Home Left

ଯୁକ୍ତ୨ ପରୀକ୍ଷା ଆରମ୍ଭ: ଢେଙ୍କାନାଳର ୪୨ ପରୀକ୍ଷା କେନ୍ଦ୍ରରେ ୭ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେବେ ପରୀକ୍ଷା

ଢେଙ୍କାନାଳ ଅଫିସ,୩।୩: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ଢେଙ୍କାନାଳ ଜିଲାର ୪୨ ପରୀକ୍ଷା କେନ୍ଦ୍ରରେ ୭ହଜାରରୁ ଊର୍ଦ୍ଧ୍ୱ…

କେନାଲ କାମରେ ଅନିୟମିତତା: ବିରୋଧ କରି କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ଜମନକିରା,୩।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍‌ଆଇପି) ପକ୍ଷରୁ ଜମନକିରା ବ୍ଲକ୍‌ ସଦର ମହକୁମାର ମୁଖ୍ୟ କେନାଲ କାମକୁ ଖଇରଡିହି ଗ୍ରାମବାସୀ ବିରୋଧ କରିଛନ୍ତି। କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସୋମବାର ଗ୍ରାମବାସୀ ଏହାକୁ ବିରୋଧ…

ବେଆଇନ ପଥର ଖାଦାନରେ ଚଢ଼ାଉ: ୭ ଟ୍ରକ୍‌, ୨ ଜେସିବ ଜବତ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨ ଜେସିବି ମେଶିନ ଜବତ କରାଯାଇଛି। ଉପଜିଲାପାଳ ସାଫଲ୍ୟ ମଣ୍ଡିତଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିବା…

ଦୁଇ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କା ଜରିମାନା

କଟକ ଅଫିସ,୩।୩: ମାର୍ଚ୍ଚ ପହିଲାଠାରୁ ରାଜ୍ୟରେ ନୂତନ ମୋଟରଯାନ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ପରିବହନ ବିଭାଗ ଏବଂ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି। ପ୍ରଥମ ଦିନ ଅର୍ଥାତ ରବିବାରଠାରୁ ସୋମବାର ରାତି ୯ଟା ଭିତରେ…

ସରକାରୀ ହସ୍ପିଟାଲରେ ସନ୍ତାନ ପ୍ରସବ କଲେ ଆଇଏଏସ୍‌

ରାଞ୍ଚି,୩।୩: ଝାଡଖଣ୍ଡର ଜଣେ ଆଇଏଏସ୍‌ ଅଧିକାରୀ ସରକାରୀ ହସ୍ପିଟାଲାରେ ତାଙ୍କର ଦ୍ୱିତୀୟ ସନ୍ତାନ ପ୍ରସବ କରିବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ରାଞ୍ଚିରୁ ୩୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଗୋଡ୍ଡାରେ ନିୟୋଜିତ ଥିବା କିରଣ ପାସି ନାମକ ଏହି ଆଇଏଏସ୍‌ ଅଧିକାରୀ…

ଖରାଦିନେ ତ୍ୱଚାର ଯତ୍ନ

ଖରାଦିନେ ସାଧାରଣତଃ ତ୍ୱଚା ମଳିନ ପଡ଼ିଯାଏ। ଆପଣ ଚାହିଁଲେ କିଛି ଟିପ୍ସ ଆପଣାଇ ଏଥିରୁ ଆରାମ ପାଇପାରିବେ… – କଟନ କପଡ଼ାରେ ବରଫ ଖଣ୍ଡକୁ ରଖି ମୁହଁରେ ଘଷନ୍ତୁ। ଏହାଦ୍ୱାରା ତ୍ୱଚାକୁ ଆରାମ ମିଳିଥାଏ ଏବଂ ତ୍ୱଚା କୋମଳ ରହିଥାଏ। –…

ପନିର ଖିରି

ଆବଶ୍ୟକ ସାମଗ୍ରୀ ଚକଟାଯାଇଥିବା ପନିର – ୧/୨ କପ୍‌,ମିଲ୍କ ମେଡ୍‌ – ୧/୪, କ୍ଷୀର – ୧ଲିଟର, ଚିନି -୨୫୦ ଗ୍ରାମ୍‌, ପେସ୍ତା ବାଦାମ, କିସ୍‌ମିସ୍‌, ଅଳେଇଚ ପାଉଡର। ପ୍ରସ୍ତୁତି ପ୍ରଣାଳୀ ପନିର ଖିରି ପ୍ରସ୍ତୁତ କରିବା ପାଇଁ ପ୍ରଥମେ ଗ୍ୟାସ୍‌…

ଟ୍ରାଇବାଲ୍‌ ପ୍ରିଣ୍ଟ

ଖରାଦିନେ ଟ୍ରାଇବାଲ୍‌ ପ୍ରିଣ୍ଟ୍‌ର ରହିଛି ଡିମାଣ୍ଡ। ସ୍କର୍ଟ, ଟପ୍ସ୍‌, ବ୍ଲାଉଜ୍‌, ଶର୍ଟସରେ ବି ଏହି ପ୍ରିଣ୍ଟକୁ ଆପଣାଇପାରିବେ.. – ଜ୍ୟୋମେଟ୍ରିକ୍‌ ସେପ୍ସ ଏବଂ ଆବ୍‌ଷ୍ଟ୍ରାକ୍ଟସ୍‌ ଲାଇନ୍ସର ଟ୍ରାଇବାଲ୍‌ ପ୍ରିଣ୍ଟ ମାର୍କେଟରେ ମିଳୁଛି। ଟ୍ରାଇବାଲ୍‌ ପ୍ରିଣ୍ଟ୍‌ସରେ ବ୍ରାଇଟ୍‌ ରେଡ୍‌, ପିଙ୍କ୍‌, ଅରେଞ୍ଜ୍‌, ଗ୍ରୀନ୍‌,…

କିୟାରାଙ୍କୁ କପି କଲେ ପଲକ: ପତ୍ରରେ ଆବରଣ କରି କଲେ ଫଟୋ ସୁଟ୍‌

ବଲିଉଡ୍‌ ଅଭିନେତ୍ରୀ କିୟାରା ଆଡଓ୍ବାନି ଡବ୍ବୁ ରତନାନୀଙ୍କ କ୍ୟାଲେଣ୍ଡର ପାଇଁ ଫଟୋ ସୁଟ୍‌ କରି ଖୁବ୍‌ ଚର୍ଚ୍ଚାରେ ରହିଥିଲେ। କିୟାରା ଏହି ଫଟୋ ସୁଟ୍‌ ପାଇଁ କଦଳୀ ପତ୍ରରେ ନିଜକୁ ଆବରଣ କରିଥିଲେ। ଏବେ କିୟାରାଙ୍କୁ ଅନୁକରଣ କରିଛନ୍ତି ଟିଭି ଅଭିନେତ୍ରୀ…

ଗୃହିଣୀଙ୍କ ପାଇଁ

ଶପିଂକୁ ଯିବା ପୂର୍ବରୁ ଆପଣଙ୍କ ଗ୍ରୋସରିର ଲିଷ୍ଟ୍‌ ମୋବାଇଲରେ ସେଭ୍‌ କରନ୍ତୁ। ଏପରି କଲେ ଆପଣ କୌଣସି ଦୋକାନକୁ ଯାଇ ସାମଗ୍ରୀ ଆଣିବାକୁ ଭୁଲିବେ ନାହିଁ। ଡଷ୍ଟବିନ୍‌ର ତଳଭାଗରେ ପୁରୁଣା ଖବରକାଗଜ ପକାନ୍ତୁ। ଏହାଦ୍ୱାରା କୌଣସି ଲିକ୍ୱିଡ୍‌ ବା ଅପରିଷ୍କାର ଡଷ୍ଟବିନ୍‌ରେ…

ତଥାପି ସକ୍ଷମ : ଦୃଢ଼ ମନୋବଳ ବାଟ ଦେଖାଇଛି

ଦିବ୍ୟାଙ୍ଗ ହେଲେ ମଧ୍ୟ ଏମାନେ ଅନ୍ୟମାନଙ୍କଠାରୁ କମ୍‌ ନୁହନ୍ତି। ବିଭିନ୍ନ ପ୍ରତିବନ୍ଧକକୁ ଏଡ଼ାଇ ନିଜ ଲକ୍ଷ୍ୟପଥରେ ଅଗ୍ରସର ହୋଇ ଚାଲିଛନ୍ତି । ଚଳିତ ମାସ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଅନ୍ୟପାଇଁ ପ୍ରେରଣା ସାଜିଥିବା କେତେଜଣ ଦିବ୍ୟାଙ୍ଗ…

କରୋନା ଭାଇରସ: ଦକ୍ଷିଣ କୋରିଆର ସ୍ଥିତି ଅସମ୍ଭାଳ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ଅତିକ୍ରମ କଲା

ସିଓଲ,୩।୩: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ତା’ର କାୟା ବିସ୍ତାର କରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଟପିଗଲାଣି। ମଙ୍ଗଳବାର ୪୭୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri