ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…
ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ ନେଇ ବିବାଦ ଆରମ୍ଭ ହୋଇଥିଲା । ଆଜି ପୂର୍ବାହ୍ନରେ ବୋଲଗଡ ତହସିଲ କାର୍ଯ୍ୟାଳୟ…
ଅଭଦ୍ର କହିଦେଲେ ସିଏସ୍ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ
ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ଏପରି କହିଥିବା ଅଭିଯୋଗ ଆଣିଛନ୍ତି ଚାଷୀମାନେ। ସଦର ବ୍ଲକ ରଣସାହି…
ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…
ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ କରିବିନି, କିନ୍ତୁ ଆଇଟମ ନାଚିବି। ହଟ୍ କଷ୍ଟ୍ୟୁମ ପିନ୍ଧିବି, ଆଇଟମ ଜଲୱା ଦେଖାଇବି।…
‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଉପଜିଲାପାଳ ଉମାଶଙ୍କର ବେହେରା…
ରାଜପଥରେ ବିତୁଛି ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ
କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା କେସିଙ୍ଗା ସହରର ସିନେମାଲ ନିକଟରେ ଥିବା ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଦୀର୍ଘ…
ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍ ଟିକେଟ୍ ଦାମ୍
ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ICC ଏହି ମ୍ୟାଚ ଆନୁଷ୍ଠାନିକ ଭାବରେ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ପୂର୍ବରୁ ବହୁ ସଂଖ୍ୟକ ଦଳୀୟକର୍ମୀ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ…
ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର
ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍…
ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…
ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି ଦିନ ତଳେ ନିଶା ମହାରଣାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ…
ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା
ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି ଆଶ୍ଚର୍ଯ୍ୟର ବିଷୟ। ସିଙ୍ଗାପୁରର ଜଣେ ମହିଳାଙ୍କ ସହିତ ସମାନ ଘଟଣା ଘଟିଛି। ଏଠାରେ…
ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍ବି
ଇସଲାମାବାଦ୍,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା ଏବେ ଏକ ନୂତନ ବିତର୍କ ସୃଷ୍ଟି କରିଛି। ପାକିସ୍ତାନ ଫେବୃଆରୀ ୯ରେ ଭାରତ…
୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର
ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା ପରିକ୍ରମା ପଡ଼ିଥାଏ ସେହି ଦିନ ମହାଶିବରାତ୍ରି ପାଳନ କରାଯାଏ। ୧୫ରେ ପାଳନ ହେବ…

