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ ୨୨ରେ ରାଜ୍ୟ ସରକାର ପ୍ରଥମେ ଲକ୍‌ଡାଉନ୍‌ ଘୋଷଣା କରିବା ପରଠାରୁ ଏଯାବତ୍‌ ତାହା ଜାରି…

ଏସ୍‌ସିବିରେ ୨ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇଜଣଙ୍କ କଟା ହାତ

କଟକ ଅଫିସ,୮।୬: ଦୁଇ ଜଣଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଞ୍ଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରି ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ ପ୍ରଫେସର…

ଭାଇରସ୍‌ କର୍ଫ୍ୟୁ ଉଲ୍ଲଂଘନ: ଖେଳାଳିଙ୍କୁ ୬ମାସ ସସ୍‌ପେଣ୍ଡ

ବେଜିଂ, ୮ା୬ (ଏପି.): କରୋନାଭାଇରସ୍‌ କର୍ଫ୍ୟୁ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଚାଇନିଜ୍‌ ଫୁଟ୍‌ବଲ ଆସୋସିଏଶନ (ସିଏଫ୍‌ଏ) ୧୯ବର୍ଷରୁ କମ୍‌ ଜାତୀୟ ଦଳର ୬ ଜଣ ଖେଳାଳିଙ୍କୁ ୬ ମାସ ପାଇଁ ସସ୍‌ପେଣ୍ଡ କରିଛି। ଅଭିଯୁକ୍ତ ଖେଳାଳିମାନେ ମଧ୍ୟରାତ୍ରରେ ମଦ୍ୟପାନ କରିବା…

ଏମ୍‌ଏସ୍‌ଏମ୍‌ଇଗୁଡିକୁ ମିଳିଲା ୮,୩୨୦କୋଟିର ଋଣ

ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍‌ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି ଟଙ୍କାର ପାଣ୍ଠି ଯୋଗାଣ ଲାଗି ସରକାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲ୍‌ଜିଏସ୍‌)…

ଓଡ଼ିଆ ଯୁବକଙ୍କ ସଫଳତା: ୬୦୦ ଟଙ୍କାରେ କରୋନା ଟେଷ୍ଟିଂ କିଟ୍‌

କଟକ ଅଫିସ,୮ା୬: ଆଇଆଇଟି (ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି) ହାଇଦ୍ରାବାଦ ପକ୍ଷରୁ ଏକ କରୋନା ଟେଷ୍ଟିଂ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହାର ମୂଲ୍ୟ ୬୦୦ ଟଙ୍କା ରହୁଥିବା ବେଳେ ୨୦ ମିନିଟ ମଧ୍ୟରେ ଏହା ଫଳାଫଳ ଦେଇପାରିବ ବୋଲି ଆଇଆଇଟି ହାଇଦ୍ରାବାଦ…

ଆଜି ଭାଜପା ଭର୍ଚୁଆଲ ରାଲିକୁ ସମ୍ବୋଧନ କରିବେ ଶାହା

ଭୁବନେଶ୍ୱର,୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ପୂରଣ ଅବସରରେ ଭାଜପା ପକ୍ଷରୁ ସୋମବାର ଭର୍ଚୁଆଲ ରାଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗତବର୍ଷେ ମଧ୍ୟରେ କେନ୍ଦ୍ର ସରକାର ନେଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ରାଜ୍ୟକୁ ମିଳିଥିବା ବିଭିନ୍ନ…

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା ସହିତ ତଳେ ଏକାଧିକ ବାନା ବନ୍ଧାଯାଇଥାଏ। ଗୋଲାପି, ହଳଦିଆ, ନାଲି, ଧଳା ରଙ୍ଗର…

ଖାଲି ଷ୍ଟାଡିୟମ ଷ୍ଟୋକ୍ସଙ୍କ ପ୍ରଦର୍ଶନକୁ ପ୍ରଭାବିତ କରିବ

ଲଣ୍ଡନ, ୮ା୬ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ ଯଦି ଅନ୍ତର୍ଜାତୀୟ କ୍ରିକେଟ ଖାଲି ଷ୍ଟାଡିୟମରେ ଖେଳାଯାଏ ତେବେ ଏହା ବିଶ୍ୱକପ୍‌ ବିଜୟୀ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇପାରେ ବୋଲି କହିଛନ୍ତି ପୂର୍ବତନ ଇଂଲଣ୍ଡ ଫାଷ୍ଟ ବୋଲର ଡାରେନ ଗଫ୍‌।…

ଅଧାପନ୍ତରିଆ ଆଶ୍ରୟସ୍ଥଳ

ଅନୁଗୋଳ ଅଫିସ୍‌, ୮ା୬: କେହି ରହିବେନି ଖୋଲା ଆକାଶ ତଳେ। ବର୍ଷା, ଶୀତ କାକର ଭିଜା ରାତିରୁ ବାସହରାଙ୍କୁ ତ୍ରାହି ମିଳିବ। ଏପରି ମହତ୍‌ ଉଦ୍ଦେଶ୍ୟ ନେଇ ସରକାର ଆରମ୍ଭ କରିଥିଲେ ସେଲ୍ଟର ଫର ଅର୍ବାନ ହୋମଲେସ୍‌ (ଏସ୍‌ୟୁଏଚ୍‌) ଯୋଜନା। ଏଥିପାଇଁ…

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.) ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା। ଅନ୍ୟ ପନ୍ଥାରେ ଜୀବିକା ନିର୍ବାହ ପାଇଁ ରାସ୍ତା ଦେଖାଯାଉ ନ ଥିବାରୁ ଦୁର୍ଦ୍ଦଶାରେ…

ମୁମ୍ବାଇ ବିମାନବନ୍ଦରରେ ୭୪ ଦିନ ରହିଲେ ଘାନା ଫୁଟବଲର

ମୁମ୍ବାଇ, ୮।୬ : ଘାନାର ଜାତୀୟ ଫୁଟବଲ ଖେଳାଳି ର଼୍ୟାଣ୍ଡି ଜୁଆନ ମୁଲେର ଲକ୍‌ଡାଉନ୍‌ କାରଣରୁ ୭୪ ଦିନ ମୁମ୍ବାଇ ବିମାନବନ୍ଦରରେ ଫସି ରହିଥିବା ଘଟଣା ପଦାକୁ ଆସିଛି। ତାଙ୍କୁ ଏବେ ଏକ ହୋଲେଟକୁ ନିଆଯାଇଛି। କେରଳର ଏକ କ୍ଲବରୁ ଖେଳୁଥିବା…

ବିଏସ୍‌ -୬ ଚାରିଚକିଆ ଯାନ ପାଇଁ ନୂଆ ନିୟମ

ନୂଆଦିଲ୍ଲୀ,୮।୬: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ବିଏସ୍‌-୬ ଯାନ ଲାଗି ନୂଆ ନିୟମ ଘୋଷଣା କରାଯାଇଛି। ଏହି ଯାନଗୁଡିକୁ ସହଜରେ ଚିହ୍ନିବା ଲାଗି ନୂଆ ବ୍ୟବସ୍ଥା ହୋଇଛି। ଏହି ନୂଆ ନିୟମ ୨୦୨୦ ଅକ୍ଟୋବର ପରଠାରୁ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?