ମହାରାଷ୍ଟ୍ରରେ ୨,୫୬୨ ପୋଲିସ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୩
ମୁମ୍ବାଇ, ୭।୬: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଆଗୁଆ ରହିଛି। ରାଜ୍ୟ ପୋଲିସ ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟ ପୋଲିସ ବିଭାଗର ୨,୫୬୨ ଜଣ କରୋନରେ ଆକ୍ରାନ୍ତ…
ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ଥାଳି ବଜାଇଲେ ଆର୍ଜେଡି ନେତା
ପାଟନା,୭।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ରବିବାର ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ନେତା ରାବ୍ରୀ ଦେବୀ, ତେଜସ୍ବୀ ଯାଦବ ଓ ତେଜପ୍ରତାପ ଯାଦବ ଥାଳି ବଜାଇଛନ୍ତି। ସାମାଜିକ ଦୂରତା ରକ୍ଷା କରି ଓ ମାସ୍କ ପିନ୍ଧି…
ଗର୍ଭବତୀଙ୍କ ଚିକିତ୍ସା କରିବାକୁ ମନାକଲେ ୮ ହସ୍ପିଟାଲ: ୧୩ ଘଣ୍ଟାପରେ ଆମ୍ବୁଲାନ୍ସ୍ରେ ଘଟିଲା ମୃତ୍ୟୁ
ନୋଏଡ଼ା, ୭।୬: ଦେଶରେ କରୋନା ସଂକ୍ରମଣ ନେଇ ଲୋକେ ଏଭଳି ଆତଙ୍କିତ ହୋଇ ପଡ଼ିଛନ୍ତି ଯେ, ସେମାନଙ୍କ ମଧ୍ୟରେ ଥିବା ସାଧାରଣ ମାନବିକତା ମଧ୍ୟ ଏବେ ହଜି ଯାଇଛି। ଏହାର ସଦ୍ୟତମ ଉଦାହରଣ ଦିଲ୍ଲୀର ନୋଏଡ଼ାରେ ଘଟିଛି। ଏଠାରେ କରୋନା ଲକ୍ଷଣ…
କୁକୁଡ଼ାଯୋଡ଼ି ଗ୍ରାମରେ ହାତୀ ଆତଙ୍କ: ବୃଦ୍ଧଙ୍କୁ ଦଳି ମାରିଦେଲା
ବାରିପଦା ଅଫିସ ୭।୬- ମୟୁରଭଞ୍ଜ ଜିଲା ବାରିପଦା ବ୍ଲକ ରଜାବସା ପଞ୍ଚାୟତ କୁକୁଡାଯୋଡ଼ି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ ଘଟିଛି। ବୃଦ୍ଧଜଣଙ୍କ ହେଲେ କୁକୁଡାଯୋଡି ଗ୍ରାମର ଚତୁର୍ଭୁଜ ନାୟକ। ମିଳିଥିବା ସୂଚନା ଅନୁସାରେ, ରାସଗୋବିନ୍ଦପୁର ବନାଞ୍ଚଳ ଅନ୍ତର୍ଗତ କୁକୁଡାଯୋଡ଼ି…
ସୁନାବେଡ଼ା ପୌରାଞ୍ଚଳରେ ୨ କାରୋନା ପଜିଟିଭ୍ ଚିହ୍ନଟ
ଜୟପୁର,୭।୬(ଡି.ଏନ୍.ଏ): କୋରାପୁଟ ଜିଲା ସୁନାବେଡ଼ା ପୌରାଞ୍ଚଳରେ ରବିବାର ୨ କାରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉଭୟ ସ୍ତ୍ରୀ ସ୍ବାମୀ ହୋଇଥିବା ଜଣାପଡ଼ିଛି। ତେବେ ସ୍ତ୍ରୀ ଗର୍ଭବତୀ ଥିବା ଯୋଗୁ ହୋମ୍ କ୍ବାରାଣ୍ଟାଇନରେ ରହିଥିଲେ। ସେମାନେ ମୁମ୍ବାଇ ଫେରନ୍ତା। ଉଭୟଙ୍କୁ ଜୟପୁର କୋଭିଡ-୧୯…
କରୋନା ସଂକ୍ରମଣ: ଜୁନ୍ ଶେଷ ବେଳକୁ ରାଜଧାନୀରେ ସ୍ଥିତି ହେବ ଅଣାୟତ!
ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ବେଳକୁ ବେଳ ସ୍ଥିତି ଅଣାୟତ ହେବାରେ ଲାଗିଛି। ମହାରାଷ୍ଟ୍ର ଓ ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟାରେ ବହୁ ପରିମାଣରେ ବୃଦ୍ଧି…
ଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ
କେସିଙ୍ଗା,୭।୬: କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଏଏସ୍ଆଇ ସୁମେଶ୍ୱର ବାଗ ଲାଞ୍ଚ ନେଉଥିବା ବେଳେ ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁମେଶ୍ୱର ରାୟଗଡ଼ା ଜିଲା ଅଧୀନ କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ମାଲିଗାଁର ପବିତ୍ର ନାଏକଙ୍କଠାରୁ ୫୦ ହଜାର ଟଙ୍କା…
ରଙ୍ଗ ବଦଳାଉଥିବା ମାଛ
ସାଧାରଣତଃ ବହୁରୂପୀ ରଙ୍ଗ ବଦଳାଇଥାଏ ବୋଲି ସମସ୍ତେ ଜାଣନ୍ତି। ମାତ୍ର ଏମିତି ଏକ ମାଛ ଅଛି, ଯାହା ରଙ୍ଗ ବଦଳାଇଥାଏ। ଏହି ମାଛ ବିରଳ। ନିକଟରେ ଏହା ଭାରତରେ ଦେଖିବାକୁ ମିଳିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଏହି ମାଛ ପ୍ରଥମ ଥର…
ଥମୁନି ପ୍ରାଣୀ ହିଂସା: କୁକୁରକୁ ଘୋଷାଡ଼ି ନେଲେ
ଔରଙ୍ଗାବାଦ, ୭।୬: ଦେଶରେ ପ୍ରାଣୀ ହିଂସା ଥମିବାର ନାଁ ଧରୁନି। କିଛି ଦିନ ତଳେ କେରଳରେ ଗୋଟିଏ ଗର୍ଭିଣୀ ହାତୀକୁ କିଛି ଦୁର୍ବୃତ୍ତ ସପୁରି ଭିତରେ ବିସ୍ଫୋରକ ରଖି ଖାଇବାକୁ ଦେଇଥିଲେ। ପରେ ହାତୀଟିର ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ…
ଶାହାଙ୍କ ରାଲି ପୂର୍ବରୁ ବିହାରରେ ପୋଷ୍ଟର ଓ୍ବାର
ପାଟନା,୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଡିଜିଟାଲ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି ପୋଷ୍ଟର ଓ୍ବାର। ରାଜଧାନୀ ପାଟନାରେ ନେତାଙ୍କର ପୋଷ୍ଟରକୁ ଦେଖି ଏବେ ରାଜନୀତି ହୋଇଛି ସରଗରମ।…
ବିପଜ୍ଜନକ କାର୍ଯ୍ୟରେ ନାହିଁ ଲଗାମ: ବିଦ୍ୟୁତ୍ କରେଣ୍ଟ ଦେଇ ମାଛଧରା, କମ୍ ଖର୍ଚ୍ଚରେ ମିଳୁଛି ବେଶି ଲାଭ
ନୟାଗଡ଼ ଅଫିସ/ଓଡଗାଁ,୭।୬(ସ୍ବ.ପ୍ର.): ମାଛ ମାରିବାକୁ ନୂଆ କୌଶଳ ଆପଣେଇଛନ୍ତି କେତେଜଣ ଯୁବକ। ଜାଲ ବଦଳରେ ବିଦ୍ୟୁତ୍ କରେଣ୍ଟ ଦେଇ ବିନା ପରିଶ୍ରମ ଓ କମ୍ ଖର୍ଚ୍ଚରେ ମାଛ ମାରୁଛନ୍ତି। ଏଭଳି ଦୃଶ୍ୟ ନୟାଗଡ ଜିଲା ଓଡଗାଁ ବ୍ଲକ ଶରଧାପୁର ପଞ୍ଚାୟତ ଆମ୍ବରାପୁର…
୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ
ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି। ସେଥିମଧ୍ୟରୁ ୧୦ଟି ରାଜ୍ୟରେ ମୃତକଙ୍କ ସଂଖ୍ୟା ମୋଟ ମୃତ୍ୟୁ ସଂଖ୍ୟାର ୯୫ ପ୍ରତିଶତ ରହିଛି।…

