ସମୁଦ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ
ଛତ୍ରପୁର,୪ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଋଷିକୁଲ୍ୟା ସମୁଦ୍ର ମୁହାଣରେ ମଙ୍ଗଳବାର ପାରାଦ୍ୱୀପର ଏକ ବୋଟ୍ରେ ଆସିଥିବା ମତ୍ସ୍ୟଜୀବୀମାନେ ମାରଣାସ୍ତ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାବେଳେ ଋଷିକୁଲ୍ୟା ମୁହାଣ ନିକଟ ସମୁଦ୍ରରେ…
ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୪।୩: ପାକିସ୍ତାନ ନିଜ କାର୍ଯ୍ୟରୁ ବାଦ୍ ପଡ଼ୁନି। ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ବୁଧବାର ଜମ୍ମୁ-କଶ୍ମୀର ବଦଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି…
ଆଇସିସି ଟି୨୦ ମହିଳା ବିଶ୍ୱକପ୍: ପ୍ରତିଶୋଧ ଲକ୍ଷ୍ୟରେ ଭାରତ
ସିଡନୀ, ୪।୩(ପି.ଟି.): ଅଷ୍ଟ୍ରେଲିଆରେ ଚାଲିଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଗୁରୁବାର ଟାଇଟଲ ଫେଭରାଇଟ୍ ଭାରତ ଓ ଇଂଲଣ୍ଡ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପ୍ରଥମ ସେମିଫାଇନାରେ ମୁହଁ।ମୁହିଁ ହେବେ। ସେହିପରି ଏହି…
ରଣ୍ଜୀ ଟ୍ରଫି: ସୌରାଷ୍ଟ୍ର-ବେଙ୍ଗଲ ଫାଇନାଲ
ରାଜକୋଟ, ୪।୩ (ପି.ଟି.): ଲଗାତର ୨ୟ ବର୍ଷ ଲାଗି ସୌରାଷ୍ଟ୍ର କ୍ରିକେଟ୍ ଦଳ ରଣ୍ଜୀ ଟ୍ରଫି ଫାଇନାଲରେ ପ୍ରବେଶ କରିବାର ସୌଭାଗ୍ୟ ଲାଭ କରିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏଶନ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚ୍ର ଅନ୍ତିମ ତଥା ୫ମ…
ଜମ୍ମୁ-କଶ୍ମୀର: ୭ ମାସ ପରେ ସୋସିଆଲ ମିଡିଆ ଉପରୁ ହଟିଲା କଟକଣା
ଶ୍ରୀନଗର,୪।୩: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଘାଟିରେ ସୋସିଆଲ ମିଡିଆ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ବୁଧବାର ଦୀର୍ଘ ୭ମାସ ପରେ ଘାଟିରୁ ଏହି ପ୍ରତିବନ୍ଧକକୁ ଜମ୍ମୁ-କଶ୍ମୀର ପ୍ରଶାସନ ହଟାଇ ଦେଇଛନ୍ତି। ଏଥିସହ ଜମ୍ମୁ-କଶ୍ମୀରବାସୀଙ୍କୁ ୨-ଜି ମୋବାଇଲ ଡାଟା…
ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ
ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।…
ଫକୀରମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ‘ରାଜନୀତି, ପ୍ରଶାସନଠାରୁ ଶିକ୍ଷାନୁଷ୍ଠାନ ମୁକ୍ତ ରହୁ’
ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲା ରେମୁଣା ସ୍ଥିତ ବ୍ୟାସବିହାର ଠାରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ପୂର୍ବତନ ଅଧ୍ୟକ୍ଷ ତଥା କିଟ୍ର ଭାଇସ୍ ଚାନ୍ସଲର ପ୍ରଫେସର ବେଦ୍…
ଦିନକ ପୂର୍ବରୁ ଟଳିଲା ଜିସାଟ୍-୧ର ଉତ୍କ୍ଷେପଣ
ବେଙ୍ଗାଲୁରୁ,୪।୩: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ବୁଧବାର ଜିସାଟ୍-୧ ଉତ୍କ୍ଷେପଣ ଉପରେ ରୋକୋ ଲଗାଇଛି। ଯାନ୍ତ୍ରିକ ତୃଟି ଯୋଗୁ ଏହି ଉତ୍କ୍ଷେପଣ କରାଯିବ ନାହିଁ ବୋଲି ଇସ୍ରୋ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୫ ସନ୍ଧ୍ୟା ୫ଟା ୪୩…
କଂଗ୍ରେସ ପ୍ରତିନିଧିମଣ୍ଡଳଙ୍କ ସହ ହିଂସା ପ୍ରଭାବିତ ଅଞ୍ଚଳକୁ ଗସ୍ତ କଲେ ରାହୁଲ
ନୂଆଦିଲ୍ଲୀ, ୪।୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ସୃଷ୍ଟି ହୋଇଥିବା ହିଂସାକାଣ୍ଡ ଏବେ ଶାନ୍ତ ପଡ଼ିଛି। ହିଂସା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଧିରେ ଧିରେ ସ୍ବାଭାବିକ ଅବସ୍ଥାକୁ ଫେରୁଛି। ଏହି ପରିପ୍ରେକ୍ଷୀରେ…
ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍; ୨ ଗୁରୁତର, ୫ ଆହତ
ବାଙ୍ଗିରିପୋଷି,୪।୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା ବେଳେ ବୁଧବାର ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ୱାରସୁଣୀ ଘାଟିରେ ଏକ…
ଆଖିରେ ଟାଟୁ କରି ଦୃଷ୍ଟିଶକ୍ତି ହରାଇଲେ ମଡେଲ
ଓ୍ବାର୍ସା,୪।୩: ଶରୀରରେ ଟାଟୁ କରିବା ବର୍ତ୍ତମାନ ଟ୍ରେଣ୍ଡ ପାଲଟିଥିବା ବେଳେ ଏବେ ଏହାକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ କ୍ରେଜ୍ କାହିଁରେ କେତେ। ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ କରାଯାଉଥିବା ଟାଟୁ ବେଳେବେଳେ କ୍ଷତିକାରକ ମଧ୍ୟ ସାବ୍ୟସ୍ତ ହୋଇଥାଏ। କିଏ ହାତରେ ଟାଟୁ କରିଥାଏ…
ଅନର୍ଗଳ ଇଂଲିଶ କହି ଚର୍ଚ୍ଚାରେ ହରିୟାଣାର ବୃଦ୍ଧା
ଆଜିକାଲିର ସମୟରେ ଯେତେ ଭାଷାଜ୍ଞାନ ଥାଉନା କାହିଁକି ଯଦି ଇଂଲିଶରେ ଦୁଇଧାଡ଼ି ନ ଜାଣିଛ ତେବେ ଜ୍ଞାନୀରେ ଗଣା ନୁହେଁ ବୋଲି କୁହାଯାଏ। ଗାଁ ଗହଳିରେ ଏସବୁ ସ୍ବପ୍ନ ପ୍ରାୟ। କଦବା କ୍ୱଚିତ୍ କେତେଜଣ ଭଲ ଇଂଲିଶ କହିପାରନ୍ତି। ଏ ସବୁ…
Archives


