ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି ଦେବିପ୍ରସାଦ ମିଶ୍ର ଅନୁମୋଦନ କରିଛନ୍ତି । ପାଟଣା ବ୍ଲକ ବିଜେଡି ସଭାପତି ଭାବେ…
ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ
ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଆଇଆଇଟି ବମ୍ବେର ନିର୍ଦ୍ଦେଶକ ପ୍ରଫେସର ଶିରୀଶ କେଦାରେ ବିକ୍ଷୋଭକାରୀଙ୍କ ଦାବି…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗ୍ୟାସ୍ ସିଲିଣ୍ଡର ଫାଟି ଏହି ରେଷ୍ଟୁରାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି…
ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ ପଡ଼ିଥାଏ।…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ଏକ ସଙ୍ଗୀନ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା…
ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ ଶତକ ହାସଲ କରିବା ଠାରୁ ଆରମ୍ଭ କରି ସର୍ବାଧିକ ଛକା ମାରିବା ପର୍ଯ୍ୟନ୍ତ…
ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍ବୁକ୍ ଲାଇଭ୍ରେ ବିବାଦୀୟ ମନ୍ତବ୍ୟ ପରେ…
ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ ମସଗୁଲ ଥିଲେ ଶ୍ରଦ୍ଧାଳୁ। ହେଲେ ଏହି ଆନନ୍ଦର ମାହୋଲ କ୍ଷଣକ ମଧ୍ୟରେ ରଣକ୍ଷେତ୍ରରେ…
ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା
ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି ଭାବେ କହିଛନ୍ତି। ଗଣମାଧ୍ୟମ ସହ ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଶେହଜାଦ କହିଛନ୍ତି ଯେ…
ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ
ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ…
ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ
ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା କରାଯାଇଛି। ‘ଲା ଚାଇନା ପୋଲୋ’ (La China Polo) ଭାବେ ପରିଚିତ ସୁସି,…
ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ
ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳ ଭି. କୀର୍ତ୍ତି ଭାସନ…
ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ
ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ ଧନରାଜ ହାନୁମନ୍ତ ଧାମଧେରଙ୍କ ନିର୍ଦ୍ଦେଶ କ୍ରମ ପାଟଣା ରେଞ୍ଜର ଆର୍ତ୍ତ ତ୍ରାଣ ମିର୍ଦ୍ଧା…

