Home Left

୩ କରୋନା ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩ା୩(ପି.ଟି.): ଭାରତରେ ଆଉ ୩ ଜଣ କରୋନା ରୋଗୀ ଦିଲ୍ଲୀ, ତେଲଙ୍ଗାନା ଓ ଜୟପୁରରୁ ଚିହ୍ନଟ ହୋଇଛନ୍ତି। ଇଟାଲୀରୁ ଦିଲ୍ଲୀ ଆସିଥିବା ବ୍ୟକ୍ତିଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ତେଲେଙ୍ଗାନାରେ କରୋନା ସଂକ୍ରମିତ ବ୍ୟକ୍ତି ଜଣକ ପୂର୍ବରୁ ଦୁବାଇ ଯାଇଥିଲେ…

ସୋସିଆଲ ମିଡିଆ ଛାଡ଼ିବେ ମୋଦି

ନୂଆଦିଲ୍ଲୀ,୩ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସୋସିଆଲ ମିଡିଆ ଛାଡ଼ିବା ନେଇ ଚିନ୍ତା କରୁଥିବା ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଆସନ୍ତା ରବିବାର ପରେ ସେ ଟୁଇଟର, ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ ଓ ୟୁଟ୍ୟୁବ୍‌ ଛାଡ଼ିପାରନ୍ତି ବୋଲି ଉଲ୍ଲେଖ କରିଛନ୍ତି । ଏଭଳି…

ସୁପର ଫୁଡ୍‌ ‘କଳା ଚାଉଳ’

ଧାନର ରଙ୍ଗ ଧଳା, ଭିତରେ ଚାଉଳ କଳା। କଳା ଚାଉଳର ଜନ୍ମ ସ୍ଥାନ ଚାଇନା। ପୃଥିବୀରେ ପ୍ରାୟ ୬୦ କିସମର କଳା ଚାଉଳ ଧାନ ଅଛି। ଚାଇନା, ଜାପାନ, ଫିଲିପାଇନ୍ସ, ଇଣ୍ଡୋନେସିଆ, ଥାଇଲାଣ୍ଡ, ପୂବର୍ର୍ ଭାରତରେ ମଣିପୁର ଓ ଆସାମରେ କଳାଚାଉଳ…

ହୋଟେଲରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକ ହୋଟେଲରେ ରଖି ବଳାତ୍କାର କରିଥିବା ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ କରିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ…

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ:ଭଙ୍ଗାଗଲା ୯୫ ଘର

କଟକ ଅଫିସ,୩ା୩:ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ପାଇଁ ଉଚ୍ଛେଦ କାର୍ଯ୍ୟ ସୋମବାର ଠାରୁ ପୁଣି ଥରେ ଆରମ୍ଭ ହୋଇଛି। ସକାଳେ ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ମା’ ମଙ୍ଗଳା ବସ୍ତିର ଘରଗୁଡିକୁ ମେଶିନ ସହାୟତାରେ ଭଙ୍ଗା ଯାଇଥିଲା। ପ୍ରାୟ ୯୫ଟି ଘର ଭଙ୍ଗା…

ଠିକାଦାରଙ୍କ କବ୍‌ଜାରେ ରୋଗୀ କ୍ୟାବିନ

ଭୁବନେଶ୍ୱର,୩ା୩(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲକୁ ରୋଗୀ ଗଲେ ସେମାନଙ୍କୁ ସହଜରେ ବେଡ୍‌ ମିଳୁନି। ଯଦି ବେଡ୍‌ ମିଳୁଛି ତେବେ ବହୁ ଧରାଧରି ଏବଂ ହାତଗୁଞ୍ଜା ଦେବା ପରେ। ଯେଉଁମାନେ ଦେଇପାରୁ ନାହାନ୍ତି ସେମାନେ ଚଟାଣରେ ଶୋଇ ଚିକିତ୍ସିତ ହେଉଛନ୍ତି। କିନ୍ତୁ ଏବେ କ୍ୟାପିଟାଲ…

ଇଥିଓପିଆରେ ଥିଲେ ଅଧ୍ୟାପିକା, ଏବେ ଅସହାୟ

ପୁରୀ ଅଫିସ, ୩ା୩: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସମେତ ପୁରୀ ସହର ହେବ ଭିକାରିମୁକ୍ତ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ୩ତାରିଖ ମଙ୍ଗଳବାରଠାରୁ ପ୍ରଶାସନ ପକ୍ଷରୁ ନୀଳାଦ୍ରି ନିଳୟ ଯୋଜନାରେ ଭିକାରିମାନଙ୍କୁ ଥଇଥାନ କରାଯିବ। ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ…

ଦେହ ଦଲାଲଙ୍କ ନଜରରେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୩ା୩(ବ୍ୟୁରୋ):ବାଂଲାଦେଶୀ ସେକ୍ସ ର଼୍ୟାକେଟର କିଙ୍ଗ୍‌ପିନ୍‌ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍‌ ଗିରଫ ହେବାପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ତାଙ୍କ ଲିଙ୍କ୍‌ରେ ଥିବା ଦଲାଲ, ଏଜେଣ୍ଟ, ରୂପଜୀବୀଙ୍କୁ ଖୋଜି ଖୋଜି ଧରୁଛି। ଇତିମଧ୍ୟରେ ୫ଜଣ ଦଲାଲ ଗିରଫ ହୋଇଥିବାବେଳେ ବହୁ ବାଂଲାଦେଶୀ…

ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ…

ଗଣମାଧ୍ୟମ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡା ଅଫିସ, ୩।୩: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଗ୍ରାମାଞ୍ଚଳରେ କାର୍ଯ୍ୟରତ ଖବରଦାତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ପ୍ରଚାର ପ୍ରସାର କରି ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ଯୋଜନାର ତ୍ରୁଟି ବିଚ୍ୟୁତିକୁ ପ୍ରକାଶ କରି ପ୍ରଶାସନକୁ ସଜାଗ ଓ ପାରଦର୍ଶୀ…

ବିଧାନସଭାରେ ନୀରବ ଜନପ୍ରତିନିଧି

ଯାଜପୁର ଅଫିସ,୩ା୩: ଯାଜପୁର ଜିଲାରେ ପ୍ରାୟ ୧୮ହଜାର ହେକ୍ଟର ଜମିରେ ପନିପରିବା ଚାଷ ହେଉଛି। ଏଠାରୁ ପନିପରିବା ଜିଲା ତଥା ରାଜ୍ୟ ବାହାରକୁ ମଧ୍ୟ ରପ୍ତାନୀ ହେଉଛି। କିନ୍ତୁ ଜିଲା କୃଷି ଓ ଉଦ୍ୟାନ ବିଭାଗର ଦୂରଦର୍ଶିତା ଓ ଆନ୍ତରିକତା ଅଭାବରୁ…

ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri