ସାଇକେଲ ଆରୋହୀଙ୍କଠାରୁ ସୁନା ଅଳଙ୍କାର ଲୁଟ୍
ଦିଗପହଣ୍ଡି,୨ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ରାଜପୁର ରୋଡରେ ସୋମବାର ଜଣେ ସାଇକେଲ ଆରୋହୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୫ ଭରି ଓଜନର ସୁନା ଅଳଙ୍କାର ମୁଣିକୁ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମର ସୁଦର୍ଶନ ବିଷୋୟୀ।…
ନ୍ୟାୟ ପାଇଁ ଧାରଣା ଘଟଣା: ଆକ୍ରମଣକାରୀ ଗିରଫ
ତିହିଡ଼ି,୨।୩(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବୁଧପୁର ଗ୍ରାମର ସନ୍ତୋଷ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଆକ୍ରମଣ କରାଯାଇଥିଲା। ପୋଲିସଠାରୁ ନ୍ୟାୟ ନ ପାଇ ସନ୍ତୋଷ ତାଙ୍କ ପରିବାର ସହିତ ରବିବାର ସନ୍ଧ୍ୟାରେ ଥାନା ସମ୍ମୁଖରେ…
ଡଚ୍ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ମୀର, ମାନସୀଙ୍କୁ ବ୍ରୋଞ୍ଜ ପଦକ
ନୂଆଦିଲ୍ଲୀ, ୨ା୩ (ପି.ଟି.)-ଭାରତୀୟ ବାଳିକା ବ୍ୟାଡ୍ମିଣ୍ଟନ ଖେଳାଳି ତସନିମ ମୀର ଏବଂ ମାନସୀ ସିଂ ନେଦରଲାଣ୍ଡ୍ସର ହାର୍ଲେମ୍ଠାରେ ଅନୁଷ୍ଠିତ ୟୋନେକ୍ସ ଡଚ୍ ଜୁନିୟର ଇଣ୍ଟରନ୍ୟାଶନାଲ ୨୦୨୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ବାଳିକା ସିଙ୍ଗଲ୍ସରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବିଡବ୍ଲ୍ୟୁଏଫ୍…
ନାଡାଲଙ୍କ ପରେ ଥିଆଗୋ ସର୍ବକନିଷ୍ଠ
ସାଣ୍ଟିଆଗୋ, ୨ା୩ (ଏଏଫ୍ପି)-୨୦୦୫ରେ ରାଫାଲ ନାଡାଲଙ୍କ ପରେ ଲାଟିନ୍ ଆମେରିକାର କ୍ଲେ କୋର୍ଟ ‘ଗୋଲ୍ଡେନ ସୁଇଙ୍ଗ୍’ ଟେନିସ ଟୁର୍ନାମେଣ୍ଟରେ ଚାମ୍ପିୟନ ହେବାରେ ବ୍ରାଜିଲର ଥିଆଗୋ ସିବୋଥ୍ ଓ୍ବାଇଲ୍ଡ ସର୍ବକନିଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି। ୧୯ବର୍ଷୀୟ ଥିଆଗୋ ଫାଇନାଲରେ ଦ୍ୱିତୀୟ ସିଡ୍ ତଥା…
ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଜମନକିରା,୨।୩(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଛେମୁଣ୍ଡା ଗାଁର ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କ୍ଷମାନିଧି ନାଏକଙ୍କ ସ୍ତ୍ରୀ ପ୍ରେମଶୀଳା ନାଏକ (୫୩)। ତେବେ ପ୍ରେମଶୀଳା ଦେହରେ କିରୋସିନ ଢ଼ାଳି ସକାଳେ ଆତ୍ମହତ୍ୟା କରିଥିବା…
ଟ୍ରାଫିକ୍ ନିୟମ ଉଲ୍ଲଂଘନ ନାଁରେ ଜନସାଧାରଣଙ୍କୁ ଅତ୍ୟାଚାର: ସୁରେଶ ରାଉତରାୟ
ଭୁବନେଶ୍ୱର,୨।୩(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟରଯାନ ଆଇନକୁ କଡ଼ାକଡ଼ି ଲାଗୁ କରାଯାଇଥିବା ବେଳେ ରାଜ୍ୟର ସବୁ ସ୍ଥାନରେ ଧରପଗଡ଼ ଆରମ୍ଭ ହୋଇଯାଇଛି। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଜରିମାନା କରାଯାଉଛି। ତେବେ ଏଭଳି ପରିସ୍ଥିତିରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ ନାମରେ ସାଧାରଣ…
ତୃତୀୟ ଥର ଟଳିଲା ନିର୍ଭୟା ଦୋଷୀଙ୍କ ଫାଶୀ: ସାଢ଼େ ୧୨ ଘଣ୍ଟା ପୂର୍ବରୁ ରଦ୍ଦ ହେଲା ଡେଥ୍ ଓ୍ବାରେଣ୍ଟ
ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀଦଣ୍ଡ ପୁଣି ଥରେ ଟଳିଯାଇଛି। ମାର୍ଚ୍ଚ ୩ ତାରିଖ ସକାଳ ୬ଟାରେ ୪ ଦୋଷୀ ଆଉ ଫାଶୀଖୁଣ୍ଟରେ ଝୁଲିବେ ନାହିଁ। ନିର୍ଭୟାଙ୍କ ଅନ୍ୟ ଏକ ଦୋଷୀ ପବନ ଗୁପ୍ତାଙ୍କ ଏକ ଆବେଦନ ଉପରେ…
ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର
ଭୁବନେଶ୍ୱର,୨।୩(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ବୀଣାପାଣି ମହାନ୍ତିଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ (୨୦୧୯) ପୁରସ୍କାରରେ ସମ୍ମାନିତ କରାଯିବ। ଏହା ସହ ବୟୋଜ୍ୟେଷ୍ଠ ସାହିତି୍ୟକ ଓ ସାହିତି୍ୟକାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏ ନେଇ ସୋମବାର ଓଡ଼ିଶା…
ପୋଲିସର ମନମୁଖୀ ଶାସନକୁ ବିରୋଧ, ବ୍ଲକ କାର୍ଯ୍ୟାଳୟ କର୍ମଚାରୀଙ୍କ ଧାରଣା
ଭଟ୍ଲି, ୨।୩(ଡି.ଏନ୍.ଏ.): ବରଗଡ଼ ଜିଲା ଭଟ୍ଲି ପୋଲିସର ମନମୁଖୀ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ଭଟଲି ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟର କର୍ମଚାରୀମାନେ। ଏ ନେଇ ସେମାବାର ସେମାନେ କଲମ ଛାଡ ଆନ୍ଦୋଳନ କରିବା ସହିତ ଅଫିସ ଗେଟରେ ତାଲା ପକାଇ…
ଘୁଞ୍ଚିଲା ଆଜଲାନ ଶାହ କପ୍ ହକି ଟୁର୍ନାମେଣ୍ଟ
ନୂଆଦିଲ୍ଲୀ,୨ା୩- ଚାଇନାରୁ ସୃଷ୍ଟ କରୋନା ଭାଇରସ ଯୋଗୁ ବହୁ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ବାତିଲ କିମ୍ବା ସ୍ଥାନାନ୍ତର ହୋଇସାରିଛି। ସଦ୍ୟ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ଭାବେ ଆଜଲାନ ଶାହ କପ୍ ହକି ଟୁର୍ନାମେଣ୍ଟ ପ୍ରଭାବିତ ହୋଇଛି। ସମ୍ମାନଜନକ ଆଜଲାନ ଶାହ କପ୍ ହକି ଟୁର୍ନାମେଣ୍ଟ…
ମୁହଁରୁ ଅନାବଶ୍ୟକ କେଶ ହଟାଇବା ପାଇଁ ଆପଣାନ୍ତୁ ଘରୋଇ ଉପାୟ
ଆଜିକାଲିର ଖାଦ୍ୟପାନୀୟ ଓ ହର୍ମାନ ଇନ୍ବାଲାନ୍ସରୁ କେତକଙ୍କ ମୁହଁରେ ଅନାବଶ୍ୟକ କେଶ ଉଠିଥାଏ। ଏହା ଅସୁନ୍ଦର ଦେଖାଯିବା ସହ ବେଳେବେଳେ ଏଥିପାଇଁ ଲୋକଙ୍କୁ ଲଜ୍ଜିତ ହେବାକୁ ମଧ୍ୟ ପଡ଼ିଥାଏ। ହେଲେ ବର୍ତ୍ତମାନ ଆଧୁନିକ ଶୈଳୀରେ ଏହାକୁ ମୁହଁରୁ ହଟାଇ ଦିଆଯାଇ ପାରୁଛି।…
ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର
ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ ସାରା ସ୍କୁଲ କାନ୍ଦୁଥିବାର। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାର ନଓ୍ବାଡାର…
Archives


