Home Left

ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ ଏନେଇ…

୧୦୨ ଠିକା ଶ୍ରମିକଙ୍କୁ ଛଟେଇ

ଯାଜପୁର ଅଫିସ,୩ା୩:କଳିଙ୍ଗନଗରଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାର ଘରୋଇକରଣ ପ୍ରତିବାଦରେ ନିଳାଚଳ ବଞ୍ଚାଅ ମିଳିତ ମଞ୍ଚ ପକ୍ଷରୁ କାରଖାନା ସମ୍ମୁଖରେ ଗଣଧାରଣା ସୋମବାର ୫୧ ଦିନରେ ପହଞ୍ଚିଛି। ଇତିମଧ୍ୟରେ ସରକାର, ଜିଲା ପ୍ରଶାସନ କିମ୍ବା ନିଳାଚଳ କର୍ତ୍ତୃପକ୍ଷଙ୍କ…

କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନାହାନ୍ତି, ଫେରୁଛନ୍ତି ରୋଗୀ

କୁଜଙ୍ଗ,୩ା୩(ଡି.ଏନ.ଏ.): କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଶତାଧିକ ରୋଗୀ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଗୁରୁତର ରୋଗୀ ରହୁଛନ୍ତି। ହେଲେ ଏଠାକୁ ଆସୁଥିବା ରୋଗୀ ଚିକିତ୍ସା ସେବା ନ ପାଇ ନିରାଶରେ ଫେରୁଛନ୍ତି। କାରଣ ଏଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି।…

୨୫ ପୀଠର ବିକାଶ ଆଶା ଉଜ୍ଜୀବିତ

ଜଗତ୍‌ସିଂହପୁର ଅଫିସ, ୩ା୩: କଳା, ସଂସ୍କୃତି, ଶିକ୍ଷା ଆଦି କ୍ଷେତ୍ରରେ ଜଗତ୍‌ସିଂହପୁରର ସ୍ବତନ୍ତ୍ରତା ରହିଛି। ଏହାବାଦ୍‌ ମା’ ଶାରଳା ମନ୍ଦିରଠାରୁ ଗୋରେଖନାଥ ପୀଠ ପର୍ଯ୍ୟନ୍ତ ଅନେକ ଧାର୍ମିକ ମଠ, ମନ୍ଦିର ଜିଲାର ଗାରିମା ବଢାଇଛି। କିନ୍ତୁ ଏସବୁର ବିକାଶ ଆଶାଜନକ ହୋଇପାରୁନାହିଁ।…

ଆର୍‌ଟିଓ ଯାଞ୍ଚ ଜୋରଦାର

ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍‌ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ ଆର୍‌ଟିଓ…

କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା

ଅନଗୁଳ ସହର, ୩ା୩ ଅନୁଗୋଳ ସହର ହୁଲୁରିସିଙ୍ଗା ଜେମାଦେଈପୁର କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା। ଦୀର୍ଘ ବର୍ଷ ଧରି ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୪୦ ଗରିବ ପରିବାର ସେଠାରେ ବାସ କରିଆସୁଥିବା ବେଳେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଟ୍ଟା ମିଳୁ…

୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା

ଅନୁଗୋଳ ଅଫିସ୍‌, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ଡୋର୍‌ରେ ଦଉଡ଼ି ଭିଡ଼ି ଜରୁରୀ ସେବା

ବଇଣ୍ଡା,୩।୩ (ଡି.ଏନ.ଏ.) – ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍‌ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍‌ ଓ ପଛ ଡୋର୍‌ ଭାଙ୍ଗି ଯାଇଥିବା ବେଳେ ଏସି କି ଅକ୍ସିଜେନ ସିଲିଣ୍ଡର ମଧ୍ୟ କାମ କରୁନି। ଏପରି…

ଏପ୍ରିଲରୁ ମୂଲ ହେବା ମଡେଲ ସ୍କୁଲ: ଦରଖଁଡ଼ିଆ ହେଇ ପଡ଼ିଛେ ନୂତନ କୁଠା

ବିଜେପୁର, ୩।୩ (ଡି.ଏନ୍‌.ଏ.)- ଗଁାଗଁଲିର ମେଧାବୀ ପିଲାକୁଁ ଉଚ ଧରନ୍‌ର ଶିକ୍ଷା ଦେବାକେ ସବୁ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଥାପନା କରବାକେ ରାଏଜ୍‌ ସରକାର୍‌ ଯୋଜନା କରିଛନ୍‌। ଇଥିରଲାଗି ସରକାର ରାଜ୍‌କୋଷନୁ ପାଏନ୍‌ ମିତାର ଟଁକା ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ…

ସାଙ୍ଗଓ୍ବାନଙ୍କ ଉପରୁ ବାସନ୍ଦ ଉଠିଲା

ନୂଆଦିଲ୍ଲୀ, ୩ା୩ (ପି.ଟି.)-ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଅପିଲ ପ୍ୟାନେଲ ପୂର୍ବତନ ଏସିଆନ ରୌପ୍ୟ ପଦକ ବିଜୟୀ ବକ୍ସର ସୁମିତ ସାଙ୍ଗଓ୍ବାନ (୯୧କେଜି)ଙ୍କ ଉପରୁ ୧ବର୍ଷିଆ ବାସନ୍ଦ ଦଣ୍ଡକୁ ଉଠାଇ ଦେଇଛି। ସୁମିତ ଜାଣିଶୁଣି ନିଷିଦ୍ଧ ଦ୍ରବ୍ୟ ସେବନ କରି…

ମଧୁମେହ ଲାଗି ହଳଦୀ ରାମବାଣ ସଦୃଶ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ ହେଉଛନ୍ତି। ଏହା ପରିବର୍ତ୍ତିତ ଜୀବନଶୈଳୀ ଲାଗି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାରୁ ଅନ୍ୟତମ। ଏହି ରୋଗରେ ରକ୍ତ ସର୍କରାକୁ ନିୟନ୍ତ୍ରଣ କରିବା କଷ୍ଟକର। ତେବେ କେତେକ ଘରୋଇ ଉପଚାର ମାଧ୍ୟମରେ ଏହାକୁ ନିୟନ୍ତ୍ରଣ କରାଯାଉଥିଲେ…

୭ ଦଫା ଦାବି ନେଇ ଖଣି, କାରଖାନା ଘେରିଲେ

ଯୋଡ଼ା, ୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଦେଓଝର ପଞ୍ଚାୟତବାସୀ ୭ ଦଫା ଦାବି କରି ସୋମବାର ଶାରଦା ଖଣି ଓ ଜିନ୍ଦଲ କାରଖାନାକୁ ଘେରିଛନ୍ତି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପଞ୍ଚାୟତର ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଏକ ଶୋଭାଯାତ୍ରାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri