Home Left

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ  ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର ହୋଇଛନ୍ତି…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର…

‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ

ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ ହୋଇ…

ହିନ୍ଦୁ-ମୁସଲମାନ୍‌ କଲେ କିଡ୍‌ନୀ ଅଦଳବଦଳ

ନୂଆଦିଲ୍ଲୀ,୫।୩: ଦେଶରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବାଦବିବାଦ ଜାରି ରହିଥିବା ବେଳେ କଶ୍ମୀରର ଜଣେ ମୁସଲମାନ୍‌ ଝିଅ ଏବଂ ହରିୟାଣାର ଜଣେ ହିନ୍ଦୁ ଝିଅ ପରସ୍ପର ପରିବାର ସଦସ୍ୟଙ୍କୁ କିଡ୍‌ନୀ ଅଦଳବଦଳ କରି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। କଶ୍ମୀରର…

ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି। ଏକ…

ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ ଲଗାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ବିଏମ୍‌ସିର ବିନା ଅନୁମତିରେ ବ୍ୟବସାୟୀମାନେ ରଙ୍ଗ…

୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ

ଜଗତ୍‌ସିଂହପୁର ଅଫିସ, ୫ା୩: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା ସାମଗ୍ରୀ ଦୋକାନ ପାଇଁ ପ୍ରତିବର୍ଷ ନିଲାମ ହୁଏ। ଏହି ଅନୁଯାୟୀ ଚଳିତବର୍ଷ ପାଇଁ ବୁଧବାର…

ପୁଅ ମୃତ୍ୟୁର ୭ମାସ ପରେ ମା’ଆଣିଲେ ହତ୍ୟା ଅଭିଯୋଗ

କୁଜଙ୍ଗ,୫ା୩(ଡି.ଏନ.ଏ.): ଜଣେ ଯୁବକଙ୍କ ମୃତ୍ୟୁର ୭ମାସ ପରେ ତାଙ୍କ ମା’ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଅକୁ ଯୋଜନାବଦ୍ଧଭାବେ ହତ୍ୟା କରାଯିବା ପରେ ରାସ୍ତାରେ ଫିଙ୍ଗାଯାଇ ଦୁର୍ଘଟଣାର ରୂପ ଦିଆଯାଇଛି ବୋଲି ମୃତକଙ୍କ ମା’ କୁଜଙ୍ଗ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ…

ଯୌତୁକ ଜନିତ ବଧୂହତ୍ୟା ମାମଲା: ଧରମ ମା’, ପୁଅଙ୍କୁ ଆଜୀବନ କାରାଦଣ୍ଡାଦେଶ

କୁଜଙ୍ଗ,୫ା୩(ଡି.ଏନ.ଏ.): ଏକ ଯୌତୁକଜନିତ ବଧୂହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କୁଜଙ୍ଗ ଅତିରିକ୍ତ ଜିଲା ଓ ଦୌରାଜଜ ପ୍ରଣବ କୁମାର ରାଉତରାୟ ମାମଲାର ବିଚାର କରି ଅଭିଯୁକ୍ତ କୁଜଙ୍ଗ ଥାନା ଅନ୍ତର୍ଗତ ଗୋପିଆକୁଦ ଅଞ୍ଚଳର ଧରମ ମା’ ଓ ଧରମ…

ରୋକାଗଲା ନାବାଳିକା ବିବାହ

ଗଣିଆ,୫ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତରେ ମଙ୍ଗଳବାର ଏକ ନାବାଳିକା ବିବାହ ରୋକାଯାଇଛି। ୧୬ ବର୍ଷ ବୟସର ନାବାଳିକାଙ୍କ ମା’ କଟକ ଜିଲା ନରସିଂହପୁର ଅଞ୍ଚଳରେ ଝିଅର ବିବାହ ପାଇଁ ଠିକ୍‌ କରିଥିଲେ। ଆଉ କିଛିଦିନ ପରେ…

ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ନିମନ୍ତେ କାଠ ଅନୁକୂଳ

ଖଣ୍ଡପଡ଼ା,୫ା୩(ସ୍ବ.ପ୍ର.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ନିମନ୍ତେ ପାରମ୍ପରିକ ରୀତିନୀତି ଅନୁଯାୟୀ ଖଣ୍ଡପଡ଼ାଠାରେ ବୁଧବାର ସନ୍ଧ୍ୟାରେ କାଠ ଅନୁକୂଳ ଅନୁଷ୍ଠିତ ହୋଇଛି। ଖଣ୍ଡପଡ଼ା ଏନ୍‌ଏସିର ୧ନଂ. ୱାର୍ଡ ଟିଙ୍କଚୁଆ ଗ୍ରାମ ନିକଟରୁ ସ୍ଥାନୀୟ ବନ ବିଭାଗ ସହାୟତାରେ ଲିଙ୍ଗରାଜ ମନ୍ଦିର…

ଦୌଡ଼ରୁ ଓହରିଲେ ବ୍ଲୁମ୍‌ବର୍ଗ

ଓ୍ବାଶିଂଟନ,୫ା୩: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଉଦ୍ଦିଷ୍ଟ ଡେମୋକ୍ରାଟିକ୍‌ ପ୍ରାଇମେରି ପ୍ରସେସ୍‌ ‘ସୁପର ଟ୍ୟୁଜ୍‌ଡେ’ ଦୁର୍ବଳ ପ୍ରଦର୍ଶନ ପରେ ଦୌଡ଼ରୁ ଓହରିଯାଇଛନ୍ତି ବିଲିଅନାରି ବିଜନେସମ୍ୟାନ୍‌ ମାଇକ୍‌ ବ୍ଲୁମ୍‌ବର୍ଗ। ସେ ପ୍ରତିଦ୍ୱନ୍ଦ୍ୱିତାରୁ ହଟିଯିବା ସହ ବର୍ତ୍ତମାନ ଦୌଡ଼ରେ ଆଗୁଆ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri