Home Left

ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜମନକିରା,୨।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଛେମୁଣ୍ଡା ଗାଁର ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କ୍ଷମାନିଧି ନାଏକଙ୍କ ସ୍ତ୍ରୀ ପ୍ରେମଶୀଳା ନାଏକ (୫୩)। ତେବେ ପ୍ରେମଶୀଳା ଦେହରେ କିରୋସିନ ଢ଼ାଳି ସକାଳେ ଆତ୍ମହତ୍ୟା କରିଥିବା…

ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନାଁରେ ଜନସାଧାରଣଙ୍କୁ ଅତ୍ୟାଚାର: ସୁରେଶ ରାଉତରାୟ

ଭୁବନେଶ୍ୱର,୨।୩(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟରଯାନ ଆଇନକୁ କଡ଼ାକଡ଼ି ଲାଗୁ କରାଯାଇଥିବା ବେଳେ ରାଜ୍ୟର ସବୁ ସ୍ଥାନରେ ଧରପଗଡ଼ ଆରମ୍ଭ ହୋଇଯାଇଛି। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଜରିମାନା କରାଯାଉଛି। ତେବେ ଏଭଳି ପରିସ୍ଥିତିରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନାମରେ ସାଧାରଣ…

ତୃତୀୟ ଥର ଟଳିଲା ନିର୍ଭୟା ଦୋଷୀଙ୍କ ଫାଶୀ: ସାଢ଼େ ୧୨ ଘଣ୍ଟା ପୂର୍ବରୁ ରଦ୍ଦ ହେଲା ଡେଥ୍‌ ଓ୍ବାରେଣ୍ଟ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀଦଣ୍ଡ ପୁଣି ଥରେ ଟଳିଯାଇଛି। ମାର୍ଚ୍ଚ ୩ ତାରିଖ ସକାଳ ୬ଟାରେ ୪ ଦୋଷୀ ଆଉ ଫାଶୀଖୁଣ୍ଟରେ ଝୁଲିବେ ନାହିଁ। ନିର୍ଭୟାଙ୍କ ଅନ୍ୟ ଏକ ଦୋଷୀ ପବନ ଗୁପ୍ତାଙ୍କ ଏକ ଆବେଦନ ଉପରେ…

ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର,୨।୩(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ବୀଣାପାଣି ମହାନ୍ତିଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ (୨୦୧୯) ପୁରସ୍କାରରେ ସମ୍ମାନିତ କରାଯିବ। ଏହା ସହ ବୟୋଜ୍ୟେଷ୍ଠ ସାହିତି୍ୟକ ଓ ସାହିତି୍ୟକାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏ ନେଇ ସୋମବାର ଓଡ଼ିଶା…

ପୋଲିସର ମନମୁଖୀ ଶାସନକୁ ବିରୋଧ, ବ୍ଲକ କାର୍ଯ୍ୟାଳୟ କର୍ମଚାରୀଙ୍କ ଧାରଣା

ଭଟ୍‌ଲି, ୨।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ପୋଲିସର ମନମୁଖୀ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ଭଟଲି ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟର କର୍ମଚାରୀମାନେ। ଏ ନେଇ ସେମାବାର ସେମାନେ କଲମ ଛାଡ ଆନ୍ଦୋଳନ କରିବା ସହିତ ଅଫିସ ଗେଟରେ ତାଲା ପକାଇ…

ଘୁଞ୍ଚିଲା ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ

ନୂଆଦିଲ୍ଲୀ,୨ା୩- ଚାଇନାରୁ ସୃଷ୍ଟ କରୋନା ଭାଇରସ ଯୋଗୁ ବହୁ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ବାତିଲ କିମ୍ବା ସ୍ଥାନାନ୍ତର ହୋଇସାରିଛି। ସଦ୍ୟ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ଭାବେ ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ ପ୍ରଭାବିତ ହୋଇଛି। ସମ୍ମାନଜନକ ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ…

ମୁହଁରୁ ଅନାବଶ୍ୟକ କେଶ ହଟାଇବା ପାଇଁ ଆପଣାନ୍ତୁ ଘରୋଇ ଉପାୟ

ଆଜିକାଲିର ଖାଦ୍ୟପାନୀୟ ଓ ହର୍ମାନ ଇନ୍‌ବାଲାନ୍ସରୁ କେତକଙ୍କ ମୁହଁରେ ଅନାବଶ୍ୟକ କେଶ ଉଠିଥାଏ। ଏହା ଅସୁନ୍ଦର ଦେଖାଯିବା ସହ ବେଳେବେଳେ ଏଥିପାଇଁ ଲୋକଙ୍କୁ ଲଜ୍ଜିତ ହେବାକୁ ମଧ୍ୟ ପଡ଼ିଥାଏ। ହେଲେ ବର୍ତ୍ତମାନ ଆଧୁନିକ ଶୈଳୀରେ ଏହାକୁ ମୁହଁରୁ ହଟାଇ ଦିଆଯାଇ ପାରୁଛି।…

ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ ସାରା ସ୍କୁଲ କାନ୍ଦୁଥିବାର। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାର ନଓ୍ବାଡାର…

ପାକିସ୍ତାନରେ ଅଧିକରୁ ଅଧିକ ପିଲା ମେଦବହୁଳତାର ଶିକାର: ରିପୋର୍ଟ

ଇସ୍‌ଲାମାବାଦ,୨।୩: ପାକିସ୍ତାନରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜନସଂଖ୍ୟା ମେଦବହୁଳତାର ଶିକାର ହେଉଥିବା ବେଳେ ଏଥିଯୋଗୁ ଲୋକଙ୍କୁ ମାରାତ୍ମକ ରୋଗ ହେବାର ଭୟ ମଧ୍ୟ ରହିଛି। ନିକଟରେ ହୋଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। ପାକିସ୍ତାନ ହେଲଥ୍‌ ରିସର୍ଚ୍ଚ କାଉନସିଲ ଅଧ୍ୟୟନରୁ ଜଣାପଡ଼ିଛି…

ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବାକୁ ପ୍ରସ୍ତୁତ ହେଉଛନ୍ତି ଜହ୍ଲାଦ ପବନ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲର ୪ ଦୋଷୀଙ୍କୁ ମଙ୍ଗଳବାର ସକାଳ ୬ଟାରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ମଙ୍ଗଳବାର ସକାଳେ ଫାଶୀ ଥିବାରୁ ଜହ୍ଲାଦ ପବନ ଏବେ…

ଏଏପିିରେ ସାମିଲ ହେବେ ନୂତନ ଠାକୁର

ଲକ୍ଷ୍ନୌ,୨।୩: ବରିଷ୍ଠ ଓକିଲ ତଥା ସାମାଜିକ କର୍ମକର୍ତ୍ତା ନୂତନ ଠାକୁର ଖୁବ୍‌ଶୀଘ୍ର ଆମ ଆଦମୀ ପାର୍ଟି (ଏଏପି)ରେ ସାମିଲ ହୋଇପାରନ୍ତି। ସେ ପୂର୍ବରୁ ମଧ୍ୟ ଏଏପିରେ ରହିଥିଲେ, ହେଲେ ୨୦୧୩ରେ ସେ ଦଳରୁ ଇସ୍ତଫା ଦେଇଥିଲେ। ଏବେ ପୁଣି ଦଳରେ ସାମିଲ…

ଶ୍ରମିକଙ୍କ ହକ୍‌ ପାଇଁ କାମ କରୁଛି, କରିଚାଲିବି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସ୍ବାଧୀନତା ସଂଗ୍ରାମୀ ପଡ଼ିଆରେ ସୋମବାର ଶ୍ରମିକ ଏସ୍‌ଆଇ ବିଭାଗ ପକ୍ଷରୁ ଆୟୋଜିତ ଶ୍ରମିକ ସପ୍ତାହ ପାଳନ ଉଦ୍‌ଘାଟିତ ହୋଇଯାଇଛି। ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକମାନଙ୍କ ହକ୍‌ ପାଇଁ ମୁଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri