୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ
ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ଖୋଲା…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଭାଲିଆଡିହାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ। ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ…
ଫଳପ୍ରଦ ଆଣ୍ଟିବାୟୋଟିକ୍ ପଦାର୍ଥର ବିକାଶ
ବ୍ୟାକ୍ଟେରିଓଫେଜ୍ ଭାଇରସ୍ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ କୋଷରେ ପ୍ରବେଶ କରି ନିଜର ପ୍ରତିକୃତି ଗଠନ ପୂର୍ବକ ଅନ୍ୟ ବ୍ୟାକ୍ଟେରିଆଙ୍କୁ ସଂକ୍ରମିତ…
ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ
ପୁରୀ,୩୦।୩(ଅଜିତ୍ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ହେଲେ ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ । ସୋମବାର ପୂର୍ୱାହ୍ନରେ ସେକ୍ଟର…
ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର
ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର ଜଣାପଡ଼ିଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ପୀଡ଼ିତାଙ୍କ…
ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ
ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ ଏହି ଅର୍ଦ୍ଧଶତକୀୟ ଇନିଂସ ପାଇଁ, ମୁମ୍ବାଇ କୋଲକାତା ନାଇଟ ରାଇଡର୍ସକୁ ୬ ୱିକେଟରେ…
ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା
ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ ଆକ୍ରମଣ ସମ୍ପର୍କରେ କଳ୍ପନାଜଳ୍ପନା ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ପ୍ରତିକ…
ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ
ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି । ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡ ବସିଥିବା ଦେଖିବାକୁ ମିଳିଥିଲା।…
ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା
ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ଲକ୍ଷ୍ମୀଙ୍କ ଆଧାର କାର୍ଡ, ଭୋଟର କାର୍ଡ ସହ…
ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ
ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ ଆଗ ଟୋକନ ପାଇଥିଲେ ସେହି ଚାଷଙ୍କ ଧାନ ଉଠୁ ନ ଥିବା ବେଳେ…
ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….
ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ ହତ୍ୟା ପରେ ସେ…
ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି
ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ ବଢ଼ି ୭୦ ବର୍ଷରେ ପହଞ୍ଚତ୍ଲାଣି। ଏହି ବୟସରେ କ’ଣ ସବୁ ଘଟିବ, କେହି…
Archives


