Home Left

ଇସ୍ରାଏଲ୍‌ରେ ୧୨ ମାସରେ ୩ ଥର ନିର୍ବାଚନ

ଜେରୁଜେଲମ୍‌,୩ା୩(ଏଏଫ୍‌ପି): ଇସ୍ରାଏଲ୍‌ରେ ୧୨ ମାସ ମଧ୍ୟରେ ତୃତୀୟ ଥର ପାଇଁ ସାଧାରଣ ନିର୍ବାଚନ ହେଉଛି। ଦେଶରୁ ରାଜନୈତିକ ସଂକଟ ଦୂର କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତୃତୀୟ ଥର ନିର୍ବାଚନ ଲଢ଼ୁଛନ୍ତି। ଏଥର ଯଦି କେହି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ…

କ୍ଷତିଗ୍ରସ୍ତଙ୍କ ପାଇଁ କ’ଣ ପଦକ୍ଷେପ ନେଇଛ

ନୂଆଦିଲ୍ଲୀ,୩ା୩ (ପି.ଟି.): ଉତ୍ତରପୂର୍ବ ଦିଲ୍ଲୀ ଦଙ୍ଗାରେ କ୍ଷତିଗ୍ରସ୍ତ ଲୋକମାନଙ୍କ ଚିକିତ୍ସା ଓ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ରିପୋର୍ଟ ଦାଖଲ କରିବା ଲାଗି ହାଇକୋର୍ଟ ସୋମବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଓ…

୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍‌ ନଭ୍‌ନୀତ୍‌ କୁମାର ଫେବୃୟାରୀ ୨୬ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଥିବା ବେଳେ ସୋମବାର ଦଣ୍ଡାଦେଶ ଦେଇଛନ୍ତି।…

‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ ବିଭିନ୍ନ ବଳାତ୍କାର ଘଟଣାରେ ସାମିଲ ଥିବା ପ୍ରମାଣ ମିଳୁଛି। ଯାଜପୁର ଜିଲା କୁଆଖିଆ ରସୁଲପୁର…

ନିୟମ କୋହଳ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ପୁନର୍ବାର ଟ୍ରାଫିକ ଧରପଗଡ଼ କଡାକଡି କରିଛନ୍ତି। ଦୁଇଥର ୩ ମାସ ଲେଖା ମହଲତ ଦେବା ପରେ ସରକାର ମାର୍ଚ୍ଚ ୧ ତାରିଖରୁ ପୁଣି କଠୋର ହୋଇଛନ୍ତି। ଟ୍ରାଫିକ ଧରପଗଡ଼ ଜୋରଦାର ହୋଇଥିବା ବେଳେ ଧରାପଡୁଥିବା ନିୟମ ଉଲ୍ଲଂଘନକାରୀଙ୍କ…

ଗର୍ଭପାତ ସମୟସୀମା ବୃଦ୍ଧି ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୩ା୩(ପି.ଟି.): ହସ୍ପିଟାଲ ଦ୍ୱାରା ଅନୁମୋଦିତ ଗର୍ଭପାତ ପାଇଁ ସର୍ବାଧିକ ସମୟସୀମା ୨୦ ସପ୍ତାହରୁ ୨୪ ସପ୍ତାହକୁ ବଢ଼ାଇବା ପାଇଁ ଏକ ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଦିଲ୍ଲୀ ଦଙ୍ଗାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ଚାଲିଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ…

ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ତେଜ୍‌ପୁର,୩ା୩: ଆସାମର ବିଶ୍ୱନାଥ ଜିଲା ଅନ୍ତର୍ଗତ ଚକ୍‌ଲା ଗ୍ରାମରେ ଜଣେ ନାବାଳିକା(୧୨)ଙ୍କୁ ଗଣବଳାତ୍କାର କରାଯିବା ପରେ ମାରି ଗଛରେ ଟଙ୍ଗାଇ ଦିଆଯାଇଛି। ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଥିବା ବେଳେ ୭ ସ୍କୁଲ ଛାତ୍ରଙ୍କୁ ଅଟକ ରଖାଯାଇଥିବା ପ୍ରକାଶ। ହାଇସ୍କୁଲ ପରୀକ୍ଷା…

ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ସଞ୍ଜୟଙ୍କ ନିଯୁକ୍ତି ସମ୍ପର୍କରେ ଏକ ବିଜ୍ଞପ୍ତି ରବିବାର…

ସଙ୍କଟରେ ବଜ୍ରକାପ୍ତା

ମନୁଷ୍ୟ ଯୋଗୁ ହିଁ ଆଜି ବିଶ୍ୱର ବନ୍ୟପ୍ରାଣୀ ସଙ୍କଟରେ। କିନ୍ତୁ ଆମେ ମନେରଖିବା ଉଚିତ ଯେ, ବନ୍ୟପ୍ରାଣୀଙ୍କ ଅନୁପସ୍ଥିତି ପୃଥିବୀର ପରିବେଶ ସମ୍ବନ୍ଧୀୟ ସନ୍ତୁଳନକୁ ବିଗାଡ଼ିଦେବ। ବିଶ୍ୱର ଜୈବ ବିବିଧତାରେ ବନ୍ୟପ୍ରାଣୀଙ୍କ ଉଲ୍ଲେଖନୀୟ ଭୂମିକା ରହିଛି। ତେଣୁ ସେମାନଙ୍କ ସୁରକ୍ଷା ନିହାତି…

ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ

ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍‌ ସମ୍ପ୍ରଦାୟ ନିଷ୍ପତ୍ତି ନେଇଛନ୍ତି। ଏହି ଜମିକୁ ନେଇ ୨୦୧୪ରେ ଦଙ୍ଗା ସୃଷ୍ଟି ହୋଇଥିଲା। ନିକଟରେ…

ବୁଲିପାରିଲେନି ବୋଲି କାଠରେ ତିଆରି କଲେ ବିସ୍ମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପିଲାବେଳୁ ସ୍ବପ୍ନ ଥିଲା ପ୍ୟାରିସ୍‌ର ଏଫିଲ୍‌ ଟାଓ୍ବାର ଥରେ ଦେଖିବା, ଆଗ୍ରାର ତାଜମହଲ ଆଗରେ ଫଟୋ ଉଠାଇବା, ଆଉ ଇଜିପ୍ଟର ପିରାମିଡ୍‌ ବୁଲିବା। ହେଲେ ଗରିବ ପରିବାରରେ ଜନ୍ମ ହୋଇଥିବାରୁ ଏହି ସ୍ବପ୍ନ ସ୍ବପ୍ନ ହୋଇ ରହିଗଲା। ଆର୍ଥିକ ଅବସ୍ଥା…

ପାର୍ଲାମେଣ୍ଟରେ ଶାସକ- ବିରୋଧୀ ଧସ୍ତାଧସ୍ତି

ନୂଆଦିଲ୍ଲୀ,୩ା୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଥିବା ବେଳେ ଦିଲ୍ଲୀ ଦଙ୍ଗାକୁ ନେଇ ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri