Home Left

ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲା

ପୁରୀ ଅଫିସ,୩।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ସକ୍ଷମ ଯୋଜନା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ ଡ୍ରାଇଭ୍‌ରେ ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରିମାନଙ୍କୁ କାଉନ୍‌ସେଲିଂ କରାଯାଇଛି। କାଉନ୍‌ସେଲିଂ ପରେ ଏମାନଙ୍କୁ…

ଟ୍ରକ୍‌ ଧକ୍କାରେ ଜଣେ ମୃତ, କ୍ଷତି ପୂରଣ ଦାବିରେ ଆନ୍ଦୋଳନ

କଣିହାଁ,୩।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଲି ଗ୍ରାମର କୁଳୁମା କୁଆଁରୀ ରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଗଣେଶ୍ୱର ସାମଲ। ଘଟଣାସ୍ଥଳରେ ଗଣେଶ୍ୱରଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଚାପା ଉତ୍ତେଜନା…

ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା

ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ ପରେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତି ମୁସଲମାନ୍‌ ପରିବାର

ଗୁଆହାଟୀ,୩।୩ : ଦେଶରେ ଧର୍ମ, ଜାତି, ସମ୍ପ୍ରଦାୟ ମଧ୍ୟରେ ବାବବିବାଦ ଜାରି ରହିଥିବା ବେଳେ ଆସାମର ଏକ ମୁସଲମାନ୍‌ ପରିବାର ସାମ୍ପ୍ରଦାୟିକ ସଦ୍‌ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଏହି ପରିବାର ଦୀର୍ଘ ୫୦୦ ବର୍ଷ ଧରି ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତିି।…

କପିଲ ମିଶ୍ରାଙ୍କୁ ମିଳିବ ଓ୍ବାଇ ପ୍ଲସ ସୁରକ୍ଷା!

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ପୂର୍ବରୁ ନିଜର ଉତ୍ତେଜିତ ଭାଷଣ ଭାଷଣ ପାଇଁ ଚର୍ଚ୍ଚାରେ ରହିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା କପିଲ ମିଶ୍ରାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ଏବେ ତାଙ୍କୁ ଓ୍ବାଇ ପ୍ଲସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଛି।…

ଗୋମୂତ୍ର, ଗୋବର ଦ୍ୱାରା ଭଲ ହେବ କରୋନା ଭାଇରସ: ଭାଜପା ବିଧାୟିକା

ଗୁଆହାଟୀ,୩।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଏହାର ଏକ ଅଦ୍ଭୁତ ଚିକିତ୍ସା ପଦ୍ଧିତି ବିଷୟରେ କହିଛନ୍ତି ଭାରତୀୟ ଜନତା ପାର୍ଟି ବିଧାୟିକା ସୁମନ ହରିପ୍ରିୟା। ସୋମବାର ଆସାମ ବିଧାନସଭାରେ ହରିପ୍ରିୟ କହିଛନ୍ତି, ମୋତେ ଲାଗୁଛି ଗୋମୂତ୍ର ଓ…

ଆମେରିକାରେ ବଢୁଛି କରୋନା ଭାଇରସ ମୃତକଙ୍କ ସଂଖ୍ୟା

ଓ୍ବାଶିଂଟନ,୩।୩: କରୋନା ଭାଇରସ ଏବେ ବିଶ୍ୱବାସୀଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହା ପାଖାପାଖି ୬୦ ଦେଶକୁ ବ୍ୟାପି ସାରିଲାଣି। ବିଶ୍ୱର ଶକ୍ତିଶାଳୀ ଦେଶ ଭାବେ ପରିଚିତ ଆମେରିକାରେ ମଧ୍ୟ ସମୟ କ୍ରମେ କରୋନା ଭାଇରସ ସଂକ୍ରମିତ ଓ ମୃତକଙ୍କ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘର ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ତେବେ ଆୟ…

ସୋସିଆଲ ମିଡିଆ ଛାଡିବେ ମୋଦି: ଟ୍ରେଣ୍ଡ କରୁଛି ‘ହାସ ନୋସାର୍‌’

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ। ଟୁଇଟ୍‌ କରି ସେ ଫେସବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଭଳି ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ।…

କରୋନା ଭାଇରସ ରୋଗୀ ଚିହ୍ନଟ ପରେ ଗେହଲଟ ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଜୟପୁର,୩।୩: ଚାଇନାରେ କାୟା ବିସ୍ତାର କରି ଚାଲିଥିବା କରୋନା ଭାଇରସ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ସୋମବାର ଭାରତରେ ୩ କରୋନା ଭାଇରସ ପଜିଟିଭ ଚିହ୍ନଟ ହେବା ପରେ ଏବେ ସମସ୍ତଙ୍କ ମନରେ ଛନକା ପସିଯାଇଛି। ଏମାନଙ୍କ…

ଶ୍ରଦ୍ଧା କପୁରଙ୍କୁ ପୂରିଲା ୩୩: ରୋମାନ୍ସ୍‌ ପାଇଁ ବେଳ ନାହିଁ

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ମଙ୍ଗଳବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ କରିବା ପାଇଁ ପିଲାଟି ଦିନରୁ…

୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ ଦିନରେ ଆଇନ ଖିଲାପକାରୀଙ୍କ ଉପରେ ମୋଟା ଅଙ୍କର ଜରିମାନା କଷିଛି ପୋଲିସ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri